Home

ବିପଦ ଆଁରେ କାନାଡ଼ା: ୧୫୦ଟି ଜାହାଜ ଆକାରର ୨ ହିମଖଣ୍ଡ ଆସୁଛି ମାଡ଼ି

ଓଟଓ୍ବା, ୨୧।୩: ବିଶ୍ୱତାପନ ଯୋଗୁ ମେରୁ ଅଞ୍ଚଳରେ ଥିବା ହିମପାହାଡ଼ ତରଳିବାରେ ଲାଗିଛି। ଏହାଯୋଗୁ ଏବେ କାନାଡ଼ା ଉପରେ ବିପଦ ମାଡ଼ି ଆସୁଛି। ୨ ହିମଖଣ୍ଡ କାନାଡ଼ା…

6 years ago

୨୨ରେ ବସ୍‌ ଚାଲିବନି

ଭୁବନେଶ୍ୱର,୨୧ା୩(ବ୍ୟୁରୋ): କରୋନା(କୋଭିଡ-୧୯)ର ଭୟାବହତାକୁ ଦେଖି ଆସନ୍ତା ୨୨ ତାରିଖରେ ସମଗ୍ର ଦେଶରେ ଜନତା କର୍ଫୁ ପାଳନ କରିବାକୁ ପ୍ରଧାନମନ୍ତ୍ରୀ ଆହ୍ବାନ ଦେଇଛନ୍ତି। ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ମଧ୍ୟ…

6 years ago

ଏଟିଏମ୍‌, ଶାଖାରେ ଟଙ୍କାର ଅଭାବ ରଖନାହିଁ

ଭୁବନେଶ୍ୱର, ୨୧ା୩(ବ୍ୟୁରୋ): କରୋନା କଟକଣା ପରିପ୍ରେକ୍ଷୀରେ ରାଜ୍ୟର ସମସ୍ତ ବ୍ୟାଙ୍କକୁ ଶୁକ୍ରବାର ଅର୍ଥ ବିଭାଗ ପକ୍ଷରୁ କେତେକ ପରାମର୍ଶ ଦିଆଯାଇଛି। ବର୍ତ୍ତମାନ ସ୍ଥିତିରେ ବ୍ୟାଙ୍କଗୁଡିକ ପର୍ଯ୍ୟାପ୍ତ ପରିମାଣର…

6 years ago

ଏକତ୍ର ହେବେ ନାହିଁ ୭ରୁ ଅଧିକ ଲୋକ

ଭୁବନେଶ୍ୱର, ୨୧ା୩ (ବ୍ୟୁରୋ): କରୋନା ଭୂତାଣୁ (କୋଭିଡ୍‌-୧୯) ମୁକାବିଲା ପାଇଁ ରାଜ୍ୟ ସରକାର ତତ୍ପର ହୋଇପଡ଼ିଛନ୍ତି। ପ୍ରତିଦିନ ବିଭିନ୍ନ ଆଡ଼ଭାଇଜରି ଜାରି ସହ ସଚେତନତା ଓ ସତର୍କତାମୂଳକ…

6 years ago

୨୦୨୧ ଜନଗଣନା,ଏନ୍‌ପିଆର ସ୍ଥଗିତ ରହୁ

ଭୁବନେଶ୍ୱର,୨୧ା୩ (ବ୍ୟୁରୋ): ୨୦୨୧ ଜନଗଣନା ଓ ନ୍ୟାଶନାଲ ପପୁଲେଶନ ରେଜିଷ୍ଟ୍ରାର(ଏନ୍‌ପିଆର) ଅପ୍‌ଡେଟ ପ୍ରକ୍ରିୟା ସ୍ଥଗିତ ରଖିବା ପାଇଁ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦିଙ୍କୁ ଶୁକ୍ରବାର ଚିଠି ଲେଖି ମୁଖ୍ୟମନ୍ତ୍ରୀ…

