Home

ନିର୍ଭୟା ମାମଲା: ତୃତୀୟ ଡେଥ୍‌ ଓ୍ବାରେଣ୍ଟ ଜାରି କରିବାକୁ ମନା କଲେ କୋର୍ଟ

ନୂଆଦିଲ୍ଲୀ,୭।୨: ବହୁ ଚର୍ଚ୍ଚିତ ନିର୍ଭୟା ଗଣବଳାତ୍କାର ମାମଲାରେ ଦୋଷୀଙ୍କୁ ଶୀଘ୍ର ଫାଶୀ ଦେବା ଲାଗି ତିହାର ଜେଲ ପ୍ରଶାସନ ପଟିଆଲା ହାଉସ କୋର୍ଟ ଯାଇଥିଲେ। ଶୁକ୍ରବାର ଏହି…

6 years ago

ପାକିସ୍ତାନର ମିରାଜ ବିମାନ ଦୁର୍ଘଟଣାଗ୍ରସ୍ତ

ଇସ୍‌ଲାମାବାଦ,୭।୨: ପାକିସ୍ତାନର ସରାକୋଟ ସହର ନିକଟରେ ସେନାର ପ୍ରଶିକ୍ଷଣ ବିମାନ ମିରାଜ ଦୁର୍ଘଟଣାଗ୍ରସ୍ତ ହୋଇଛି। ଏହି ଦୁର୍ଘଟଣାରେ କେହି ମୃତାହତ ହୋଇ ନ ଥିବା ସୂଚନା ମିଳିଛି।…

6 years ago

ରାଲି ସମୟରେ କୈଳାଶ ବିଜୟବର୍ଗିୟଙ୍କୁ ଅଟକ

କୋଲକାତା,୭।୨: ନାଗରିକତ୍ୱ ସଂଶୋଧନ ଆଇନ (ସିଏଏ)ର ସମର୍ଥନରେ ବାହାରିଥିବା ରାଲିରୁ ଭାଜପା ମହାସଚିବ କୈଳାଶ ବିଜୟବର୍ଗିୟଙ୍କୁ ଉଠାଇନେଲା ପୋଲିସ। ଶୁକ୍ରବାର ସିଏଏ ସମର୍ଥନରେ କୈଳାଶ ଏକ ଅଭିନନ୍ଦନ…

6 years ago

କରୋନା ମୁକାବିଲା ଚିନ୍ତା: ସ୍କୁଲଗୁଡ଼ିକ ପାଇଁ ଗାଇଡ୍‌ଲାଇନ୍‌ ଜାରି କଲା ସ୍ବାସ୍ଥ୍ୟବିଭାଗ

ଭୁବନେଶ୍ୱର,୭।୨(ବ୍ୟୁରୋ): ପ୍ରାଣଘାତକ କରୋନା ଭାଇରସ ମୁକାବିଲା ନିମନ୍ତେ ସ୍ବାସ୍ଥ୍ୟ ବିଭାଗ ପକ୍ଷରୁ ସ୍କୁଲଗୁଡ଼ିକୁ ସ୍ବତନ୍ତ୍ର ଗାଇଡ୍‌ଲାଇନ୍‌ ଜାରି କରାଯାଇଛି। ଖାଦ୍ୟ ଖାଇବା ପୂର୍ବରୁ ଭଲ ଭାବେ ସାବୁନରେ…

6 years ago

ପ୍ରପୋଜ୍‌ ଡେ’: ଜାଣନ୍ତୁ ସାଥୀଙ୍କୁ କେମିତି କହିବେ ମନର କଥା…

ବର୍ତ୍ତମାନ ଭାଲେଣ୍ଟାଇନ୍‌ ଓ୍ବିକ୍‌ ବା ପ୍ରେମ ସପ୍ତାହ ଚାଲିଛି। ଫେବୃଆରୀ ୭ରୁ ୧୪ ପର୍ଯ୍ୟନ୍ତ ଏହି ସପ୍ତାହକୁ ଯୁବପିଢ଼ି ବେଶ୍‌ ଉତ୍ସାହର ସହ ପାଳନ କରୁଛନ୍ତି। ରୋଜ୍‌…

