Home

ଶୀଘ୍ର ଆସ୍ଥାଭୋଟ ପାଇଁ ଦାବି

ଭୋପାଳ,୧୫ା୩(ପି.ଟି.): ମଧ୍ୟପ୍ରଦେଶ ଭାଜପାର ଏକ ପ୍ରତିନିଧି ଦଳ ଶନିବାର ରାଜ୍ୟପାଳ ଲାଲ୍‌ଜୀ ଟଣ୍ଡନଙ୍କୁ ସାକ୍ଷାତ କରି ବିଧାନସଭାରେ ତୁରନ୍ତ ଆସ୍ଥା ଭୋଟ କରାଇବା ପାଇଁ ଦାବି କରିଛନ୍ତି।…

6 years ago

ଆମେରିକା ସୈନ୍ୟ ଥିବା ଇରାକ ଘାଟି ଉପରେ ରକେଟ ମାଡ଼

ବାଗଦାଦ,୧୫ା୩(ଏଏଫ୍‌ପି): ଆମେରିକା ଓ ୟୁରୋପୀୟ ସୈନ୍ୟ ରହୁଥିବା ଇରାକର ଏକ ଘାଟି ଉପରେ ସାନି ରକେଟ ମାଡ଼ ହୋଇଛି। ବାଗଦାଦ୍‌ର ଉତ୍ତର ପାର୍ଶ୍ୱରେ ଥିବା ଏହି ଘାଟି…

6 years ago

ବୋଲେରୋ ଉପରେ ଚଢ଼ିଗଲା ଟ୍ରକ୍‌: ୧୧ ମୃତ

ଜୟପୁର, ୧୫।୩: ରାଜସ୍ଥାନର ଜୟପୁରଠାରେ ଏକ ବୋଲେରୋ ଉପରେ ଟ୍ରକ୍‌ ଚଢ଼ିଯିବାରୁ ୧୧ ଜଣ ପ୍ରାଣ ହରାଇବା ସହ ୩ ଗୁରୁତର ହୋଇଛନ୍ତି। ଯୋଧପୁର ଜିଲା ଅନ୍ତର୍ଗତ…

6 years ago

କରୋନା ସନ୍ଦିଗ୍ଧଙ୍କୁ ଦେଖିବାକୁ ମନା କରିଥିବା ମେଡିକାଲ ଅଫିସର ନିଲମ୍ବିତ

ଜମ୍ମୁ,୧୫ା୩(ପି.ଟି.): ଜମ୍ମୁ-କଶ୍ମୀରର ପୁଞ୍ଚ୍‌ ଜିଲାରେ କ୍ୱାରାଣ୍ଟାଇନ୍‌ରେ ଥିବା ଜଣେ କରୋନା ସନ୍ଦିଗ୍ଧଙ୍କ ସ୍ବାସ୍ଥ୍ୟବସ୍ଥା ଦେଖିବା ଲାଗି ମନା କରିଦେଇଥିବା ମେଡିକାଲ ଅଫିସରଙ୍କୁ ନିଲମ୍ବନ କରାଯାଇଛି। ମେଡିକାଲ ସୁପରିଣ୍ଟେଣ୍ଡେଣ୍ଟଙ୍କ…

6 years ago

କରୋନା ଭୂତାଣୁ ନମୁନା ଚିହ୍ନଟରେ ଭାରତ ପଞ୍ଚମ ରାଷ୍ଟ୍ର

ନୂଆଦିଲ୍ଲୀ,୧୫ା୩ : ମାନବ ଶରୀର ବାହାରେ କରୋନା ଭୂତାଣୁକୁ ସଫଳତାର ସହ ଚିହ୍ନଟ କରି ଅଲଗା କରିବାରେ ଭାରତ ପଞ୍ଚମ ରାଷ୍ଟ୍ର ବୋଲି କୁହାଯାଉଛି। ପୂର୍ବରୁ ଚାଇନା,…

