Home

ଟି୨୦ ର଼୍ୟାଙ୍କିଙ୍ଗ୍‌; କୋହଲି ଖସିଲେ: ରାହୁଲ, ରୋହତ ସ୍ଥିର

ଦୁବାଇ, ୧୭।୨(ପି.ଟି.)- ଅନ୍ତର୍ଜାତୀୟ କ୍ରିକେଟ କାଉନସିଲ (ଆଇସିସି) ଟି୨୦ ର଼୍ୟାଙ୍କିଙ୍ଗ୍‌ ସୋମବାର ପ୍ରକାଶିତ ହୋଇଛି। ଏଥିରେ ଭାରତୀୟ ଅଧିନାୟକ ବିରାଟ କୋହଲି ଦଶମ ସ୍ଥାନକୁ ଖସିଥିବାଛନ୍ତି। ତେବେ…

6 years ago

ସୂଚାରୁରୂପେ ପରୀକ୍ଷା କେନ୍ଦ୍ର ଚୟନ ହୋଇଛି, ଅଭିଭାବକଙ୍କ ମନରେ ଆଶଙ୍କା ନ ଉପୁଜୁ: ସିଏଚ୍‌ଏସ୍‌ଇ

ଭୁବନେଶ୍ୱର, ୧୭।୨(ବ୍ୟୁରୋ): ଉଚ୍ଚ ମାଧ୍ୟମିକ ଶିକ୍ଷା ପରିଷଦ(ସିଚ୍‌ଏସ୍‌ଇ) ପକ୍ଷରୁ ପରୀକ୍ଷା କେନ୍ଦ୍ର ଚୟନରେ ଦୁର୍ନୀତି ହୋଇଥିବା ନେଇ ଗତ ୭ତାରିଖରେ ଅନୁଷ୍ଠିତ ପରୀକ୍ଷା ପରିଚାଳନା କମିଟି ବୈଠକରେ…

6 years ago

ଦିଲ୍ଲୀ କ୍ୟାବିନେଟର ବିଭାଗ ବଣ୍ଟନ: ୩ମନ୍ତ୍ରୀଙ୍କ ବଦଳିଲା ଦାୟିତ୍ୱ

ନୂଆଦିଲ୍ଲୀ,୧୭।୨: ଦିଲ୍ଲୀରେ ତୃତୀୟଥର ସରକାର ଗଠନ କରିବା ପରେ ଆମ ଆଦ୍‌ମୀ ପାର୍ଟି (ଏଏପି)ର ମୁଖ୍ୟ ଅରବିନ୍ଦ କେଜରିଓ୍ବାଲ ସୋମବାର ମୁଖ୍ୟମନ୍ତ୍ରୀ ଭାବେ କାର୍ଯ୍ୟଭାର ସମ୍ଭାଳିଛନ୍ତି। ଏଥିସହ…

6 years ago

ନିର୍ଭୟା ମାମଲା: ମାର୍ଚ୍ଚ ୩ ସକାଳ ୬ଟାରେ ଫାଶୀ ଖୁଣ୍ଟରେ ଝୁଲିବେ ୪ ଦୋଷୀ

ନୂଆଦିଲ୍ଲୀ,୧୭।୨: ବହୁ ଚର୍ଚ୍ଚିତ ନିର୍ଭୟା ଗଣବଳାତ୍କାର ମାମଲାର ୪ ଦୋଷୀଙ୍କୁ ଫାଶୀ ଦେବା ଲାଗି ସୋମବାର ନୂଆ ଡେଥ୍‌ ଓ୍ବାରେଣ୍ଟ ଜାରି କରାଯାଇଛି। ଏହି ଡେଥ୍‌ ଓ୍ବାରେଣ୍ଟ…

6 years ago

ରାଜ୍ୟର ଅଭିବୃଦ୍ଧି ଖସିଲା: କୃଷି ଉତ୍ପାଦନ ହ୍ରାସ, ବାତ୍ୟାକୁ ଦାୟୀ କଲେ ସରକାର

ଭୁବନେଶ୍ୱର, ୧୭।୨(ବ୍ୟୁରୋ):ରାଜ୍ୟରେ ଆର୍ଥିକ ଅଭିବୃଦ୍ଧି ତଳକୁ ଖସିଛି। ୨୦୧୮-୧୯ରେ ଏହି ଅଭିବୃଦ୍ଧି ହାର ୭.୯୦ ପ୍ରତିଶତ ଥିବାବେଳେ ୨୦୧୯-୨୦ରେ ଏହା ୬.୧୬ ପ୍ରତିଶତକୁ ଖସିଯାଇଛି। ସୋମବାର ବିଧାନସଭାରେ…

