ପୁରୀ ଅଫିସ,୨୫ା୬: ଜନ୍ମବେଦିରେ ମହାପ୍ରଭୁ ବିଜେ କରିବା ପରେ ଆଡ଼ପ ଦର୍ଶନ ପାଇଁ ଭକ୍ତ ମନ ବ୍ୟାକୁଳ ହୋଇଥାଏ। ସେହିପରି ଆଡ଼ପ ଅବଢ଼ା ପାଇବାକୁ ସମସ୍ତେ ଚାହିଁ…
ପୁରୀ ଅଫିସ,୨୫ା୬: ଘୋଷଯାତ୍ରାରେ ବାହାରିଥିବା ଦାରୁଦିଅଁ ଏବେ ଆଡ଼ପ ମଣ୍ଡପରେ। ଏପଟେ ଶ୍ରୀମନ୍ଦିର ଖଁା ଖଁା। ଏମିତି ବି ୩ ମାସରୁ ଊର୍ଦ୍ଧ୍ୱ ହେଲାଣି କରୋନା ପାଇଁ…
କୋଣାର୍କ,୨୫ା୬(ଡି.ଏନ୍.ଏ): କୋଣାର୍କରେ ପ୍ରଥମଥର ୪ଜଣ କରୋନା ପଜିଟିଭ ଚିହ୍ନଟ ହୋଇଛି। କୋଣାର୍କ ଏନଏସିରେ ୩ଜଣ ଓ ଏହି ଥାନା ଅନ୍ତର୍ଗତ ବନାଖଣ୍ଡି ପଞ୍ଚାୟତ ମାଙ୍କରଗୋରଡି ଗ୍ରାମର ୧ଜଣ…
ଭୁବନେଶ୍ୱର, ୨୫ା୬(ବ୍ୟୁରୋ): ରାଜ୍ୟର କରୋନା ସ୍ଥିତି ସମ୍ପର୍କରେ ବୁଧବାର ସୂଚନା ଦେଇଛନ୍ତି ରାଜ୍ୟ ସରକାରଙ୍କ ମୁଖ୍ୟ ମୁଖପାତ୍ର ସୁବ୍ରତୋ ବାଗ୍ଚୀ। ବୟସ୍କ ବ୍ୟକ୍ତିଙ୍କୁ କିପରି ସୁରକ୍ଷା ଦିଆଯିବ…
ଭୁବନେଶ୍ୱର,୨୫ା୬(ବ୍ୟୁରୋ): ଓଡ଼ିଶା ଜେଲ୍ରେ ପଶିଲାଣି ମହାମାରୀ କରୋନା। ପୁରୀ, ରାଉରକେଲା ଓ ବ୍ରହ୍ମପୁର ଜେଲ୍ର ୧୦ କଏଦୀଙ୍କଠାରେ କୋଭିଡ୍-୧୯ ପଜିଟିଭ୍ ଠାବ ପରେ ଜେଲ୍ରେ ଏବେ ଭୟର…
ବାରିପଦା ଅଫିସ, ୨୫ା୬: ମୟୂରଭଞ୍ଜ ଜିଲା ଯଶିପୁର ବ୍ଲକ ଅଧୀନ ବରେହିପାଣି, ଗୁଡ଼ୁଗୁଡ଼ିଆ ଓ ଧଳବଣୀ ପଞ୍ଚାୟତରେ ଏମ୍ଜିଏନ୍ଆର୍ଇଜିଏସ୍ ଅର୍ଥ ହଡ଼ପ ଘଟଣାରେ ୧୦ ସରକାରୀ ଅଧିକାରୀ…
ଭୁବନେଶ୍ୱର,୨୫ା୬(ବ୍ୟୁରୋ): ଦକ୍ଷିଣ ପଶ୍ଚିମ ମୌସୁମୀ ବାୟୁ ଦୁର୍ବଳ ରହିଛି। ରାଜ୍ୟରେ ଦୁଇଦିନ ବର୍ଷା ହେବ ନାହିଁ। ପାଗ ଶୁଖିଲା ରହିବ। ପାଣିପାଗ ବିଭାଗ ପକ୍ଷରୁ ପୂର୍ବାନୁମାନ କରାଯାଇଛି।…
ସମ୍ବଲପୁର,୨୫ା୬(ବ୍ୟୁରୋ): ହୀରାକୁଦ ଡ୍ୟାମ୍ରୁ ଚଳିତବର୍ଷର ପ୍ରଥମ ବନ୍ୟାଜଳ ଗୁରୁବାର ଛଡ଼ାଯିବ। ପୂର୍ବାହ୍ନ ୧୦ଟା ପରେ ଯେକୌଣସି ସମୟରେ ଫାଟକ ଖୋଲାଯାଇ ପାରେ ବୋଲି ହୀରାକୁଦ ଡ୍ୟାମ୍ କର୍ତ୍ତୃପକ୍ଷ…
ଧର୍ମଶାଳା, ୨୪।୬ (ଡି.ଏନ୍.ଏ.)-ସୋସିଆଲ ମିଡିଆରେ ଯୁବତୀଙ୍କ ଅଶ୍ଳୀଳ ଫଟୋ ପୋଷ୍ଟ କରିବା ଅଭିଯୋଗରେ ଧର୍ମଶାଳା ଥାନା ପୋଲିସ ବନ୍ଧଢିହ ପଞ୍ଚାୟତ ଜୟସୁଙ୍ଗୁଡା ଗ୍ରାମର ସମୀର ଜେନା (୨୭)ଙ୍କୁ…
ନୂଆଦିଲ୍ଲୀ, ୨୪।୬: ମହାରାଷ୍ଟ୍ର ପରେ ଏବେ ଦିଲ୍ଲୀରେ କରୋନା ଭାଇରସ୍ ସଙ୍କଟ ଦ୍ରୁତଗତିରେ ବ୍ୟାପିବାରେ ଲାଗିଛି। ଦିନକୁ ଦିନ ସଂକ୍ରମିତଙ୍କ ସଂଖ୍ୟା ବୃଦ୍ଧି ପାଉଥିବା ବେଳେ ମୃତ୍ୟୁ…