Home

କରୋନା ଭାଇରସ ପ୍ରଭାବ: ଶୁଟିଂ ବିଶ୍ୱକପ୍‌ରେ ଭାଗ ନେବ ନାହିଁ ଭାରତ

ନୂଆଦିଲ୍ଲୀ, ୨୮ା୨ (ପି.ଟି.)-କରୋନା ଭାଇରସ ସଂକ୍ରମଣର ଆଶଙ୍କା ଦର୍ଶାଇ ଆସନ୍ତା ମାସରେ ସାଇପ୍ରସରେ ହେବାକୁଥିବା ଶୁଟିଂ ବିଶ୍ୱକପ୍‌ରୁ ଭାରତ ଓହରିଯାଇଛି। ଇଣ୍ଟରନ୍ୟାଶନାଲ ଶୁଟିଂ ସ୍ପୋଟର୍‌ସ ଫେଡେରେଶନ (ଆଇଏସ୍‌ଏସ୍‌ଏଫ୍‌)…

6 years ago

ହେଜେଲ୍‌ଙ୍କୁ କଫି ଡେଟ୍‌ରେ ନେବାକୁ ତିନି ବର୍ଷ ଅପେକ୍ଷା କରିଥିଲେ ଯୁବରାଜ

ବମ୍ବେ: ଭାରତୀୟ କ୍ରିକେଟର ଯୁବରାଜ ସିଂହଙ୍କ ପତ୍ନୀ ହେଜେଲ୍‌ କିଚଙ୍କ ଆଜି ‘ହାପି ଓ୍ବାଲା ବର୍ଥ ଡେ’ ଅର୍ଥାତ ଜନ୍ମଦିନ। ପେସାରେ ଜଣେ ମଡେଲ ତଥା ଅଭିନେତ୍ରୀ…

6 years ago

ହୋମଗାର୍ଡଙ୍କ ପାଇଁ ଖୁସି ଖବର: ମାନ୍ୟତା ବଢ଼ାଇ ଦରମା ଦେବାକୁ ରାଜ୍ୟ ସରକାରଙ୍କୁ ହାଇକୋର୍ଟଙ୍କ ନିର୍ଦ୍ଦେଶ

ଭୁବନେଶ୍ୱର,୨୮।୨(ବ୍ୟୁରୋ): ହୋମଗାର୍ଡଙ୍କ ପାଇଁ ଖୁସି ଖବର। ହୋମଗାର୍ଡଙ୍କ ମାନ୍ୟତା ବଢ଼ାଇ ଦରମା ଦେବାକୁ ଶୁକ୍ରବାର ଓଡ଼ିଶା ହାଇକୋର୍ଟ ରାଜ୍ୟ ସରକାରଙ୍କୁ ନିର୍ଦ୍ଦେଶ ଦେଇଛନ୍ତି। ଜାନୁୟାରୀ ୧ରୁ ପିଛିଲା…

6 years ago

କଳାହାଣ୍ଡି ଜିଲା କୋର୍ଟ ପରିସରରେ ସ୍ପେଶାଲ କୋର୍ଟ ‘ପୋକ୍ସୋ’ ଉଦ୍‌ଘାଟିତ

ଭବାନୀପାଟଣା,୨୮।୨ (ଡି.ଏନ୍‌.ଏ.): କଳାହାଣ୍ଡି ଜିଲା କୋର୍ଟ ପରିସରରେ ଅତିରିକ୍ତ ଜିଲା ଓ ଦୌରାଜଜ୍‌ ତଥା ସ୍ପେଶାଲ କୋର୍ଟ ‘ପୋକ୍ସୋ’ ଉଦ୍‌ଘାଟନ ହୋଇଯାଇଛି। ସୁପ୍ରିମ କୋର୍ଟ ଓ ଓଡ଼ଶା…

6 years ago

କଳାହାଣ୍ଡି ଜିଲା ଯୋଜନା କମିଟି ବୈଠକ: କୃଷି, ଉଦ୍ୟାନ ବିଭାଗ ଉପରେ ଗୁରୁତ୍ୱ

ଭବାନୀପାଟଣା,୨୮।୨ (ଡି.ଏନ୍‌.ଏ.): କଳାହାଣ୍ଡି ଜିଲା ପ୍ଲାନିଂ ୱିଙ୍ଗ୍‌ କନ୍‌ଫେରେନି୍ଂସ ହଲ୍‌ଠାରେ ଜିଲା ଯୋଜନା କମିଟି ବୈଠକ ଅନୁଷ୍ଠିତ ହୋଇଯାଇଛି। କମିଟିର ଅଧ୍ୟକ୍ଷ ତଥା ରାଜ୍ୟ ସରକାରଙ୍କ ସ୍ବାସ୍ଥ୍ୟ…

