Home

୫୯୦ ହୋମିଓପାଥି ଚିକିତ୍ସାକେନ୍ଦ୍ରରେ ତାଲା

ନୟାଗଡ଼ ଅଫିସ,୯।୭: ଆୟୁଷ ନିର୍ଦ୍ଦେଶାଳୟ ଅଧୀନରେ କାର୍ଯ୍ୟରତ ହୋମିଓପାଥି ଡାକ୍ତରଙ୍କୁ କୋଭିଡ୍‌ ଡ୍ୟୁଟିରେ ପଠାଯିବା ପରେ ରାଜ୍ୟରେ ୫୯୦ ହୋମିଓପାଥି ଚିକିତ୍ସାଳୟରେ ପ୍ରାୟ ୩ମାସ ହେଲା ତାଲା…

6 years ago

୨ବର୍ଷ ନୂଆ ନିଯୁକ୍ତି ନ ହେବା ନେଇ ବର୍ଷିଲେ ବିରୋଧୀ

ଭୁବନେଶ୍ୱର,୯।୭(ବ୍ୟୁରୋ): ରାଜ୍ୟ ସରକାରଙ୍କ ଅର୍ଥ ବିଭାଗ ପକ୍ଷରୁ ଅନେକ କାର୍ଯ୍ୟକ୍ରମ ଉପରେ କଟକଣା ଜାରି କରାଯାଇଛି। ସେହି ଅନୁଯାୟୀ ଆଗକୁ ଆଉ କିଛି ନୂଆ ପଦବୀ ସୃଷ୍ଟି…

6 years ago

ଦୁଇଦିନ ପ୍ରବଳ ବର୍ଷା

ଭୁବନେଶ୍ୱର, ୯।୭(ବ୍ୟୁରୋ): ରାଜ୍ୟରେ ମୌସୁମୀ ସକ୍ରିୟ ଥିବାରୁ ବିଭିନ୍ନ ସ୍ଥାନରେ ବର୍ଷା ହେଉଛି। ଆସନ୍ତା ଦୁଇଦିନ ମଧ୍ୟ ପ୍ରବଳ ବର୍ଷା ହେବ। ଗୁରୁବାର ଆଭ୍ୟନ୍ତରୀଣ ଓଡ଼ିଶା ଓ…

6 years ago

ଚୁକ୍ତିଭିତ୍ତିକ କର୍ମଚାରୀଙ୍କୁ ମିଳିବ ଦରମା

ଭୁବନେଶ୍ୱର, ୯।୭(ବ୍ୟୁରୋ): ଲକ୍‌ଡାଉନ ଯୋଗୁ କେତେକ ସରକାରୀ କାର୍ଯ୍ୟାଳୟ ଆଂଶିକ ଖୋଲା କିମ୍ବା ସମ୍ପୂର୍ଣ୍ଣ ବନ୍ଦ ରହିଛି। ଏଥିରେ ନିଯୁକ୍ତ ଚୁକ୍ତିଭିତ୍ତିକ ଓ ଅବସରପ୍ରାପ୍ତ ସରକାରୀ କର୍ମଚାରୀ…

6 years ago

ପାରାଦୀପରେ ଗ୍ୟାସ୍‌ ନିର୍ଗତ ନେଇ ଚର୍ଚ୍ଚା

ପାରାଦୀପ,୯।୭(ସ୍ବ.ପ୍ର.): ପାରାଦୀପ ବନ୍ଦର ସହରରେ ଚାରି ଦିନ ହେଲା ରସାୟନ ଗ୍ୟାସ୍‌ ନିର୍ଗତ ହେଉଥିବା ନେଇ ଚର୍ଚ୍ଚା ଜୋର ଧରିଛି। ଏପରି କି ବୁଧବାର ଅଠରବାଙ୍କି ଅଞ୍ଚଳର…

6 years ago

ସରକାରୀ କର୍ମଚାରୀଙ୍କୁ ଅଫିସ ମନା

ଭୁବନେଶ୍ୱର, ୯।୭(ବ୍ୟୁରୋ): ରାଜ୍ୟରେ କରୋନା ସଂକ୍ରମଣ ବୃଦ୍ଧି ପାଇବାରେ ଲାଗିଛି। ଦୈନିକ ୫୦୦ରୁ ଅଧିକ ମାମଲା ଦୃଷ୍ଟିକୁ ଆସୁଛି। ସରକାରୀ କାର୍ଯ୍ୟାଳୟଠାରୁ ଆରମ୍ଭ କରି ରାଜନେତାମାନେ ମଧ୍ୟ…

