Home

ଚାଇନାକୁ ପୁଣି ଥରେ କରୋନା ଫେରିଲେ ସ୍ଥିତି ହେବ ଭୟାବହ

ବେଜିଂ,୧୮।୫: ପୃଥିବୀରେ କରୋନା ସଂକ୍ରମିତ ଏବଂ ମୃତକଙ୍କ ସଂଖ୍ୟା ବଢ଼ିଚାଲିଛି। ସେହିପରି କରୋନା ସଂକ୍ରମଣକୁ ରୋକିବା ପାଇଁ ବହୁ ଦେଶରେ ଲକ୍‌ଡାଉନ୍‌ ମଧ୍ୟ ଜାରି ହୋଇଛି। କରୋନାର…

6 years ago

ରେକର୍ଡ କଲା ଭାରତ: ୨୪ ଘଣ୍ଟାରେ ଚିହ୍ନଟ ହେଲେ ୫,୨୪୨ କରୋନା ପଜିଟିଭ

ନୂଆଦିଲ୍ଲୀ,୧୮।୫: ଗୋଟିଏ ଦିନରେ ଦେଶରେ ଯେଉଁ ପରିମାଣରେ କରୋନା ପଜିଟିଭ ଚିହ୍ନଟ କରାଯାଇଛି ଏହା ଏପର୍ଯ୍ୟନ୍ତ ଚିହ୍ନଟର ରେକର୍ଡକୁ ଭାଙ୍ଗି ଦେଇିଛି। କେନ୍ଦ୍ର ସ୍ବାସ୍ଥ୍ୟ ଓ ପରିବାର…

6 years ago

ପିସ୍‌ ଟିଭିକୁ ୩ ଲକ୍ଷ ପାଉଣ୍ଡ ଜରିମାନା

ଲଣ୍ଡନ,୧୮ା୫(ପି.ଟି.): ଘୃଣିତ ବକ୍ତୃତା ପ୍ରସାରଣ ଲାଗି ବିବାଦୀୟ ଇସ୍‌ଲାମିକ୍‌ ବକ୍ତା ଜାକିର ନାଏକଙ୍କ ପିସ୍‌ ଟିଭିକୁ ବ୍ରିଟେନ୍‌ର ଗଣମାଧ୍ୟମ ନିୟନ୍ତ୍ରକ ଅଫ୍‌କମ୍‌ ୩ ଲକ୍ଷ ପାଉଣ୍ଡ ଅର୍ଥଦଣ୍ଡରେ…

6 years ago

ଆଭ୍ୟନ୍ତରୀଣ ଅଙ୍ଗ ନଷ୍ଟ କରିପାରେ କରୋନା

ବେଜିଂ,୧୮ା୫(ପି.ଟି.): କରୋନା ଆକ୍ରାନ୍ତ ରୋଗୀଙ୍କର ବିଭିନ୍ନ ଆଭ୍ୟନ୍ତରୀଣ ଅଙ୍ଗ କ୍ଷତିଗ୍ରସ୍ତ ହୋଇପାରେ ବୋଲି ଚାଇନା ସ୍ବାସ୍ଥ୍ୟସେବା କର୍ତ୍ତୃପକ୍ଷ ସତର୍କ କରାଇବା ସହ ରୋଗୀମାନଙ୍କ ସ୍ବାସ୍ଥ୍ୟବୀମା ସୀମାକୁ ବଢ଼ାଇଛନ୍ତି।…

6 years ago

CORONAVIRUS UPDATE: ରାଜ୍ୟରେ ପୁଣି ୪୮ କରୋନା ପଜିଟିଭ୍‌ ଚିହ୍ନଟ, ଆକ୍ରାନ୍ତଙ୍କ ସଂଖ୍ୟା ୮୭୬

ଭୁବନେଶ୍ୱର,୧୮ା୫(ବ୍ୟୁରୋ): ରାଜ୍ୟରେ ସୋମବାର ପୁଣି ନୂଆ ୪୮ କରୋନା ପଜିଟିଭ୍‌ ଚିହ୍ନଟ ହୋଇଛନ୍ତି। ଏହାକୁ ମିଶାଇ ରାଜ୍ୟରେ ମୋଟ୍‌ ଆକ୍ରାନ୍ତଙ୍କ ସଂଖ୍ୟା ୮୭୬ରେ ପହଞ୍ଚିଥିବା ରାଜ୍ୟ ସ୍ବାସ୍ଥ୍ୟ…