6 years ago

ଫିନଲାଣ୍ଡ୍‌ ତୃତୀୟ ଥର ପାଇଁ ସୁଖୀଦେଶ ତାଲିକାରେ ପ୍ରଥମ : ଭାରତରେ କମୁଛି ସୁଖୀଙ୍କ ସଂଖ୍ୟା

ନୂଆଦିଲ୍ଲୀ/ଓ୍ବାଶିଂଟନ,୨୧।୩: ଦୁନିଆର ସୁଖୀ ଦେଶ ତାଲିକା ପ୍ରକାଶ ପାଇଛି। ଏଥିରେ ୧୫୬ ଦେଶ ମଧ୍ୟରେ ଫିନ୍‌ଲାଣ୍ଡ୍‌ ଲଗାତାର ତୃତୀୟଥର ପାଇଁ ପ୍ରଥମ ସ୍ଥାନ ହାସଲ କରିଛି। ଜାତିସଂଘର…

6 years ago

ବାରବାଟୀ ଷ୍ଟାଡିୟମରେ ହେବ ଆଇସୋଲେଶନ ୱାର୍ଡ

କଟକ ଅଫିସ,୨୧ା୩ : କଟକ ବାରବାଟୀ ଷ୍ଟାଡିୟମକୁ କରୋନା ମୁକାବିଲା ପାଇଁ ପ୍ରସ୍ତୁତ କରାଯାଉଛି। ଏ ନେଇ ଜିଲା ପ୍ରଶାସନ ଓ କଟକ ମହାନଗର ନିଗମ(ସିଏମ୍‌ସି) ପକ୍ଷରୁ…

6 years ago

କାର୍ଯ୍ୟକାଳ ସରିବା ପୂର୍ବରୁ ବଦଳିଲେ କୁଳସଚିବ

କଟକ ଅଫିସ,୨୧ା୩: ରେଭେନ୍‌ଶା ବିଶ୍ୱବିଦ୍ୟାଳୟରେ କୁଳସଚିବ ଭାବେ କାର୍ଯ୍ୟ କରୁଥିବା ଅଶୋକ କୁମାର ଦାଶଙ୍କୁ ରାଜ୍ୟ ସରକାରଙ୍କ ଜେନେରାଲ ଆଡମିନିଷ୍ଟ୍ରେଶନ ଆଣ୍ଡ ପର୍ସନାଲ ଗ୍ରିଭାନ୍ସ ବିଭାଗକୁ ବଦଳି…

6 years ago

୪୨ ବର୍ଷରେ ରାଣୀ ମୁଖାର୍ଜୀ: ଆଦିତ୍ୟଙ୍କୁ ସବୁଦିନେ ଦିଅନ୍ତି ଗାଳି…

ମୁମ୍ବାଇ: ବଲିଉଡ୍‌ ଅଭିନେତ୍ରୀ ରାଣୀ ମୁଖାର୍ଜୀ ଶନିବାର ୪୨ ବର୍ଷରେ ପଦାର୍ପଣ କରିଛନ୍ତି। ସେ ୧୯୭୮ ମାର୍ଚ୍ଚ ୨୧ରେ ମୁମ୍ବାଇଠାରେ ଜନ୍ମଗ୍ରହଣ କରିଥିଲେ। ରାଣୀଙ୍କ ଅଭିନୟ ଦକ୍ଷତାକୁ…

6 years ago

ସ୍ୟାଣ୍ଡ ଆନିମେଶନରେ ନିର୍ଭୟା ଦୋଷୀଙ୍କ ଫାଶୀ

ପୁରୀ ଅଫିସ,୨୧ା୩: ଶେଷରେ ଫାଶୀଖୁଣ୍ଟରେ ଝୁଲିଛନ୍ତି ନିର୍ଭୟା ଦୋଷୀ। ନିର୍ଭୟା ଗଣବଳାତ୍କାର ଓ ହତ୍ୟା ମାମଲାର ୪ ଦୋଷୀ ମୁକେଶ ସିଂ, ଅକ୍ଷୟ ସିଂ, ବିନୟ ଶର୍ମା…

6 years ago