Home

ପରଲୋକରେ ମନୋଜ ପଣ୍ଡା

ଭୁବନେଶ୍ୱର,୧୦।୭(ବ୍ୟୁରୋ): ବିଶିଷ୍ଟ ସାହିତି୍ୟକ ତଥା ଲେଖକ ମନୋଜ କୁମାର ପଣ୍ଡାଙ୍କର ଗୁରୁବାର ପରଲୋକ ଘଟିଛି। ତାଙ୍କୁ ୬୫ବର୍ଷ ବୟସ ହୋଇଥିଲା। ହୃଦ୍‌ଘାତରେ ତାଙ୍କର ମୃତ୍ୟୁ ଘଟିଥିବା ଜଣାପଡିଛି।…

6 years ago

ଚୌଦ୍ୱାର ଜେଲ୍‌ର ୮ କଏଦୀଙ୍କୁ କରୋନା

ଚୌଦ୍ୱାର,୧୦ା୭(ଡି.ଏନ୍‌.ଏ.): କଟକ ଚୌଦ୍ୱାର ଜେଲ୍‌ର ୮ କଏଦୀ କରୋନା ଆକ୍ରାନ୍ତ ଚିହ୍ନଟ ହୋଇଛନ୍ତି। ସେମାନଙ୍କ ଭିତରେ ୩ ଜଣ ବିଚାରାଧୀନ କଏଦୀ ଥିବା ବେଳେ ଆଉ ୫…

6 years ago

ପଣ୍ୟ ପରିବହନରେ ରେଳପଥର ରିହାତି ଘୋଷଣା

ଭୁବନେଶ୍ୱର,୧୦।୭ (ବ୍ୟୁରୋ): ପଣ୍ୟ ପରିବହନ କ୍ଷେତ୍ରରେ ପ୍ରୋତ୍ସାହନ ଦେବାକୁ ଭାରତୀୟ ରେଳପଥ ପକ୍ଷରୁ ରିହାତି ଘୋଷଣା କରାଯାଇଛି। ସ୍ବଳ୍ପ ଓ ଅଧିକ ଦୂରତ୍ୱ ପଣ୍ୟ ପରିବହନ କ୍ଷେତ୍ରରେ…

6 years ago

କେନ୍ଦ୍ରମନ୍ତ୍ରୀ ପ୍ରତାପ ଷଡ଼ଙ୍ଗୀଙ୍କ ସ୍ବାବ୍‌ ରିପୋର୍ଟ ନେଗେଟିଭ୍‌

ବାଲେଶ୍ୱର ଅଫିସ, ୧୦।୭: ବାଲେଶର ଏମ୍‌ପି ତଥା କେନ୍ଦ୍ରମନ୍ତ୍ରୀ ପ୍ରତାପ ଷଡ଼ଙ୍ଗୀଙ୍କ କରୋନା ଟେଷ୍ଟ ରିପୋର୍ଟ ନେଗେଟିଭ୍‌ ଆସିଛି। ଗତ ୬ତାରିଖରେ ନୀଳଗିରି ବିଧାୟକ ସୁକାନ୍ତ ନାୟକଙ୍କ…

6 years ago

ଓଡ଼ିଆ ବୈଜ୍ଞାନିକଙ୍କ ବିରଳ ଉଦ୍ଭାବନ: ବର୍ଜ୍ୟବସ୍ତୁରୁ ପ୍ରସ୍ତୁତ ହେଉଛି ଜୈବଶକ୍ତି

କଟକ ଅଫିସ,୧୦।୭: ବର୍ଜ୍ୟବସ୍ତୁରୁ ପ୍ରସ୍ତୁତ ହେଉଛି ଜୈବଶକ୍ତି। ଏକସଙ୍ଗେ ସୃଷ୍ଟି ହେଉଛି ବାୟୋ- ଅଏଲ, ବାୟୋ-ଚାର ଓ ପାଇରୋ ଗ୍ୟାସ୍‌। ଗୋଟିଏ ପଦ୍ଧତିରେ ୩ଟି ଜୈବଶକ୍ତି ସୃଷ୍ଟି…

