Home

ଆର୍ଥିକ ସ୍ଥିତି, କରୋନାକୁ ନେଇ ବର୍ଷିଲେ ରାହୁଲ

ନୂଆଦିଲ୍ଲୀ, ୧୩।୩: ଦେଶରେ କରୋନା ସ୍ଥିତି ବିଗିଡ଼ିବାରେ ଲାଗିଛି। ଆର୍ଥତ୍କ ସ୍ଥିତି ମଧ୍ୟ ଭୁଶୁଡ଼ୁଛି। ଏଭଳି ପରିସ୍ଥିତିରେ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି ଶୋଇଛନ୍ତି। କିଭଳି ଏହାର ମୁକାବିଲା…

6 years ago

କରୋନା ମୁକାବିଲା ଲାଗି ଚାଇନାକୁ ବ୍ରିଟିଶ ଅର୍ଥନୀତିଜ୍ଞଙ୍କ ପ୍ରଶଂସା

ନୂଆଦିଲ୍ଲୀ,୧୩।୩(ପି.ଟି.): କରୋନା ଭାଇରସ ଭାରତରେ ଆରମ୍ଭ ହୋଇ ନ ଥିବାରୁ ବ୍ରିଟିଶ ଅର୍ଥନୀତିଜ୍ଞ ଜିମ୍‌ ଓ ନିଲ୍‌ ଭଗବାନଙ୍କୁ ଧନ୍ୟବାଦ ଦେଇଛନ୍ତି। ସେ ଭାରତର ବ୍ୟବସ୍ଥାକୁ ସମାଲୋଚନା…

6 years ago

୬ ବର୍ଷ ପରେ ଗୋଡ଼ରୁ ଫିଟିଲା ଶିକୁଳି

ଗୋପ,୧୩।୩(ଡି.ଏନ୍‌.ଏ.): ଦୀର୍ଘ ୬ବର୍ଷ ପରେ ପୁରୀ ଜିଲା ଗୋପ ବ୍ଲକର ଆକାଶ କାଣ୍ଡି(୭)ଙ୍କ ଗୋଡ଼ରେ ପଡ଼ିଥିତ୍ବା ଲୁହା ଶିକୁଳି ଫିଟିଛି। ଏବେ ଆକାଶ ସ୍କୁଲକୁ ପାଠ ପଢ଼ିବାକୁ…

6 years ago

ଭିଜା ବାତିଲ ଯୋଗୁ କ୍ଷତି ହେବ ୮୫୦୦ କୋଟି

ନୂଆଦିଲ୍ଲୀ,୧୩।୩(ପି.ଟି.): କରୋନା ମହାମାରୀ ଭାରତୀୟ ପର୍ଯ୍ୟଟନ, ବିମାନ ଚଳାଚଳ ସେକ୍ଟରକୁ ବଡ଼ ଧରଣର କ୍ଷତି ପହଞ୍ଚାଇବାକୁ ଯାଉଛି। ସଂକ୍ରମଣ ଭୟରେ ସରକାର ମାସେ ପାଇଁ ଭିଜା ସ୍ଥଗିତ ରଖିଥିବାରୁ…

6 years ago

୩୧ ଯାଏ ଦିଲ୍ଲୀରେ ସ୍କୁଲ କଲେଜ ବନ୍ଦ

ନୂଆଦିଲ୍ଲୀ, ୧୩।୩: କରୋନା ଭାଇରସ୍‌ କ୍ରମଶଃ କାୟା ବିସ୍ତାର କରିବାରେ ଲାଗିଛି। ସରକାରଙ୍କ ବିଭିନ୍ନ ପ୍ରୟାସ ଓ ସଚେତନତା ସତ୍ତ୍ୱେ ସଂକ୍ରମିତଙ୍କ ସଂଖ୍ୟା ଭାରତରେ ବଢ଼ିବାରେ ଲାଗିଛି।…

