Home

ବରିଷ୍ଠ ଅଧିକାରୀଙ୍କୁ କରୋନା: ଗଞ୍ଜାମ ସରକାରୀ ଅଫିସକୁ ଆସନ୍ତା ୧୦ ଦିନ ସର୍ବସାଧାରଣ ମନା

ଗଞ୍ଜାମ ଅଫିସ, ୨୪।୬: ଗଞ୍ଜାମରେ ଦ୍ରୁତଗତିରେ ବୃଦ୍ଧି ପାଇବାରେ ଲାଗିଛି କରୋନା ଆକ୍ରାନ୍ତଙ୍କ ସଂଖ୍ୟା। ବୁଧବାର ସୁଦ୍ଧା ଜିଲାରେ ସଂକ୍ରମିତଙ୍କ ସଂଖ୍ୟା ୧୦୩୧ରେ ପହଞ୍ଚି ସାରିଥିବା ବେଳେ…

6 years ago

ଶ୍ରୀମନ୍ଦିର ଇତିହାସରେ ନୂଆ ଅଧ୍ୟାୟ: ରଥ ପଥରେ, ବିନା ଭକ୍ତରେ

ପୁରୀ ଅଫିସ,୨୪ା୬: ମହାମାରୀ କରୋନା ପାଇଁ ଶ୍ରୀମନ୍ଦିର ଇତିହାସରେ ଯୋଡ଼ିହୋଇଛି ଏକ ନୂଆ ଅଧ୍ୟାୟ। ଶେଷ ମୁହୂର୍ତ୍ତରେ ଲୀଳାମୟ ଦେଖାଇଲେ ତାଙ୍କ ଅପୂର୍ବ ଲୀଳା। ବଡ଼ଦାଣ୍ଡକୁ ଓହ୍ଲାଇ…

6 years ago

ଡିଜେଲ ଲିଟର ପିଛା ୧୦ଟଙ୍କା ବଢିଲାଣି

ନୂଆଦିଲ୍ଲୀ,୨୪।୬: ମଙ୍ଗଳବାର ତୈଳ ଦର ପେଟ୍ରୋଲ ଲିଟର ପିଛା ୨୦ ପଇସା ଏବଂ ଡିଜେଲ ୫୬ ପଇସା ବୃଦ୍ଧି ପାଇଛି। ଫଳରେ ଡିଜେଲ ଦର ଲିଟର ପିଛା…

6 years ago

୮୯୫ ହେକ୍ଟରରେ ହେବ ବନୀକରଣ

ଅନୁଗୋଳ ଅଫିସ, ୨୪।୬ ବର୍ଷା ଆରମ୍ଭ ହୋଇଯାଇଥିବାରୁ ଅନୁଗୋଳ ବନଖଣ୍ଡରେ ଚାରା ରୋପଣ ପାଇଁ ପ୍ରସ୍ତୁତି ଚାଲିଛି। ଚଳିତବର୍ଷ ବନଖଣ୍ଡ ପକ୍ଷରୁ ଏଥିପାଇଁ ପାଖାପାଖି ସାଢ଼େ ୧୮…

6 years ago

ଓଡ଼ିଶା ଏଫସିକୁ ପ୍ଲେ-ଅଫ୍‌ ନେବାକୁ ଚାହାନ୍ତି ବକ୍ସଟର

ଭୁବନେଶ୍ୱର, ୨୪।୬(କ୍ରୀଡ଼ା ପ୍ରତିନିଧି)- କରୋନା ଭାଇରସ ସଂକ୍ରମଣ ଜନିତ କଟକଣା ଯୋଗୁ ଦୂରରେ ରହିଥିଲେ ହେଁ ଓଡ଼ିଶା ଏଫସିର ନବନିଯୁକ୍ତ କୋଚ୍‌ ଷ୍ଟୁଆର୍ଟ ବକ୍ସଟର ଦଳର ପ୍ରଦର୍ଶନକୁ…