6 years ago

ସ୍ବାଭାବିକ ହେଉନି ବସ୍‌ ସେବା: ୫୮ % ହ୍ରାସ ପାଇଲାଣି ପରିବହନ ଟିକସ

ଭୁବନେଶ୍ୱର,୧୦।୭(ବ୍ୟୁରୋ): ରାଜ୍ୟରେ ଯାତ୍ରୀ ପରିବହନ ସେବା ଏକ ପ୍ରକାର ବିପର୍ଯ୍ୟସ୍ତ ହୋଇପଡିଛି। ଘରୋଇଠାରୁ ଆରମ୍ଭ କରି ସରକାରୀ ବସ୍‌ ସେବା ମଧ୍ୟ ଗୁରୁତର ପ୍ରଭାବିତ ହୋଇଛି। ଫଳରେ…

6 years ago

ମୋଷ୍ଟଓ୍ବାଣ୍ଟେଡ୍‌ ଗ୍ୟାଙ୍ଗଷ୍ଟାର ବିକାଶ ଦୁବେ ଏନ୍‌କାଉଣ୍ଟରରେ ନିହତ!

ଲକ୍ଷ୍ନୌ,୧୦।୭: ଉତ୍ତର ପ୍ରଦେଶର ମୋଷ୍ଟ ୱାଣ୍ଟେଡ ଗ୍ୟାଙ୍ଗଷ୍ଟର ବିକାଶ ଦୁବେ ଗିରଫ ହେବାର ଗୋଟିଏ ଦିନ ପରେ ଏନକାଉଣ୍ଟରରେ ନିହତ ହୋଇଛନ୍ତି। ଉତ୍ତର ପ୍ରଦେଶ ପୋଲିସ ମଧ୍ୟପ୍ରଦେଶର…

6 years ago

ଭାରତରେ ସୁଧୁରୁଛି ଆର୍ଥତ୍କ ସ୍ଥିତି

ଲଣ୍ଡନ, ୧୦ା୭(ପି.ଟି.):କୋଭିଡ୍‌-୧୯ ଯୋଗୁ ସାରା ବିଶ୍ୱର ଅର୍ଥନୀତି ଗୁରୁତର ଭାବେ ପ୍ରଭାବିତ ହୋଇଛି। ଏଥିରୁ ମୁକିଳିବା ପାଇଁ ବିଭିନ୍ନ ଦେଶ ଉଦ୍ୟମ ଚଳାଇଥିବାବେଳେ ଭାରତରେ ସ୍ଥିତି ସୁଧୁରୁଥିବାର…

6 years ago

ବିଭାଜନ ମୁହାଁ ନେପାଳ କମ୍ୟୁନିଷ୍ଟ ପାର୍ଟି

କାଠମାଣ୍ଡୁ,୧୦ା୭(ପି.ଟି.):ନେପାଳର ଶାସକ ଦଳ କମ୍ୟୁନିଷ୍ଟ ପାର୍ଟି ବିଭାଜନ ଆଡ଼କୁ ମୁହାଁଉଛିି। ଦଳରେ ସୃଷ୍ଟ ମତଭେଦ ଦୂର ଲାଗି ପ୍ରଧାନମନ୍ତ୍ରୀ କେ.ପି. ଶର୍ମା ଓଲି ଏବଂ ନେପାଳ କମ୍ୟୁନିଷ୍ଟ…

6 years ago

କରୋନାରୁ ମସ୍ତିଷ୍କ ସମସ୍ୟା

ଲଣ୍ଡନ,୧୦ା୭(ପି.ଟି.):କୋଭିଡ୍‌-୧୯ ସହ ଷ୍ଟ୍ରୋକ୍‌, ଉନ୍ମାଦନା ଓ ଅନ୍ୟ ନ୍ୟୁରୋଲୋଜିକାଲ ଜଟିଳତାର ସମ୍ପୃକ୍ତି ରହିଛି। ଅତ୍ୟଧିକ କରୋନା ସଂକ୍ରମିତ ଅଧିକାଂଶ ଦେଶରୁ ଏଭଳି ଖବର ଆସିଥିବା ଏକ ନୂତନ…

6 years ago