Home

୨.୧୧% ସୁଧ ହାରରେ ଟଙ୍କା ଫେରିଲା, ବାକି କୁଆଡ଼େ ଗଲା

ଭୁବନେଶ୍ୱର,୨୧ା୩(ବ୍ୟୁରୋ): ରାଜ୍ୟ ସରକାର କିଛି ଅଧିକା ସୁଧ ଆଶାରେ ଶ୍ରୀମନ୍ଦିର ଜମା ଅର୍ଥକୁ ରାଷ୍ଟ୍ରାୟତ୍ତ ବ୍ୟାଙ୍କରେ ନ ରଖି ୟେସ୍‌ ବ୍ୟାଙ୍କ ଭଳି ଘରୋଇ ବ୍ୟାଙ୍କରେ ରଖିଥିଲେ।…

6 years ago

କରୋନା ସଂକ୍ରମଣ: ଭାରତର ସ୍ଥିତି ଇଟାଲିଠାରୁ ମାସେ; ଆମେରିକାଠୁ ମାତ୍ର ୧୫ ଦିନ ଦୂରରେ

ନୂଆଦିଲ୍ଲୀ,୨୧।୩: ପୃଥିବୀସାରା କରୋନା ଯୋଗୁ ଆତଙ୍କ ଦେଖାଦେଇଛି। ଫଳରେ ଗମନାଗମନ ଏକଦମ୍‌ ଠପ୍‌ ହୋଇଯାଇଛି। ଭାରତରେ କରୋନା ସଂକ୍ରମିତଙ୍କ ସଂଖ୍ୟା ଧୀରେଧୀରେ ବଢୁଛି। ଭାରତର ସ୍ଥିତି ଇଟାଲିର…

6 years ago

‘ଜନତା କର୍ଫ୍ୟୁ’କରୋନା କବଳରୁ ଦେଶ ଓ ରାଜ୍ୟକୁ ସୁରକ୍ଷିତ ରଖିବ

ଭୁବନେଶ୍ୱର,୨୧ା୩(ବ୍ୟୁରୋ): ସାରା ବିଶ୍ୱରେ କରୋନା ଆତଙ୍କ ସୃଷ୍ଟି କରିଛି। ପ୍ରତିଦିନ କରୋନା ଆକ୍ରାନ୍ତଙ୍କ ସଂଖ୍ୟା ବୃଦ୍ଧି ପାଇବାରେ ଲାଗିଛି। କରୋନାକୁ ବିଶ୍ୱ ମହାମାରୀଭାବେ ଘୋଷଣା କରାଯାଇଥିବା ବେଳେ…

6 years ago

ରାଜ୍ୟ ସଭାରେ ଏକାଧିକ ଦାବି ଉଠାଇଲେ ସସ୍ମିତ

ଭୁବନେଶ୍ୱର,୨୧ା୩(ବ୍ୟୁରୋ): ବ୍ରହ୍ମପୁର ରାଜ୍ୟର ଏକ ପ୍ରମୁଖ ସହର। ହେଲେ ଏଠାରେ ଆକାଶମାର୍ଗରେ ଯୋଗାଯୋଗ ବ୍ୟବସ୍ଥା ନାହିଁ। ଏହି ଆବଶ୍ୟକତାକୁ ପୂରଣ କରିବା ପାଇଁ ଉତ୍ତର ପ୍ରଦେଶର ଆଲ୍ଲାହାବାଦ(ପ୍ରୟାଗରାଜ)…

6 years ago

ମୁଖ୍ୟମନ୍ତ୍ରୀ ଦୌଡ଼ରେ ତୋମର, ଶିବରାଜ, ନରୋତ୍ତମ

ଭୋପାଳ,୨୧।୩: ମଧ୍ୟପ୍ରଦେଶରେ କମଲନାଥ ସରକାର ଭାଙ୍ଗିଯିବା ପରେ ଏବେ ସେଠାରେ ସରକାର ଗଠନକୁ ନେଇ ଲାଗି ରହିଛି ରାଜନୈତିକ ଆଲୋଚନା। ଭାରତୀୟ ଜନତା ପାର୍ଟି(ଭାଜପା)ସରକାର ଗଠନ କରିବାକୁ…