6 years ago

୯/୧୧ ଭଳି ଆକ୍ରମଣ ପାଇଁ ପାକ୍‌ର ଷଡ଼ଯନ୍ତ୍ର

ନୂଆଦିଲ୍ଲୀ/ଇସ୍‌ଲାମାବାଦ, ୧୮ା୫(ଆଇଏଏନ୍‌ଏସ୍‌): ପାକିସ୍ତାନ ପାଶ୍ଚାତ୍ୟ ଦେଶଗୁଡ଼ିକ ବିରୋଧରେ ୯/୧୧ ଆକ୍ରମଣ ଭଳି ଆଉ ଏକ ଷଡ଼ଯନ୍ତ୍ର ରଚୁଛି। ପାକିସ୍ତାନ ସମର୍ଥତ୍ତ ହକ୍କାନି ନେଟ୍‌ଓ୍ବର୍କ (ଏଚ୍‌କ୍ୟୁଏନ୍‌) ଇସ୍‌ଲାମିକ୍‌ ଆତଙ୍କବାଦୀ…

6 years ago

ହିତାଧିକାରୀଙ୍କ ଚାଉଳ କାଟିବା ଘଟଣା: ବାଲିବିଲି ପଞ୍ଚାୟତ ରିଟେଲର ନିଲମ୍ବିତ

ବରୀ/ରତ୍ନଗିରି,୧୮ା୫(ସ୍ବ.ପ୍ର./ଡି.ଏନ୍‌.ଏ.): ଯାଜପୁର ଜିଲା ବରୀ ବ୍ଲକ ଅଧିନସ୍ଥ ବାଲିବିଲି ପଞ୍ଚାୟତର ସରକାରୀ ରିଟେଲର ଅନିରୁଦ୍ଧ ସାମଲ ନିଲମ୍ବତ ହୋଇଥିବା ନିଲମ୍ବିତ ରାଜ୍ୟ ଯୋଗାଣ ମନ୍ତ୍ରୀ ଟୁଇଟ୍‌ ମାଧ୍ୟମରେ…

6 years ago

ଦିଲ୍ଲୀରୁ ଫେରିଗଲେଣି ୬୦% ଦେହଜୀବୀ

ନୂଆଦିଲ୍ଲୀ,୧୮ା୫(ପି.ଟି.): ଲକ୍‌ଡାଉନ ଯୋଗୁ ଜୀବିକା ହରାଇ ଦିଲ୍ଲୀର ୬୦ ପ୍ରତିଶତରୁ ଊର୍ଦ୍ଧ୍ୱ ଯୌନକର୍ମୀ ସେମାନଙ୍କ ରାଜ୍ୟକୁ ଫେରିଗଲେଣି। କରୋନା ସଂକ୍ରମଣ ଭୟରେ ଗ୍ରାହକ ଆସୁ ନ ଥିବାରୁ…

6 years ago

ଗିଲ୍‌ଗିଟ୍‌-ବଲ୍ଟିସ୍ତାନରେ ହେବ ନିର୍ବାଚନ

ଇସ୍‌ଲାମାବାଦ,୧୮ା୫(ପି.ଟି.): ଗିଲ୍‌ଗିଟ୍‌-ବଲ୍ଟିସ୍ତାନ ପ୍ରଦେଶରେ ନିର୍ବାଚନକୁ ଭାରତ ଜୋର୍‌ଦାର ବିରୋଧ କରିଆସୁଥିବାବେଳେ ପାକିସ୍ତାନ ରାଷ୍ଟ୍ରପତି ଅରିଫ୍‌ ଆଲ୍‌ଭି ସେଠାରେ କାମଚଳା ସରକାର ଗଠନ ସହ ଭୋଟଗ୍ରହଣ ଲାଗି ଏକ…

6 years ago

‘ଭୁଆଁ ବୁଲାଉଛି କେନ୍ଦ୍ର’

ନୂଆଦିଲ୍ଲୀ,୧୮ା୫(ପି.ଟି.): କରୋନା ଜନିତ ଲକ୍‌ଡାଉନ ଯୋଗୁ ଦୁର୍ବଳ ହୋଇପଡ଼ିଥିବା ଦେଶର ଅର୍ଥନୀତିକୁ ବଳ ଦେବା ଲାଗି ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି ୨୦ ଲକ୍ଷ କୋଟି ଟଙ୍କାର ଆର୍ଥତ୍କ…

6 years ago