Home

ସତ୍ୟବାଦୀର ଗୋପୀନାଥ ହସ୍ପିଟାଲ ସିଲ୍‌

ପୁରୀ ଅଫିସ/ସାକ୍ଷୀଗୋପାଳ/ପିପିଲି,୧୧।୭(ଡି.ଏନ.ଏ./ସ୍ବ.ପ୍ର.): କୋଭିଡ୍‌ ନିୟମ ଉଲ୍ଲଂଘନ କରିଥିବା ଅଭିଯୋଗରେ ସତ୍ୟବାଦୀ ବ୍ଲକ ଛକ ନିକଟରେ ଥିବା ଗୋପୀନାଥ ହସ୍ପିଟାଲକୁ ଶୁକ୍ରବାର ସିଲ୍‌ କରିଦିଆଯାଇଛି। ଜିଲା ଜନ ସ୍ବାସ୍ଥ୍ୟ ବିଭାଗ…

6 years ago

ଦଶଦିନରେ ଦୁଇଗୁଣ ସଂକ୍ରମଣ: ଭୁବନେଶ୍ୱରରେ ୬୦୦ ଟପିଲା କରୋନା ଆକ୍ରାନ୍ତ ସଂଖ୍ୟା

ଭୁବନେଶ୍ୱର, ୧୧।୭ (ବ୍ୟୁରୋ): ରାଜଧାନୀ ଭୁବନେଶ୍ୱରରେ ଏବେ କରୋନା ସଂକ୍ରମଣ ମାଡ଼ି ଚାଲିଛି। ଜୁଲାଇ ଆରମ୍ଭରୁ କୋଭିଡ୍‌-୧୯ ଉଗ୍ର ହେବାରେ ଲାଗିଛି। ଶେଷ ୨୪ ଘଣ୍ଟାରେ ଆଉ…

6 years ago

ପୁରୁଣା ଫଟୋ କପି ଦେଲା ଏଏସ୍‌ଆଇ

ପୁରୀ ଅଫିସ, ୧୧।୭: ଶ୍ରୀମନ୍ଦିର ରତ୍ନସିଂହାସନରୁ ପଦ୍ମଖୋଦିତ ପଥର ଉଭାନ ହେବା ଘଟଣାର ଖୋଳତାଡ଼ ଚାଲିଛି। ଶୁକ୍ରବାର ମନ୍ଦିର ରକ୍ଷଣାବେକ୍ଷଣ ଦାୟିତ୍ୱରେ ଥିବା ଭାରତୀୟ ପ୍ରତ୍ନତାତ୍ତ୍ବିକ ସର୍ବେକ୍ଷଣ…

6 years ago

ଲକ୍‌ଡାଉନ୍‌ରୁ ଲାଭ ଉଠାଉଛନ୍ତି ଯୁବ ଇଞ୍ଜିନିୟର

ଜଗତ୍‌ସିଂହପୁର ଅଫିସ,୧୧।୭: କରୋନା ଭୂତାଣୁ ଓ ଲକ୍‌ଡାଉନ୍‌, ଶଟ୍‌ଡାଉନଜନିତ ପରିସ୍ଥିତି ଯୋଗୁ ଅନେକେ ଚାକିରି ହରାଇ ବେରୋଜଗାର ହୋଇଯାଇଛନ୍ତି। ହଜାର ହଜାର ଲୋକ ହାତବାନ୍ଧି ହତାଶ ହୋଇ…

6 years ago

ମାନବ ଅଧିକାର କମିଶନଙ୍କୁ ଫେରାଦ ହେଲା ଭାଜପା

ଭୁବନେଶ୍ୱର, ୧୧।୭(ବ୍ୟୁରୋ): ଜଗତସିଂହପୁର ମୁଖ୍ୟ ହସ୍ପିଟାଲରେ ଏକ ଅମାନବୀୟ ଘଟଣା ଘଟିଛି। ଡାକ୍ତରଙ୍କ ଅବହେଳା ଯୋଗୁ ଜଗତସିଂହପୁର ଜିଲା ଏରସମା ବ୍ଲକ କଟିଜଙ୍ଗୀ ଗାଁର ଏକ ଦମ୍ପତିଙ୍କ…

