Home

ସମଗ୍ର ରାଜ୍ୟରେ ଲକ୍‌ଡାଉନ୍‌ କଡ଼ାକଡ଼ି

ଭୁବନେଶ୍ୱର,୨୬ା୩ (ବ୍ୟୁରୋ): ଦେଶରେ କରୋନା ଭାଇରସର ମୁକାବିଲା ଲାଗି ମଙ୍ଗଳବାର ମଧ୍ୟରାତ୍ରରୁ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି ସମଗ୍ର ଦେଶରେ ଲକ୍‌ଡାଉନ୍‌ ଘୋଷଣା କରିଛନ୍ତି। ଆସନ୍ତା ୨୧ଦିନ ପର୍ଯ୍ୟନ୍ତ…

6 years ago

ମାସକର ଖାଦ୍ୟ ମାଗଣାରେ ଦେବାକୁ ନିବେଦନ

କଟକ ଅଫିସ୍‌,୨୬ା୩: କରୋନାକୁ ଦୃଷ୍ଟିରେ ରଖି ୨୧ଦିନ ପାଇଁ ସାରା ଦେଶରେ ତାଲା ବନ୍ଦ ଘୋଷଣା କରାଯାଇଛି। ତେବେ ଏଥିଯୋଗୁ ଦିନମଜୁରିଆ, ଚୁକ୍ତିଭିିିତ୍ତିକ ଶ୍ରମିକ, ନିର୍ମାଣ ଶ୍ରମିକ,…

6 years ago

ସିଏମ୍‌ସି ପକ୍ଷରୁ ହୋମ ଡେଲିଭରି ସେବା

କଟକ ଅଫିସ,୨୬ା୩: ସମ୍ପ୍ରତି ଲକ୍‌ଡାଉନ୍‌ ସମୟରେ କଟକ ମହାନଗର ନିଗମ (ସିଏମ୍‌ସି) ପକ୍ଷରୁ ଅତ୍ୟାବଶ୍ୟକ ସାମଗ୍ରୀ ପାଇଁ ହୋମ ଡେଲିଭରି ସେବା ଯୋଗାଇଦେବାକୁ ବୁଧବାର ପଦକ୍ଷେପ ନିଆଯାଇଛି।…

6 years ago

ପଞ୍ଚାୟତରେ ଆଇସୋଲେଶନ ସେଣ୍ଟର

ପୁରୀ ଅଫିସ,୨୬ା୩: କରୋନା ମୁକାବିଲା ପାଇଁ ପୁରୀ ଜିଲା ପ୍ରଶାସନ ଜୋର୍‌ଦାର ଉଦ୍ୟମ ଜାରି ରଖିଛି। ଜିଲାର ୧୧ଟି ବ୍ଲକର ସମସ୍ତ ଗୋଷ୍ଠୀ ସ୍ବାସ୍ଥ୍ୟକେନ୍ଦ୍ର, ପ୍ରାଥମିକ ସ୍ବାସ୍ଥ୍ୟକେନ୍ଦ୍ର…

6 years ago

ଚେନ୍ନାଇରେ ଫଶିିଛନ୍ତି ପୁରୀର ୧୮ ତୀର୍ଥଯାତ୍ରୀ

ପୁରୀ ଅଫିସ,୨୬ା୩: ତୀର୍ଥ କରିବାକୁ ଯାଇଥିବା ପୁରୀର ୧୮ଜଣ ଚେନ୍ନାଇରେ ଅଟକି ରହିଛନ୍ତି। ଏବେ ଟ୍ରେନ୍‌ ଏବଂ ବିମାନ ସେବା ବନ୍ଦ ହୋଇଯାଇଥିବାରୁ ସେମାନେ ଓଡ଼ିଶା ଫେରି…