6 years ago

ଲୋକଙ୍କ ପାଇଁ ବନ୍ଦ ହେଲା ରାଷ୍ଟ୍ରପତି ଭବନ

ନୂଆଦିଲ୍ଲୀ,୧୩।୩(ପି.ଟି.): କରୋନା ଭୟରେ ରାଷ୍ଟ୍ରପତି ଭବନରେ ବାହାର ଲୋକଙ୍କ ପ୍ରବେଶକୁ ଶୁକ୍ରବାରଠାରୁ ବନ୍ଦ କରିଦିଆଯାଇଛି। ପରବର୍ତ୍ତୀ ଆଦେଶ ପର୍ଯ୍ୟନ୍ତ ରାଷ୍ଟ୍ରପତି ଭବନ ପରିସରକୁ କୌଣସି ପର୍ଯ୍ୟଟକ ଯାଇପାରିବେ…

6 years ago

ନନ୍ଦନକାନନକୁ ଆସିବେ ୪ ଅଣ୍ଡିରା ସିଂହ, ୨ କୋକିଶିଆଳି

ବାରଙ୍ଗ,୧୩।୩(ଡି.ଏନ୍‌.ଏ.): ପଶୁପକ୍ଷୀ ଅଦଳବଦଳ ପ୍ରକ୍ରିୟାରେ ପ୍ରାଣୀ ଉଦ୍ୟାନ ନନ୍ଦନକାନନକୁ ଏଥର ଆସିବେ ୪ ଅଣ୍ଡିରା ସିଂହ। ଏଥିପାଇଁ ୫ଜଣିଆ ଟିମ ଆସନ୍ତା ୧୬ ତାରିଖରେ ଏହି ନୂଆ…

6 years ago

କୋଟିଏରୁ ଊର୍ଦ୍ଧ୍ୱ ଟଙ୍କାର ବ୍ରାଉନ ସୁଗାର ଜବତ: ୨ ଛାତ୍ର ସମେତ ୩ ଗିରଫ

ଭୁବନେଶ୍ୱର,୧୩।୩ (ବ୍ୟୁରୋ): ରାଜ୍ୟରେ ଦିନକୁ ଦିନ ନିଶା କାରବାର ବଢ଼ି ଚାଲିଥିବାବେଳେ ସେଥିରେ ଛାତ୍ରଙ୍କ ସମ୍ପୃକ୍ତି ନଜରକୁ ଆସୁଛି। ବୁଧବାର ରାତିରେ ପିପିଲି ଅଞ୍ଚଳରୁ ୨ଜଣ ଛାତ୍ର…

6 years ago

ଭୟ ନ କରିବାକୁ ପ୍ରଧାନମନ୍ତ୍ରୀଙ୍କ ପରାମର୍ଶ

ନୂଆଦିଲ୍ଲୀ,୧୩।୩(ପି.ଟି.):କରୋନାକୁ ନେଇ ଭୟ ନ କରିବାକୁ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି ଦେଶବାସୀଙ୍କୁ ପରାମର୍ଶ ଦେଇଛନ୍ତି। ଅତି ଜରୁରୀ ନ ଥିଲେ ଭ୍ରମଣରେ ନ ଯିବା ଓ ସମାବେଶରେ…

6 years ago

କରୋନା ସଂକ୍ରମିତଙ୍କ ସଂଖ୍ୟା ୭୪: ପର୍ଯ୍ୟବେକ୍ଷଣରେ ୩୫ ହଜାର ସନ୍ଦିଗ୍ଧ

ନୂଆଦିଲ୍ଲୀ,୧୩।୩(ପି.ଟି.): ଭାରତରେ କରୋନା ସଂକ୍ରମିତଙ୍କ ସଂଖ୍ୟା ୭୪ରେ ପହଞ୍ଚତ୍ଥିବାବେଳେ ଏହାକୁ ନେଇ ସାରା ଦେଶରେ ଭୟର ବାତାବରଣ ସୃଷ୍ଟି ହୋଇଛି। ଲୋକ ସଭାରେ ଶୂନ୍ୟ କାଳରେ ଏହି…

6 years ago