ଜୟପୁର,୩।୩: ଚାଇନାରେ କାୟା ବିସ୍ତାର କରି ଚାଲିଥିବା କରୋନା ଭାଇରସ ଭାରତରେ ମଧ୍ୟ ତା’ର ଉପସ୍ଥିତି ଜାହିର କରି ସାରିଛି। ସୋମବାର ଭାରତରେ ୩ କରୋନା ଭାଇରସ…
ମୁମ୍ବାଇ : ବଲିଉଡ୍ ଅଭିନେତ୍ରୀ ଶ୍ରଦ୍ଧା କପୁର ମଙ୍ଗଳବାର ୩୩ ବର୍ଷରେ ପଦାର୍ପଣ କରିଛନ୍ତି। ସେ ୧୯୮୭ ମାର୍ଚ୍ଚ ୩ରେ ମୁମ୍ବାଇଠାରେ ଜନ୍ମଗ୍ରହଣ କରିଥିଲେ। ପିତା ଶକ୍ତି…
ନୂଆଦିଲ୍ଲୀ,୩।୩: ଦିଲ୍ଲୀ ମୁଖ୍ୟମନ୍ତ୍ରୀ ଅରବିନ୍ଦ କେଜରିଓ୍ବାଲ ମଙ୍ଗଳବାର ପ୍ରଧାନମନ୍ତ୍ରୀ ମୋଦଙ୍କୁ ଭେଟିବାର କାର୍ଯ୍ୟକ୍ରମ ରହିଛି। କେଜରିଓ୍ବାଲ ତୃତୀୟଥର ଲାଗି ଦିଲ୍ଲୀ ମୁଖ୍ୟମନ୍ତ୍ରୀ ଆସନରେ ବସିବା ପରେ ମୋଦିଙ୍କ…
ଭୁବନେଶ୍ୱର, ୩ା୩(ବ୍ୟୁରୋ): ଉଚ୍ଚ ମାଧ୍ୟମିକ ଶିକ୍ଷା ପରିଷଦ (ସିଏଚ୍ଏସ୍ଇ) ଦ୍ୱାରା ପରିଚାଳିତ ଯୁକ୍ତ୨ ପରୀକ୍ଷା ମଙ୍ଗଳବାରଠାରୁ ଆରମ୍ଭ ହେବ। ପ୍ରଥମ ଦିନ ବିଜ୍ଞାନ ବିଭାଗର ମାତୃଭାଷା ଓଡ଼ିଆ…
ଡ୍ରୋର୍କିଙ୍ଗ୍,୩।୩: ପୃଥିବୀର ବିଭିନ୍ନ ଅଞ୍ଚଳର ଭିନ୍ନ ଭିନ୍ନ ପରମ୍ପରା ରହିଛି। ବ୍ରିଟେନ୍ରେ ଏକ ପରମ୍ପରା ଅନୁସାରେ ସ୍ବାମୀମାନେ ସ୍ତ୍ରୀଙ୍କୁ ପିଠିରେ ବୋହି ଏକ ଉତ୍ସବରେ ଦୌଡ଼ିଥାନ୍ତି। ପ୍ରତିବର୍ଷ…
ହାଇଦ୍ରାବାଦ,୩ା୩: ହାଇଦ୍ରାବାଦର ହସ୍ତିନାପୁରମ୍ ଅନ୍ତର୍ଗତ ଏଲ୍ବି ନଗରରେ ଜଣେ ଯନ୍ତ୍ରୀ ଆର୍ଥିକ ସଙ୍କଟ ଯୋଗୁ ନିଜ ସ୍ତ୍ରୀ ଓ ଦୁଇ ପିଲାଙ୍କୁ ମାରି ନିଜେ ଆତ୍ମହତ୍ୟା କରିଥିବା…
ଭୁବନେଶ୍ୱର, ୩ା୩(ବ୍ୟୁରୋ) :ରାଜ୍ୟ ସରକାରଙ୍କ ୫-ଟି ଅଧୀନ ‘ମୋ ସରକାର’ କାର୍ଯ୍ୟକ୍ରମରେ ମତ୍ସ୍ୟ ଓ ପ୍ରାଣୀ ସମ୍ପଦ ବିକାଶ ବିଭାଗ ସୋମବାରଠାରୁ ସାମିଲ ହୋଇଛି। ସରକାରୀ ସେବାକୁ…
ଜେରୁଜେଲମ୍,୩ା୩(ଏଏଫ୍ପି): ଇସ୍ରାଏଲ୍ରେ ୧୨ ମାସ ମଧ୍ୟରେ ତୃତୀୟ ଥର ପାଇଁ ସାଧାରଣ ନିର୍ବାଚନ ହେଉଛି। ଦେଶରୁ ରାଜନୈତିକ ସଂକଟ ଦୂର କରିବା ଲାଗି ପ୍ରଧାନମନ୍ତ୍ରୀ ବେଞ୍ଜାମିନ ନେତାନ୍ୟାହୁ…
ନୂଆଦିଲ୍ଲୀ,୩ା୩ (ପି.ଟି.): ଉତ୍ତରପୂର୍ବ ଦିଲ୍ଲୀ ଦଙ୍ଗାରେ କ୍ଷତିଗ୍ରସ୍ତ ଲୋକମାନଙ୍କ ଚିକିତ୍ସା ଓ ଥଇଥାନ ପାଇଁ କ’ଣ ପଦକ୍ଷେପ ନେଇଛ ରିପୋର୍ଟ ଦାଖଲ କରିବା ଲାଗି ହାଇକୋର୍ଟ ସୋମବାର…
ରାଞ୍ଚି,୩ା୩: ଜଣେ ଆଇନ ଛାତ୍ରୀଙ୍କୁ ଗଣବଳାତ୍କାର କରିବା ମାମଲାରେ ରାଞ୍ଚିର ଏକ କୋର୍ଟ ୧୧ ଅଭିଯୁକ୍ତଙ୍କୁ ଦୋଷୀସାବ୍ୟସ୍ତ କରି ଆଜୀବନ କାରାଦଣ୍ଡାଦେଶ ଶୁଣାଇଛନ୍ତି। ଜିଲା ଜଜ୍ ନଭ୍ନୀତ୍…