6 years ago

ବିବାହ, ଶୁଦ୍ଧିରେ କୋଭିଡ୍‌-୧୯ ନିୟମ ଉଲ୍ଲଂଘନ ନେଇ ଉଦ୍‌ବେଗ: କଡ଼ା କାର୍ଯ୍ୟାନୁଷ୍ଠାନ ଲାଗି ଜିଲାପାଳଙ୍କୁ ନିର୍ଦ୍ଦେଶ

ଭୁବନେଶ୍ୱର,୯।୭(ବ୍ୟୁରୋ): ରାଜ୍ୟରେ କୋଭିଡ୍‌-୧୯ ସଂକ୍ରମଣ ବେଳକୁ ବେଳ ବଢିବାରେ ଲାଗିଛି। ଏହା ମହାମାରୀ ରୂପ ନେବାରେ ଲାଗିଛି। ଏଭଳି ପରିସ୍ଥିତିରେ ବିବାହ ଏବଂ ଶୁଦ୍ଧିକାର୍ଯ୍ୟ ବେଳେ କୋଭିଡ୍‌…

6 years ago

ବିଜ୍ଞାନ ଓ ପ୍ରାଦ୍ୟୋଗିକ ମନ୍ତ୍ରଣାଳୟ ବିଶେଷଜ୍ଞ କମିଟିରେ ଓଡ଼ିଆ

ଭୁବନେଶ୍ୱର, ୯।୭(ବ୍ୟୁରୋ): କେନ୍ଦ୍ର ସରକାରଙ୍କ ବିଜ୍ଞାନ ଓ ପ୍ରାଦ୍ୟୋଗିକ ମନ୍ତ୍ରଣାଳୟ ପକ୍ଷରୁ ‘ଇନୋଭେସଶନ ସାଇନ୍ସ ଆଣ୍ଡ୍‌ ଟେକ୍ନୋଲୋଜି ଏଣ୍ଟରପ୍ରିନିୟର୍‌ଶିପ୍‌ ଡେଭ୍‌ଲପ୍‌ମେଣ୍ଟ’ ବିଶେଷଜ୍ଞ ଉପଦେଷ୍ଟା ସମିତିର ସଦସ୍ୟା ଭାବେ…

6 years ago

୨୦୧୩ ଟୁଇଟ୍‌କୁ ନେଇ ମୋଦିଙ୍କୁ ଘେରିଲା କଂଗ୍ରେସ

ନୂଆଦିଲ୍ଲୀ,୯।୭: ୨୦୧୩ ଏପ୍ରିଲ ୧୫ରେ ଚାଇନାର ୧ ପ୍ଲାଟୁନ ସୈନ୍ୟ ଦୌଲତବେଗ୍‌ ଓଲ୍ଡି ସୀମାରୁ ଭାରତୀୟ ଭୂଖଣ୍ଡର ୧୯ କି.ମି. ଭିତରକୁ ଅନୁପ୍ରବେଶ କରି ୪ଟି ଟେଣ୍ଟ…

6 years ago

ସାମଗ୍ରୀର ଉତ୍ପତ୍ତିସ୍ଥଳ ଦର୍ଶାଇବେ ଇ-କମର୍ସ କମ୍ପାନୀ

ନୂଆଦିଲ୍ଲୀ,୯।୭: ପ୍ରଡକ୍ଟ କେଉଁଠାରେ ପ୍ରସ୍ତୁତ ହୋଇଛି ତାହା ଏବେ ଇ-କମର୍ସ କମ୍ପାନୀଗୁଡ଼ିକ ଆଉ ଅଛପା ରଖିପାରିବେ ନାହିଁ। ଏହି କମ୍ପାନୀଗୁଡ଼ିକୁ ପ୍ରଡକ୍ଟର ଉତ୍ପତ୍ତିସ୍ଥଳ ଦର୍ଶାଇବାକୁ ହେବ। ଏ…

6 years ago