Home

କରୋନା ସଂକ୍ରମଣ କମୁଛି

ବେଜିଂ,୨୧।୨(ପି.ଟି./ ଆଇଏଏନ୍‌ଏସ୍‌): ଚାଇନାରେ କରୋନା ସଂକ୍ରମଣରେ ଏପର୍ଯ୍ୟନ୍ତ ୨,୧୧୮ ଜଣଙ୍କ ମୃତ୍ୟୁ ହୋଇସାରିଲାଣି। ସଂକ୍ରମିତଙ୍କ ସଂଖ୍ୟା ୭୪, ୫୭୬ରେ ପହଞ୍ଚିଛି। ବୁଧବାର ୧୧୪ ଜଣଙ୍କ ମୃତ୍ୟୁ ହୋଇଛି।…

6 years ago

ଦୁର୍ଘଟଣାରେ ଗଲା ୨୬ ଜୀବନ

ଚେନ୍ନାଇ,୨୧।୨(ପି.ଟି./ ଆଇଏଏନ୍‌ଏସ୍‌):ତାମିଲନାଡୁରେ ଗୁରୁବାର ଦୁଇଟି ରାସ୍ତା ଦୁର୍ଘଟଣାରେ ୨୬ ଜଣଙ୍କ ମୃତ୍ୟୁ ଘଟିଛି। ତିରୁପୁର ଜିଲା ଅନ୍ତର୍ଗତ ଅବିନାଶୀ ନିକଟରେ ମର୍ମନ୍ତୁଦ ସଡ଼କ ଦୁର୍ଘଟଣାରେ ୨୦ ଜଣଙ୍କ…

6 years ago

ଏପ୍ରିଲରେ ରାହୁଲଙ୍କ ଦ୍ୱିତୀୟ ଇନିଂସ: ପୁଣି ହେବେ କଂଗ୍ରେସ ଅଧ୍ୟକ୍ଷ

ନୂଆଦିଲ୍ଲୀ,୨୧।୨(ଆଇଏଏନ୍‌ଏସ୍‌):କଂଗ୍ରେସ ନେତା ରାହୁଲ ଗାନ୍ଧୀ ପୁଣିଥରେ ଦଳର ମଙ୍ଗ ଧରିବେ। ଆସନ୍ତା ଏପ୍ରିଲରେ ସେ କଂଗ୍ରେସ ଅଧ୍ୟକ୍ଷ ପଦକୁ ଫେରିବେ ବୋଲି ସୂତ୍ରରୁ ଜଣାପଡ଼ିଛି। ବଜେଟ ଅଧିବେଶନ…

6 years ago

ଉଚ୍ଛେଦ ହେବନି ୩୭୧

ଇଟାନଗର,୨୧।୨(ପି.ଟି.):ଉତ୍ତର-ପୂର୍ବାଞ୍ଚଳକୁ ସ୍ବତନ୍ତ୍ର କ୍ଷମତା ପ୍ରଦାନକାରୀ ସମ୍ବିଧାନର ଅନୁଚ୍ଛେଦ ୩୭୧କୁ ହଟାଯିବ ନାହିଁ। ଏହାକୁ ଉଚ୍ଛେଦ କରିବା ପାଇଁ କେନ୍ଦ୍ର ସରକାରଙ୍କ କୌଣସି ଉଦ୍ଦେଶ୍ୟ ନାହିଁ। ଅନୁଚ୍ଛେଦ ୩୭୧କୁ…

6 years ago

ଏମ୍ସର ଅବାନ୍ତର ନିଷ୍ପତ୍ତି

ଭୁବନେଶ୍ୱର, ୨୧।୨(ବ୍ୟୁରୋ):ଅଖିଳ ଭାରତୀୟ ଆୟୁର୍ବିଜ୍ଞାନ ସଂସ୍ଥାନ (ଏମ୍ସ)ର ସମସ୍ତ କର୍ମଚାରୀ ଓ ଫାକଲ୍ଟି ଏଣିକି ହିନ୍ଦୀ ଭାଷାରେ କାଗଜପତ୍ରରେ ଦସ୍ତଖତ କରିବା ସହ ବିଭିନ୍ନ ରେକର୍ଡ ପ୍ରସ୍ତୁତ…