6 years ago

ବୃତ୍ତ ଚିହ୍ନରେ ଠିଆହୋଇ ସାମଗ୍ରୀ କିଣିବେ ଲୋକେ: ହାଟ, ବଜାରରେ ଲକ୍ଷ୍ମଣରେଖା ଟାଣିଲା ବିଏମ୍‌ସି

ଭୁବନେଶ୍ୱର, ୨୬ା୩ (ବ୍ୟୁରୋ): କରୋନା ପାଇଁ ସାରା ଦେଶ ଏବେ ୨୧ଦିନ ପାଇଁ ଲକ୍‌ ଡାଉନ୍‌। ଆବଶ୍ୟକତା ହେଉ ଅବା ଅଧିକ ଅତ୍ୟାବଶ୍ୟକ ସାମଗ୍ରୀ ଘରେ ମହଜୁଦ…

6 years ago

୧୮୬୧ ପଏଣ୍ଟ ବଢିଲା ସେନ୍‌ସେକ୍ସ

ମୁମ୍ବାଇ,୨୬। ୩: ଭାରତୀୟ ପୁଞ୍ଜି ବଜାରର ସେନ୍‌ସେକ୍ସ ଏବଂ ନିଫ୍ଟି କାରବାରରେ ବୁଧବାର ଉଲ୍ଲେଖନୀୟ ଅଭିବୃଦ୍ଧି ପରିଲକ୍ଷିତ ହୋଇଛି। ଏହି ସମୟରେ ସେନ୍‌ସେକ୍ସ ସର୍ବାଧିକ ଦୈନିକ ଅଭିବୃଦ୍ଧି…

6 years ago

ଜିଲା ରେଡ୍‌କ୍ରସ୍‌ ପାଣ୍ଠିକୁ ୪୪ କୋଟି ୫୦ଲକ୍ଷ

ଭୁବନେଶ୍ୱର,୨୬ା୩(ବ୍ୟୁରୋ): ରାଜ୍ୟରେ କୋଭିଡ୍‌-୧୯ ଭାଇରସ୍‌କୁ ନିୟନ୍ତ୍ରଣ କରିବା ପାଇଁ ଅନ୍ୟତମ ପଦକ୍ଷେପ ସ୍ବରୂପ ମୁଖ୍ୟମନ୍ତ୍ରୀ ରିଲିଫ୍‌ ପାଣ୍ଠିରୁ ୩୦ ଜିଲାର ରେଡ୍‌କ୍ରସ ପାଣ୍ଠିକୁ ୪୪କୋଟି ୫୦ ଲକ୍ଷ…

6 years ago

ଆସିପାରେ ୧.୫ ଲକ୍ଷ କୋଟି ଆର୍ଥିକ ପ୍ୟାକେଜ

ମୁମ୍ବାଇ,୨୬। ୩: କରୋନା ଭାଇରସ ଲାଗି ସାରା ଦେଶ ଏବେ ଲକ୍‌ଡାଉନ ହୋଇଛି। ଦେଶର ଆର୍ଥତ୍କ କାର୍ଯ୍ୟକଳାପ ଏବେ ବନ୍ଦ ପାଇଁ ଠପ୍‌ ହୋଇଯାଇଛି। କରୋନା ପାଇଁ…

6 years ago

ରାଜଧାନୀରେ ଶତାଧିକ ଗାଡ଼ି ଧରାପଡ଼ିଲା

ଭୁବନେଶ୍ୱର, ୨୬ା୩(ବ୍ୟୁରୋ): ଲକ୍‌ଡାଉନ୍‌କୁ ନ ମାନି ରାଜଧାନୀ ରାସ୍ତାରେ ଗାଡ଼ି ଚଳାଉଥିବା ଲୋକଙ୍କୁ ଧରିଛି କମିଶନରେଟ ପୋଲିସ। ଶତାଧିକ ଗାଡ଼ି ଧରାଯାଇଥିବାବେଳେ କେତେକ ମାଲିକ ଓ ଚାଳକ…

6 years ago