Home

ଗଞ୍ଜାମ ଜିଲା ଲକ୍‌ଡାଉନ୍‌: ବିଦେଶ ଫେରନ୍ତା ପଞ୍ଜିକରଣ ନ କଲେ କାର୍ଯ୍ୟାନୁଷ୍ଠାନ

ଛତ୍ରପୁର, ୨୨।୩(ଡି.ଏନ୍‌.ଏ.)- ମୁଖମନ୍ତ୍ରୀ ପଟ୍ଟନାୟକଙ୍କ ନିର୍ଦ୍ଦେଶ କ୍ରମେ ରବିବାରଠାରୁ ଗଞ୍ଜାମ ଜିଲାରେ ଲକ୍‌ଡାଉନ୍‌ ଆରମ୍ଭ ହୋଇଛି। ଏଥିସହ ଜନତା କର୍ଫ୍ୟୁ ମଧ୍ୟକୁ ଲୋକେ ମାନି ଘରୁ ବାହାରୁ…

6 years ago

ଶୂନ୍‌ଶାନ ହୋଇପଡ଼ିଛି ଯାଜପୁରରୋଡ୍‌

ଯାଜପୁର ଅଫିସ,୨୨।୩: ଜନତା କର୍ଫ୍ୟୁ ଯୋଗୁ ଯାଜପୁରରୋଡ୍‌ ଶୂନଶାନ ହୋଇପଡ଼ିଛି। କରୋନା ଭୂତାଣୁର ମୁକାବିଲା ପାଇଁ ଜିଲାବାସୀ ସ୍ବତଃପ୍ରବୃତ୍ତ ଭାବେ ସମସ୍ତ ଦେକାନ ବଜାର ବନ୍ଦ କରିଛନ୍ତି।…

6 years ago

ସରକାରୀ ନିର୍ଦ୍ଦେଶ ଅବମାନନା କଲେ କାର୍ଯ୍ୟାନୁଷ୍ଠାନ, ଜରୁରୀ ଥିଲେ ବାଇକ୍‌ରେ ନୁହେଁ ଚାଲିକି ଯାଆନ୍ତୁ: ସିପି

ଭୁବନେଶ୍ୱର,୨୨।୩(ବ୍ୟୁରୋ): ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦିଙ୍କ ଆହ୍ବାନକ୍ରମେ ରାଜ୍ୟରେ ରବିବାର ଜନତା କର୍ଫ୍ୟୁ ପାଳନ କରାଯାଛି। ଏଥିସହ ମୁଖ୍ୟମନ୍ତ୍ରୀ ଘୋଷଣା କରିଥିବା ଲକ୍‌ଡାଉନ୍‌ ମଧ୍ୟ ଜାରି ରହିଛି। ତେବେ…

6 years ago

ସୁନ୍ଦରଗଡ଼ରେ ଜନତା କର୍ଫ୍ୟୁ: ଖୋଲା ରହିଛି ଅତ୍ୟାବଶ୍ୟକୀୟ ସାମଗ୍ରୀ, ଔଷଧ ଦୋକାନ

ସୁନ୍ଦରଗଡ଼,୨୨।୩(ଡି.ଏନ୍‌.ଏ.): କରୋନା ସଂକ୍ରମଣକୁ ରୋକିବା ନିମନ୍ତେ ଜନତା କର୍ଫୁ ପ୍ରଭାବ ରବିବାର ସୁନ୍ଦରଗଡ଼ରେ ଦେଖିବାକୁ ମିଳିଛି। ଏଠାରେ ସମସ୍ତ ଦୋକାନ ବଜାର, ଯାନବାହନ ଚଳାଚଳ ବନ୍ଦ ରହିଛି।…

6 years ago

କରୋନା ଭାଇରସ: ବିହାରରେ ୩୮ ବର୍ଷ ବୟସ୍କ ଯୁବକଙ୍କ ମୃତ୍ୟୁ

ପାଟନା,୨୨।୩: ଦେଶରେ କରୋନା ଭାଇରସର ମୃତ୍ୟୁ ସଂଖ୍ୟା ବଢିବାରେ ଲାଗିଛି। ବିହାରରେ ଜଣେ ୩୮ ବର୍ଷ ବୟସ୍କ ଯୁବକଙ୍କ ମୃତ୍ୟୁ ପରେ ଏବେ ଏହି ସଂଖ୍ୟା ୬ରେ…