6 years ago

ପ୍ରଧାନମନ୍ତ୍ରୀ ଆବାସ ଯୋଜନାକୁ ନେଇ ବିଜେଡି-ଭାଜପା ମୁହାଁମୁହିଁ

ଭୁବନେଶ୍ୱର, ୧୭।୨(ବ୍ୟୁରୋ): ପ୍ରଧାନମନ୍ତ୍ରୀ ଆବାସ ଯୋଜନା ଏବଂ ବିଜୁ ପକ୍କାଘର ଯୋଜନାକୁ ନେଇ ଭାଜପା ଏବଂ ଶାସକ ବିଜେଡି ମୁହାଁମୁହିଁ ହୋଇଛନ୍ତି। କେନ୍ଦ୍ର ସରକାର ୬୦ ପ୍ରତିଶତ…

6 years ago

ପ୍ରଶ୍ନ ଚୟନକୁ ନେଇ ଭାଜପା ସଭ୍ୟଙ୍କ ହଟ୍ଟଗୋଳ: ଏଣିକି ଲଟେରି ପୂର୍ବରୁ ବିଧାୟକଙ୍କୁ ଏସ୍‌ଏମ୍‌ଏସ୍‌ କରାଯିବ

ଭୁବନେଶ୍ୱର, ୧୭।୨(ବ୍ୟୁରୋ): ବିଧାନସଭାରେ କୋଉ ପ୍ରଶ୍ନ ଆସିବ ତାହା ଲଟେରି ମାଧ୍ୟମରେ ହୋଇଥାଏ। ଲଟେରି କିମ୍ବା ଗୁପ୍ତ ଗୋଳା ମାଧ୍ୟମରେ ପ୍ରଶ୍ନ ଚୟନ କରାଯାଉନାହିଁ। ଭଲ ଓ…

6 years ago

ସ୍କୁଲ ଛାତ୍ରଙ୍କୁ ବହି ବୁହାଇବା ପଡ଼ିଲା ମହଙ୍ଗା: ପ୍ରଧାନଶିକ୍ଷକ ନିଲମ୍ବିତ

ବସ୍ତା,୧୭।୨(ଡି.ଏନ.ଏ): ସ୍କୁଲ ଛାତ୍ରଙ୍କୁ ସାଇକେଲରେ ବହି ବୁହାଇବା ଘଟଣାରେ କାର୍ଯ୍ୟାନୁଷ୍ଠାନ ଗ୍ରହଣ କରାଯାଇଛି। ଏ ନେଇ ବିଦ୍ୟାଳୟର ପ୍ରଧାନଶିକ୍ଷକ ହରିପଦ ଜେନାଙ୍କୁ ନିଲମ୍ବିତ କରାଯାଇଛି। ବସ୍ତା ବ୍ଲକ…

6 years ago

ଦକ୍ଷିଣ ଆଫ୍ରିକା ଅଧିନାୟକ ପଦରୁ ଡୁପ୍ଲେସିଙ୍କ ଇସ୍ତଫା

ଜୋହାନ୍ସବର୍ଗ, ୧୭।୨(ପି.ଟି.)- ଦକ୍ଷିଣ ଆଫ୍ରିକା ଅଧିନାୟକ ପଦରୁ ବରିଷ୍ଠ ବ୍ୟାଟ୍ସମ୍ୟାନ ଫାଫ୍‌ ଡୁପ୍ଲେସି ଇସ୍ତଫା ଦେଇଛନ୍ତି। ସେ ୩ଟି ଫର୍ମାଟର ନେତୃତ୍ୱରୁ ଓହରିଯାଇଛନ୍ତି। ପରବର୍ତ୍ତୀ ପିଢିକୁ ସୁଯୋଗ…

6 years ago

ଅଲିମ୍ପିକ୍ସ ମୋଟୋ ଉନ୍ମୋଚିତ

ଟୋକିଓ,୧୭।୨(ଏଏଫ୍‌ପି)- ଆସନ୍ତା ଜୁଲାଇ- ଅଗଷ୍ଟରେ ଆୟୋଜନ ହେବାକୁ ଯାଉଥିବା ଅଲିମ୍ପିକ୍ସର ଟୋକିଓ ଆୟୋଜକମାନେ ଏକ ମୋଟୋ ଉନ୍ମୋଚନ କରିଛନ୍ତି। ବିଶ୍ୱ ଭାତୃତ୍ୱ ତଥା ଭାଇଚାରାକୁ ଦୃଷ୍ଟିରେ ରଖି…

6 years ago