6 years ago

ମୁକେଶ ଜୈନ ଗିରଫ

ବାଲେଶ୍ୱର ଅଫିସ,୧୧।୭: ପୁରୀ ରଥଯାତ୍ରା ପ୍ରସଙ୍ଗରେ ରାୟ ଦେଇଥିବା ସୁପ୍ରିମକୋର୍ଟ ପ୍ରଧାନ ବିଚାରପତି ଏସ୍‌.ଏ. ବୋବଡେଙ୍କ ବିରୋଧରେ ସାମାଜିକ ଗଣମାଧ୍ୟମରେ ଅଶାଳୀନ ମନ୍ତବ୍ୟ ଦେଇଥିବା ଅଭିଯୋଗରେ ଦାରାସେନାର…

6 years ago

ରାଜ୍ୟରେ କରୋନା ସଂକ୍ରମଣ ହାର ବୃଦ୍ଧି

ଭୁବନେଶ୍ୱର, ୧୧।୭(ବ୍ୟୁରୋ): ରାଜ୍ୟରେ କରୋନା ସଂକ୍ରମଣ ହାରରେ ହଠାତ୍‌ ବୃଦ୍ଧି ଘଟିଛି। ଜୁନ୍‌ ମାସ ପର୍ଯ୍ୟନ୍ତ ଓଡ଼ିଶାରେ ଏହି ସଂକ୍ରମଣ ହାର ବେଶ୍‌ ସନ୍ତୋଷଜନକ ଥିବାବେଳେ ଜୁଲାଇ…

6 years ago

୩ ଅଧିକାରୀଙ୍କୁ କୋଭିଡ ଦାୟିତ୍ୱ

ଭୁବନେଶ୍ୱର, ୧୦।୭(ବ୍ୟୁରୋ): ରାଜ୍ୟ ସରକାର ଶୁକ୍ରବାର ୩ଜଣ ବରିଷ୍ଠ ଅଧିକାରୀଙ୍କୁ ନୂଆ କୋଭିଡ ଦାୟିତ୍ୱ ପ୍ରଦାନ କରିଛନ୍ତି। ସାମାଜିକ କଲ୍ୟାଣ, ମହିଳା ଓ ଶିଶୁ କଲ୍ୟାଣ ବିଭାଗର…

6 years ago

ନର୍ସିିଂହୋମ୍‌ ସିଲ୍‌ କଲା ପ୍ରଶାସନ

ଯୋଡ଼ା,୧୦ା୭(ଡି.ଏନ.ଏ.)-କେନ୍ଦୁଝର ଜିଲା ଯୋଡ଼ା ଓ ବଡବିଲ ଅଞ୍ଚଳରେ କରୋନା ଆକ୍ରାନ୍ତଙ୍କ ସଂଖ୍ୟା ଦିନକୁ ଦିନ ବୃଦ୍ଧି ପାଉଥିବାରୁ ସାଧାରଣରେ ଆତଙ୍କ ଖେଳିଯାଇଛି। ଯୋଡ଼ା ସହରରେ ଥିବା ଏକ…

6 years ago

କୁଚିଣ୍ଡା ବିଇଓଙ୍କୁ ବାଟରୁ ଉଠାଇ ନେଲା ଭିଜିଲାନ୍ସ

ସମ୍ବଲପୁର/କୁଚିଣ୍ଡା, ୧୦।୭ (ବ୍ୟୁରୋ/ଡି.ଏନ.ଏ.)-ସମ୍ବଲପୁର ଜିଲା କୁଚିଣ୍ଡା ବ୍ଲକ୍‌ ଶିକ୍ଷା ଅଧିକାରୀ(ବିଇଓ) ପ୍ରଫୁଲ୍ଲ କୁମାର ନାୟକଙ୍କୁ ଶୁକ୍ରବାର ଭିଜିଲାନ୍ସ ଗିରଫ କରିଛି। ସମ୍ବଲପୁର ସ୍ବତନ୍ତ୍ର ଭିଜିଲାନ୍ସ କୋର୍ଟରେ ତାଙ୍କୁ…

6 years ago