6 years ago

‘ଜନତା କର୍ଫ୍ୟୁ’ରେ କମିଶନରେଟ ପୋଲିସର ସ୍ବତନ୍ତ୍ର ପାସ୍‌ ବ୍ୟବସ୍ଥା: ଜରୁରିକାଳୀନ କାମ ପାଇଁ ନେଇପାରିବେ

ଭୁବନେଶ୍ୱର,୨୨।୩(ବ୍ୟୁରୋ): କରୋନା ସଂକ୍ରମଣ ରୋକିବା ଓ ସମସ୍ତଙ୍କୁ ଏହି ଭୂତାଣୁ ସମ୍ପର୍କରେ ସଚେତନ କରିବା ଲାଗି ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦିଙ୍କ ନିବେଦନ କ୍ରମେ ରବିବାର ସାରା ଦେଶରେ…

6 years ago

କରୋନା ଗୁଜବ ପ୍ରଚାର କରି ଶିକ୍ଷକ ଗିରଫ

ରାୟଗଡ଼ା ଅଫିସ,୨୨ା୩: କରୋନାକୁ ନେଇ ଗୁଜବ ପ୍ରଚାର କରିବା ପରେ ଜଣେ ଶିକ୍ଷକ ଗିରଫ ହେବା ଘଟଣା ରାୟଗଡ଼ା ଜିଲାରେ ଚର୍ଚ୍ଚାର ବିଷୟ ହୋଇଛି। ସୋସିଆଲ ମିଡ଼ିଆରେ…

6 years ago

ଜନତା କର୍ଫ୍ୟୁ: ଜୟପୁର ସହର ଶୂନ୍‌ଶାନ୍‌

ଜୟପୁର,୨୨।୩(ଡି.ଏନ୍‌.ଏ.): କୋରାପୁଟ ଜିଲା ଜୟପୁର ସହର ଜନତା କର୍ଫ୍ୟୁ ଲାଗି ରବିବାର ପୂର୍ବାହ୍ନ ୭ଟାରୁ ଶୂନ୍‌ଶାନ୍‌ ହୋଇଯାଇଥିଲା। ଦୂରରୁ ଆସିଥିବା ଯାତ୍ରୀବାହୀ ବସ୍‌ଗୁଡ଼ିକ ପହଞ୍ଚିଥିବା ବେଳେ ଏଠାରେ…

6 years ago

ପଞ୍ଜାବକୁ ଲକ୍‌ଡାଉନ୍‌ ଘୋଷଣା କଲେ ମୁଖ୍ୟମନ୍ତ୍ରୀ

ଚଣ୍ଡିଗଡ଼,୨୨।୩: କରୋନା ଭାଇରସ ସଂକ୍ରମିତଙ୍କ ସଂଖ୍ୟା ବଢିବାରୁ ପଞ୍ଜାବ ମୁଖ୍ୟମନ୍ତ୍ରୀ କ୍ୟାପଟେନ ଅମରିନ୍ଦର ସିଂ ରବିବାର ସମ୍ପୂର୍ଣ୍ଣ ରାଜ୍ୟକୁ ଲକ୍‌ଡାଉନ୍‌ ଘୋଷଣା କରିଛନ୍ତି। ପ୍ରଥମେ ରାଜସ୍ଥାନ ମୁଖ୍ୟମନ୍ତ୍ରୀ…

6 years ago

ଭଦ୍ରକରେ ଜନତା କର୍ଫ୍ୟୁକୁ ପାଳନ କରିଛନ୍ତି ଜନସାଧାରଣ: ରାସ୍ତାଘାଟ ଶୂନ୍‌ଶାନ

ଭଦ୍ରକ ଅଫିସ,୨୨।୩: ମହାମାରୀ କରୋନା ଦାଉରୁ ରକ୍ଷା ପାଇବା ପାଇଁ ସତର୍କ, ସ୍ବଚ୍ଛତା ଓ ସାମାଜିକ ଦୂରତା ନିହାତି ଜରୁରୀ। ଏନେଇ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି ରବିବାର…

6 years ago