6 years ago

ପଦ୍ମ ପୁରସ୍କାର ଉତ୍ସବ ସ୍ଥଗିତ

ନୂଆଦିଲ୍ଲୀ,୧୫ା୩(ପି.ଟି.): କରୋନା ସଂକ୍ରମଣ ଭୟରେ ପଦ୍ମ ପୁରସ୍କାର ପ୍ରଦାନ ଉତ୍ସବକୁ ସ୍ଥଗିତ ରଖାଯାଇଛି। ଏହି ଉତ୍ସବ ମାର୍ଚ୍ଚ ୨୬ ଓ ଏପ୍ରିଲ ୩ରେ ଅନୁଷ୍ଠିତ ହେବାର ଥିଲା।…

6 years ago

ଭାରତରେ କରୋନା ସଂକ୍ରମିତଙ୍କ ସଂଖ୍ୟା ୧୦୨

ନୂଆଦିଲ୍ଲୀ,୧୫ା୩(ପି.ଟି.): ଭାରତରେ କରୋନା ସଂକ୍ରମିତଙ୍କ ସଂଖ୍ୟା ଶନିବାର ୧୦୨କୁ ବୃଦ୍ଧି ପାଇଥିବା ଜଣାପଡିଛି। କରୋନା ପଜିଟିଭ୍‌ ଚିହ୍ନଟ ହୋଇଥିବାବେଳେ ୭ ଜଣ ସୁସ୍ଥ ହେବା ପରେ ସେମାନଙ୍କୁ…

6 years ago

ମାର୍ଗଦର୍ଶିକା ଶେୟାର କଲେ ପ୍ରଧାନମନ୍ତ୍ରୀ

ନୂଆଦିଲ୍ଲୀ,୧୫ା୩(ପି.ଟି.): କରୋନା ଭୂତାଣୁ ସଂକ୍ରମଣରୁ ରକ୍ଷା ପାଇବା ନିମନ୍ତେ ହୋମ୍‌ କ୍ୱାରାଣ୍ଟାଇନ (ଘରେ ନିଜକୁ ଅନ୍ୟମାନଙ୍କଠାରୁ ଅଲଗା ରଖିବା) ପାଇଁ ସ୍ବାସ୍ଥ୍ୟ ମନ୍ତ୍ରଣାଳୟର ମାର୍ଗଦର୍ଶିକାକୁ ପ୍ରଧାନମନ୍ତ୍ରୀ ନରେନ୍ଦ୍ର…

6 years ago

ମାସ୍କ, ଔଷଧ ଯୋଗାଇବାକୁ ଭାରତକୁ ନେତାନ୍ୟାହୁଙ୍କ ଅନୁରୋଧ

ଜେରୁଜେଲମ୍‌, ୧୫।୩(ପି.ଟି.): ବିଶ୍ୱବ୍ୟାପୀ କରୋନା ଯନ୍ତ୍ରଣା ବଢ଼ିଚାଲିଥିବା ବେଳେ ଇସ୍ରାଏଲ୍‌ ପ୍ରଧାନମନ୍ତ୍ରୀ ବେନ୍‌ୟାମିନ୍‌ ନେତାନ୍ୟାହୁ ଭାରତ ପ୍ରତିପକ୍ଷ ନରେନ୍ଦ୍ର ମୋଦିଙ୍କୁ ଅନୁରୋଧ କରି ମାସ୍କ ଏବଂ ଔଷଧ…

6 years ago

ସାର୍କ ଭିଡିଓ କନ୍‌ଫରେନ୍ସ ଆଜି

ନୂଆଦିଲ୍ଲୀ/ଇସ୍‌ଲାମାବାଦ, ୧୫ା୩(ପି.ଟି.): ଘାତକ କରୋନା ଭୂତାଣୁ ସଂକ୍ରମଣର ମୁକାବିଲା ଲାଗି ମିଳିତ ରଣକୌଶଳ ପ୍ରସ୍ତୁତି ନିମନ୍ତେ ରବିବାର ଅପରାହ୍ନ ୫ଟାରେ ସାର୍କ ସଦସ୍ୟ ରାଷ୍ଟ୍ରଗୁଡ଼ିକ ଭିଡିଓ କନ୍‌ଫରେନ୍ସରେ…

6 years ago