6 years ago

ବଦନାମକୁ ଭୟ ନ କରି ସିଏଏ କରାଯାଇଛି, ଏହାଦ୍ୱାରା ସଂଖ୍ୟାଲଘୁଙ୍କ ନାଗରିକତା ଯିବନାହିଁ: ଶାହା

ଭୁବନେଶ୍ୱର,୨୮।୨(ବ୍ୟୁରୋ): ସ୍ଥାନୀୟ ଜନତା ମଇଦାନରେ ଆୟୋଜିତ ସାଧାରଣ ସଭାରେ ସ୍ବରାଷ୍ଟ୍ର ମନ୍ତ୍ରୀ ଅମିତ ଶାହା ଉଦ୍‌ବୋଧନ ଦେଇଛନ୍ତି। ଜଗନ୍ନାଥଙ୍କୁ ସ୍ମରଣ କରି ଶାହା ନିଜର ବକ୍ତବ୍ୟ ରଖିଛନ୍ତି।…

6 years ago

ଆଉ ଗୋଟିଏ ଲମ୍ଫ ଦେଲେ ଓଡ଼ିଶାରେ ଶୀର୍ଷକୁ ପହଞ୍ଚିଯିବୁ: ଶାହା

ଭୁବନେଶ୍ୱର,୨୮।୨(ବ୍ୟୁରୋ): ଗୁଜରାଟ ପରେ ଓଡ଼ିଶା ମୋର ଦ୍ୱିତୀୟ ଘର ଭଳି ଲାଗେ। ଗତ ସାଧାରଣ ନିର୍ବାଚନରେ ଓଡ଼ିଶାବାସୀ ଭାଜପାକୁ ୮ ସିଟ୍‌ ଦେଇଥିବାରୁ ଧନ୍ୟବାଦ। ଏହାଦ୍ୱାରା ପୂର୍ବ…

6 years ago

ଦିଲ୍ଲୀ ହିଂସା ପାଇଁ ଶାହାଙ୍କୁ ଦାୟୀ କଲା ପିସିସି: କୁଶପୁତ୍ତଳିକା ଦାହ, ଇସ୍ତଫା ଦାବି

ଭୁବନେଶ୍ୱର, ୨୮।୨(ବ୍ୟୁରୋ): କେନ୍ଦ୍ର ଗୃହମନ୍ତ୍ରୀ ଅମିତ୍‌ ଶାହା ଶୁକ୍ରବାର ୨ ଦିନିଆ ଓଡ଼ିଶା ଗସ୍ତରେ ଆସିଛନ୍ତି। ତାଙ୍କର ଏହି ଗସ୍ତକୁ ବିରୋଧକରି ପ୍ରଦେଶ କଂଗ୍ରେସ କମିଟି(ପିସିସି)ର ଆହ୍ବାନକ୍ରମେ…

6 years ago

ବହାଦୁରଗଡ଼ରେ ଭୟାବହ ଅଗ୍ନିକାଣ୍ଡ: କେମିକାଲ ଫ୍ୟାକ୍ଟ୍ରିରେ ଲାଗିଲା ନିଆଁ

ନୂଆଦିଲ୍ଲୀ,୨୮।୨: ଦିଲ୍ଲୀ ନିକଟସ୍ଥ ବହାଦୁରଗଡ଼ରେ ଥିବା ଏକ କେମିକାଲ ଫ୍ୟାକ୍ଟ୍ରିରେ ଶୁକ୍ରବାର ଅଗ୍ନିକାଣ୍ଡ ଘଟିଛି। ଏହି ଦୁର୍ଘଟଣାରେ ୨ଜଣଙ୍କର ମୃତ୍ୟୁ ହୋଇଥିବା ବେଳେ ୧୫ଆହତ ହୋଇଥିବା ସୂଚନା…

6 years ago

ମେଦବହୁଳତା ଯୋଗୁ ଭାଙ୍ଗିଲା ବିବାହ: ଓଜନ ହ୍ରାସ କରି ଜିତିଲେ ‘ମିସ୍‌ ଗ୍ରେଟ ବ୍ରିଟେନ’

ଅତ୍ୟଧିକ ମେଦବହୁଳତା ସମସ୍ତଙ୍କ ପାଇଁ ସମସ୍ୟାର କାରଣ ପାଲଟିଥାଏ। ଏଥିଯୋଗୁ ବସିବା, ଉଠିବା ବା କାମ କରିବା କଷ୍ଟକର ହୋଇପଡିଥାଏ। ବେଳେ ବେଳେ ଲୋକମାନେ ଏଥିଯୋଗୁ ଡିପ୍ରେସନ୍‌ରେ…

6 years ago