6 years ago

ଗୁପ୍ତଚର କାର୍ଯ୍ୟ ଲାଗି କଡ଼ା ଆଭିମୁଖ୍ୟ: ପାକିସ୍ତାନ ଦୂତାବାସରୁ ୫୦% କର୍ମଚାରୀ କମାଇବାକୁ କହିଲା ଭାରତ

ନୂଆଦିଲ୍ଲୀ,୨୩।୬: ପାକିସ୍ତାନ ପ୍ରତି କଡ଼ା ଆଭିମୁଖ୍ୟ ଗ୍ରହଣ କଲା ଭାରତ। ନିକଟରେ ଗୁପ୍ତଚର କାର୍ଯ୍ୟ ପାଇଁ ୨ ପାକ୍‌ ଦୂତାବାସ କର୍ମଚାରୀଙ୍କୁ ସ୍ବଦେଶ ପଠାଯାଇଥିଲା। ଏବେ ୫୦%…

6 years ago

ପତଞ୍ଜଳିର କରୋନା ଔଷଧ ବିଜ୍ଞାପନ ଉପରେ ରୋକ, ପରୀକ୍ଷା ନେଇ ତଥ୍ୟ ମାଗିଲେ କେନ୍ଦ୍ର ସରକାର

ନୂଆଦିଲ୍ଲୀ,୨୩।୬: ସାରା ବିଶ୍ୱରେ ମହାମାରୀ କରୋନା ସଂକ୍ରମଣ ଦିନକୁ ଦିନ ବୃଦ୍ଧି ପାଇବାରେ ଲାଗିଛି। ଏଭଳି ସ୍ଥିତିରେ ଯୋଗ ଗୁରୁ ବାବା ରାମଦେବଙ୍କ କମ୍ପାନୀ ପତଞ୍ଜଳି ପକ୍ଷରୁ…

6 years ago

ଅନ୍ଧାରରେ ତିନି ରଥ

ପୁରୀ ଅଫିସ,୨୩।୬: ପୁରୀ ଶ୍ରୀଗୁଣ୍ଡିଚା ମନ୍ଦିର ଅଞ୍ଚଳରେ ବିଦ୍ୟୁତ୍‌ ସେବା ବିଚ୍ଛିନ୍ନ ହୋଇଥିଲା। ଫଳରେ ପ୍ରାୟ ଦେଢ଼ ଘଣ୍ଟା  ଧରି ମହାପ୍ରଭୁ ଅନ୍ଧାରରେ ରହିଥିଲେ । କୌଣସି…

6 years ago

ଇଂଲଣ୍ଡ ଗସ୍ତ ପୂର୍ବରୁ ୧୦ ପାକିସ୍ତାନୀ କ୍ରିକେଟରଙ୍କୁ କରୋନା

ଇସ୍‌ଲାମବାଦ୍‌, ୨୩।୬- ଇଂଲଣ୍ଡ ଗସ୍ତ ପୂର୍ବରୁ ୧୦ ପାକିସ୍ତାନ କ୍ରିକେଟର୍‌ କରୋନା ଭାଇରସ୍‌ ଦ୍ୱାରା ଆକ୍ରାନ୍ତ ହୋଇଛନ୍ତି। ପୂର୍ବରୁ ୩ ଜଣ ଖେଳାଳି ସୋଏବ ଖାନ୍‌, ହାରିସ…

6 years ago

ଶାହାଙ୍କୁ ଚିଠି ଲେଖିଲେ ଦିଲ୍ଲୀ ମୁଖ୍ୟମନ୍ତ୍ରୀ

ନୂଆଦିଲ୍ଲୀ,୨୩।୬: ଦିଲ୍ଲୀରେ କରୋନା ସଙ୍କଟ ଜଟିଳ ହେବାରେ ଲାଗିଛି। ଦିନକୁ ଦିନ ସଂକ୍ରମିତ ଓ ମୃତ୍ୟୁ ସଂଖ୍ୟା ବଢ଼ିବାରେ ଲାଗିଛି। ଇତିମଧ୍ୟରେ ଦିଲ୍ଲୀର ମୁଖ୍ୟମନ୍ତ୍ରୀ ଅରବିନ୍ଦ କେଜରିଓ୍ବାଲ…

6 years ago