ଅନୁଗୋଳ ଅଫିସ,୧୭।୨: ଅନୁଗୋଳ ଜିଲା ବନ୍ତଳା ଥାନା ଭାରତୀୟ ଷ୍ଟେଟ୍ ବ୍ୟାଙ୍କ ବନ୍ତଳା ଶାଖାରେ ରବିବାର ରାତିରେ ଡକାୟତି ହୋଇଛି। ବ୍ୟାଙ୍କ ମ୍ୟାନେଜର କାର୍ଯ୍ୟାଳୟ ଗୃହ କବାଟ…
ବେଜିଂ,୧୭।୨: କରୋନା ଭୁତାଣୁ ଯୋଗୁ ଚାଇନାରେ ସଙ୍କଟ ସୃଷ୍ଟି ହୋଇଛି। ହୁବେଇ ପ୍ରଦେଶରେ କରୋନା ଯୋଗୁ ଲୋକେ ଆତଙ୍କିତ ହୋଇ ପଡ଼ିଛନ୍ତି। ଏହି ପ୍ରଦେଶର ଅଧିକ ଲୋକଙ୍କ…
ନୂଆଦିଲ୍ଲୀ,୧୭।୨: ରାଜଧାନୀ ଦିଲ୍ଲୀର ପୁଲ ପ୍ରହଲ୍ଲାଦପୁର ଅଞ୍ଚଳରେ ସୋମବାର ପୋଲିସ ଓ ଅପରାଧୀଙ୍କ ମଧ୍ୟରେ ହୋଇଥିବା ଏନ୍କାଉଣ୍ଟରରେ ୨ ଓ୍ବାଣ୍ଟେଡ ଅପରାଧୀଙ୍କ ମୃତ୍ୟୁ ଘଟିଥିବା ସୂଚନା ମିଳିଛି।…
ବେଜିଂ,୧୭।୨: ଚାଇନାରେ କରୋନା ମହାମାରୀ ଥମିବାର ନା ଧରୁନି। ଇତିମଧ୍ୟରେ ମୃତକଙ୍କ ସଂଖ୍ୟା ୧୭୬୫ରେ ପହଞ୍ଚିଥିବା ଚାଇନା ସରକାରଙ୍କ ପକ୍ଷରୁ ସୋମବାର ସୂଚନା ଦିଆଯାଇଛି। ଦେଶର ୩୦ଟିରୁ…
ଭୁବନେଶ୍ୱର,୧୭ା୨(ବ୍ୟୁରୋ): ଜାତୀୟସ୍ତରୀୟ ରିୟଲିଟି ଶୋ’ରେ ପୁଣିଥରେ ଚମକିଛି ଓଡ଼ିଶା। ଏଥର କୌଣସି ଡ୍ୟାନ୍ସ କି ମ୍ୟୁଜିକ୍ ରିୟାଲିଟି ଶୋ’ ନୁହେଁ, ଦେଶର ସବୁଠାରୁ ଲୋକପ୍ରିୟ କୁକିଂ ରିୟଲିଟି…
ଭୁବନେଶ୍ୱର,୧୭ା୨(ବ୍ୟୁରୋ): ରାଜଧାନୀରେ ଖାକିବାବୁଙ୍କୁ ପ୍ରେମ ରୋଗ ଛାଡୁନି। ମାସକ ଭିତରେ ୩ ପୋଲିସ କର୍ମଚାରୀ ପ୍ରେମ ଓ ବଳାତ୍କାର ମାମଲାରେ ଗିରଫ ହୋଇଥିବାବେଳେ ରବିବାର ରାଜଧାନୀ ରାଜରାସ୍ତାରେ…
ଆମ ସମାଜରେ ଦେଖାଯାଏ, ଅନେକେ ଅଭ୍ୟାସଗତ ଆଇନ ଭଙ୍ଗକାରୀ। ଛେପ ପକାଇବାକୁ ଯେଉଁଠି ବାରଣଥିବ, ସେଠାରେ ହିଁ ସେମାନେ ଛେପ ପକାଇବେ। କିନ୍ତୁ ତା’ ପାଖରେ ଦେବଦେବୀଙ୍କ…
ମାଲ୍ଦା,୧୭ା୨: ପଶ୍ଚିମବଙ୍ଗର ମାଲ୍ଦାରେ ଏକ ନିର୍ମାଣାଧୀନ ପୋଲ ଭୁଶୁଡ଼ି ୨ ଜଣ ପ୍ରାଣ ହରାଇଥିବାବେଳେ ୯ ଜଣ ଆହତ ହୋଇଛନ୍ତି। ଆହତଙ୍କୁ ମାଲ୍ଦା ହସ୍ପିଟାଲରେ ଚିକିତ୍ସା କରାଯାଉଥିବା…
ଭୁବନେଶ୍ୱର,୧୭ା୨(ବ୍ୟୁରୋ): ଖଣ୍ଡଗିରି ଥାନା ଗଣ୍ଡମୁଣ୍ଡାରେ ବନ୍ଧୁକ ବିକ୍ରି କରୁଥିବାବେଳେ କ୍ରାଇମବ୍ରାଞ୍ଚ ଏସ୍ଟିଏଫ୍ ହାତରେ ଧରାପଡ଼ିଥିଲେ ଛାଡ଼ଖଣ୍ଡର ବିବିଏ ଛାତ୍ର ସାନୁ ପାଦର ଓ ଖଣ୍ଡଗିରିର ସୁରେଶ ପାଣିଗ୍ରାହୀ।…
ମୁମ୍ବାଇ,୧୭ା୨: ମହାରାଷ୍ଟ୍ରର ୟବତମାଲ ଜିଲାରେ ରବିବାର ଏକ ସଡ଼କ ଦୁର୍ଘଟଣା ଘଟି ୭ ଜୀବନ ଯାଇଛି। ସକାଳେ କଲାମ୍ବ-ଯୋଡ୍ମୋହା ରୋଡ୍ ନିକଟ ଏକ ପୋଲରୁ ଏସ୍ୟୁଭି ଖସିପଡ଼ିବାରୁ…