6 years ago

ପାନ୍‌ କାର୍ଡ ନୁହେଁ ନାଗରିକତ୍ୱର ପ୍ରମାଣ

ଗୁଆହାଟୀ,୨୧।୨: ପର୍ମାନେଣ୍ଟ ଆକାଉଣ୍ଟ ନମ୍ବର (ପାନ୍‌) କାର୍ଡ ଓ ବ୍ୟାଙ୍କ ଦସ୍ତାବିଜଗୁଡ଼ିକୁ ନାଗରିକତ୍ୱର ପ୍ରମାଣ ଭାବେ ଗ୍ରହଣ କରାଯାଇ ପାରିବ ନାହିଁ। ସେହିପରି ‘ଗାଓଁ ବୁରା’ ବା…

6 years ago

ସେନା ଚାକିରି ପାଇଁ ୨୨୦ କି.ମି. ଦୌଡ଼ିଲେ ସୌରଭ

ପୁରୀ ଅଫିସ, ୨୧।୨:ଭାରତୀୟ ସେନାରେ ଯୋଗଦେବାକୁ ପିଲାଟି ଦିନରୁ ରହିଛି ଆଗ୍ରହ। ବାପା ବି ଚାହୁଁଛନ୍ତି ତାଙ୍କ ପୁଅ ସୈନ୍ୟ ବାହିନୀରେ ଯୋଗଦେଇ ଦେଶ ମାତୃକାର ସେବା…

6 years ago

ଶାହାଙ୍କ ଅରୁଣାଚଳ ଗସ୍ତକୁ ଚାଇନାର ବିରୋଧ

ନୂଆଦିଲ୍ଲୀ/ବେଜିଂ,୨୧।୨ (ପି.ଟି./ଆଇଏଏନ୍‌ଏସ୍‌):କରୋନା ଭାଇରସ୍‌ ସଂକ୍ରମଣରେ ଛଟପଟ ହେଉଥିବା ଚାଇନା ଭାରତର ସ୍ବରାଷ୍ଟ୍ରମନ୍ତ୍ରୀ ଅମିତ୍‌ ଶାହାଙ୍କ ଅରୁଣାଚଳ ଗସ୍ତକୁ ବିରୋଧ କରିଛି। ଗୁରୁବାର ଅରୁଣାଚଳ ପ୍ରଦେଶର ପ୍ରତିଷ୍ଠା ଦିବସରେ…

6 years ago

ଏହି ଅଭିନେତ୍ରୀଙ୍କ ସହ ଡେଟିଂରେ ଯିବାକୁ ଚାହୁଁଥିଲେ କ୍ରିକେଟର ସୁରେଶ ରାଇନା

ଭାରତୀୟ କ୍ରିକେଟର ସୁରେଶ ରାଇନା ଖରାପ ଫର୍ମ ଯୋଗୁ ଦଳରୁ ବାଦ୍‌ ପଡିଛନ୍ତି। ଏବେ ସେ ନିଜ ପରିବାର ସହ ସମୟ ବିତାଇବା ସହ ଆଗାମୀ ଆଇପିଏଲ…

6 years ago

ପଥପ୍ରାନ୍ତ ନାଟକ ମାଧ୍ୟମରେ ଜନସଚେତନତା

ବାଲେଶ୍ୱର ଅଫିସ,୨୦।୨-ବାଲେଶ୍ୱର ସହର ବାଲିଆ ବୃନ୍ଦାବତୀ ବିହାରସ୍ଥିତ ସରସ୍ବତୀ ଶିଶୁ ବିଦ୍ୟାମନ୍ଦିରରେ ଭାରତ ସରକାରଙ୍କ ନିର୍ଦ୍ଦେଶକ୍ରମେ ‘ବିଶ୍ୱ ମାତୃଭାଷା ଦିବସ’ ଗୁରୁବାର ପାଳିତ ହୋଇଯାଇଛି। ପ୍ରତିବର୍ଷ ଫେବୃୟାରୀ…

6 years ago