6 years ago

ବନ୍ଦ ହେଲା ରାଜ୍ୟର ସମସ୍ତ ପୋଲିସ ପ୍ରଶିକ୍ଷଣ କେନ୍ଦ୍ର

ଭୁବନେଶ୍ୱର,୨୧ା୩(ବ୍ୟୁରୋ): କୋଭିଡ୍‌-୧୯ ମହାମାରୀରୁ ରକ୍ଷା ପାଇବା ପାଇଁ ସରକାର ଏବଂ ପୋଲିସ ପକ୍ଷରୁ ବିିଭିନ୍ନ ସ୍ଥାନରେ କଟକଣା ଜାରି କରାଯାଇଥିଲା କିନ୍ତୁ ରାଜ୍ୟରେ ଥିବା ପୋଲିସ ପ୍ରଶିକ୍ଷଣ…

6 years ago

କଂଗ୍ରେସ ଭାଇଙ୍କ ପରଲୋକ

ଠାକୁରମୁଣ୍ଡା, ୨୧ା୩(ଡି.ଏନ.ଏ): ମୟୂରଭଞ୍ଜର ଭୂମିପୁତ୍ର ସେବକ କଂଗ୍ରେସ ଭାଇଙ୍କର ଶୁକ୍ରବାର ପରଲୋକ ଘଟିଛି। ଶ୍ୱାସ ରୋଗରେ ପୀଡ଼ିତ ହୋଇ କଟକ ଶ୍ରୀରାମଚନ୍ଦ୍ର ଭଞ୍ଜ ମେଡିକାଲରେ ଚିକିତ୍ସିତ ହେଉଥିବା…

6 years ago

କରୋନାକୁ ନାହିଁ ଡର: ୧୦୦ ବର୍ଷ ବୟସ୍କ ଭାରତୀୟ ଫିଲ୍ମ ନିର୍ମାତା କଲେ ବିବାହ

ଲଣ୍ଡନ,୨୧।୩: ସାରା ଦୁନିଆ କରୋନା ଆତଙ୍କରେ ଆତଙ୍କିତ ହୋଇପଡ଼ିଛି। ତେବେ ଏହାକୁ ୧୦୦ ବର୍ଷ ବୟସ୍କ ଭାରତୀୟ ଫିଲ୍ମ ନିର୍ମାତା ପାଓ୍ବ।ର ଅବାସ୍‌ ନ ଡରି ୭୦…

6 years ago

ମହାପ୍ରଭୁଙ୍କ ଦର୍ଶନ ନ ପାଇ ଫେରିଲେ ଭକ୍ତ

ପୁରୀ ଅଫିସ, ୨୧ା୩: ଖଁ। ଖଁ। ବଡ଼ଦାଣ୍ଡ, ଶୂନ୍‌ଶାନ୍‌ ବେଳାଭୂମି। ପ୍ରତ୍ୟେକ ଦିନ ଭକ୍ତ, ପର୍ଯ୍ୟଟକଙ୍କ ଗହଳିରେ ଫାଟି ପଡୁଥିବା ବଡ଼ଦାଣ୍ଡ ଶୁକ୍ରବାର ସମ୍ପୂର୍ଣ୍ଣ ଭିନ୍ନ ଦେଖାଯାଉଥିଲା।…

6 years ago

ୟୁପିଏସ୍‌ସି ମୁଖ୍ୟ ସାକ୍ଷାତକାର ପରୀକ୍ଷା ବାତିଲ

ନୂଆଦିଲ୍ଲୀ, ୨୧ା୩: କରୋନା ଭାଇରସ୍‌ ଯୋଗୁ ୟୁପିଏସ୍‌ସି ପକ୍ଷରୁ ମୁଖ୍ୟ ସାକ୍ଷାତକାର ପରୀକ୍ଷା(ଇଣ୍ଟରଭ୍ୟୁ)କୁ ବାତିଲ କରାଯାଇଛି। ଏହି ପରୀକ୍ଷା ଫେବୃୟାରୀରୁ ଆରମ୍ଭ ହୋଇ ଏପ୍ରିଲ ପର୍ଯ୍ୟନ୍ତ କରାଯିବାକୁ…

6 years ago