6 years ago

କ୍ୟାବିନେଟ୍‌ ବୈଠକରେ ୯ ପ୍ରସ୍ତାବକୁ ମଞ୍ଜୁରୀ: ସରକାରୀ ଚାକିରିରେ ଥିବା ବେଳେ ମୃତ୍ୟୁ ହେଲେ ପରିବାରଲୋକଙ୍କୁ ଥଇଥାନ

ଭୁବନେଶ୍ୱର,୭।୨(ବ୍ୟୁରୋ): ରାଜ୍ୟ କ୍ୟାବିନେଟ୍‌ ବୈଠକରେ ଶୁକ୍ରବାର ଗୁରୁତ୍ୱପୂର୍ଣ୍ଣ ନିଷ୍ପତ୍ତି ଗ୍ରହଣ କରାଯାଇଛି। ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକଙ୍କ ଅଧ୍ୟକ୍ଷତାରେ ଅନୁଷ୍ଠିତ ଏହି ବୈଠକରେ ମୋଟ ୯ଟି ପ୍ରସ୍ତାବକୁ କ୍ୟାବିନେଟ…

6 years ago

ଏଥର ବଜେଟ ପରିମାଣ ଟପିବ ଦେଢ଼ ଲକ୍ଷ କୋଟି

ଭୁବନେଶ୍ୱର,୭।୨(ବ୍ୟୁରୋ): ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକଙ୍କ ଅଧ୍ୟକ୍ଷତାରେ ଶୁକ୍ରବାର ମନ୍ତ୍ରୀ ପରିଷଦ ବୈଠକ ଅନୁଷ୍ଠିତ ହୋଇଯାଇଛି। ଏଥିରେ ୨୦୨୦-୨୧ ବର୍ଷ ପାଇଁ ରାଜ୍ୟ ବଜେଟକୁ ଅନୁମୋଦନ ମିଳିଛି। ଆସନ୍ତା…

6 years ago

କେରଳ ସରକାର ବଜେଟର କଭର ପେଜ୍‌ରେ ଛାପିଲେ ଗାନ୍ଧୀଙ୍କ ମୃତ୍ୟୁ ବେଳର ଫଟୋ: ତେଜିଲା ବିବାଦ

ଥିରୁଭାନନ୍ଥପୁରମ,୭।୨: କେରଳ ସରକାରଙ୍କ ଦ୍ୱାରା ଆର୍ଥିକ ବର୍ଷ ୨୦୨୦-୨୧ ପାଇଁ ପ୍ରକାଶ କରାଯାଇଥିବା ବଜେଟର କଭର ପେଜ୍‌କୁ ନେଇ ଏବେ ବିବାଦ ମୁଣ୍ଡ ଟେକିଛି। କେରଳ ମୁଖ୍ୟମନ୍ତ୍ରୀ…

6 years ago

ନେହା-ଆଦିତ୍ୟଙ୍କ ବିବାହ ଖବରରେ ପୂର୍ଣ୍ଣଚ୍ଛେଦ ପକାଇଲେ ଟୋନି କକ୍କର

ବଲିଉଡ୍‌ର ପ୍ରସିଦ୍ଧ ଗାୟିକା ନେହା କକ୍କରଙ୍କ ବିବାହକୁ ନେଇ ଏବେ ଚର୍ଚ୍ଚା ଜୋର ଧରିଛି। ଇଣ୍ଡିଆନ ଆଇଡଲ ୧୧’ ଶୋ’ରେ ପ୍ରସିଦ୍ଧ ଗାୟକ ଉଦିତ୍‌ ନାରାୟଣ ଓ…

6 years ago

ରାହୁଲଙ୍କ ବୟାନକୁ ନେଇ ଲୋକ ସଭାରେ ହଙ୍ଗାମା

ନୂଆଦିଲ୍ଲୀ,୭।୨: କଂଗ୍ରେସର ପୂର୍ବତନ ଅଧ୍ୟକ୍ଷ ରାହୁଲ ଗାନ୍ଧୀଙ୍କ ବୟାନକୁ ନେଇ ଲୋକ ସଭାରେ ଶୁକ୍ରବାର ଝଡ଼ ସୃଷ୍ଟି ହୋଇଛି। ଏହି ଉତ୍ତେଜନା ଏତେ ବଢ଼ିଯାଇଥିଲା ଯେ, ଘଟଣା…

6 years ago