ଭୁବନେଶ୍ୱର,୧୩।୩(ବ୍ୟୁରୋ): କରୋନା ଭାଇରସ୍ ସଂକ୍ରମିତଙ୍କ ସଂଖ୍ୟା ଦିନକୁ ଦିନ ବଢ଼ୁଥିବା ବେଳେ ରାଜ୍ୟ ସରକାରଙ୍କ ପକ୍ଷରୁ ଏହାକୁ ରାଜ୍ୟ ବିପର୍ଯ୍ୟୟ ଭାବେ ଘୋଷଣା କରାଯାଇଛି। ଏବେ ବିଧାନସଭା…
ଭୁବନେଶ୍ୱର,୧୩।୩(ବ୍ୟୁରୋ): ଘରୋଇ ୟେସ୍ ବ୍ୟାଙ୍କରେ ମହାପ୍ରଭୁ ଶ୍ରୀଜଗନ୍ନାଥଙ୍କ ୫୪୫ କୋଟି ଟଙ୍କା ଜମା ହୋଇଥିବା ଜଣାପଡ଼ିବା ପରେ ବିଭିନ୍ନ ମହଲରେ ପ୍ରତିକ୍ରିୟା ପ୍ରକାଶ ପାଉଛି। ଏହାକୁ ନେଇ…
ଭୁବନେଶ୍ୱର,୧୩।୩(ବ୍ୟୁରୋ): ଚାଇନାରୁ ସୃଷ୍ଟ କରୋନା ଭାଇରସ୍ ସଂକ୍ରମଣ ଜନିତ ମୃତ୍ୟୁ ସଂଖ୍ୟା ଦିନକୁ ଦିନ ବଢ଼ିବାରେ ଲାଗିଛି। ଏହାକୁ ଦୃଷ୍ଟିରେ ରଖି ବିଧାନସଭା ବଜେଟ ଅଧିବେଶନକୁ ମୁଲତବୀ…
କାନବେରା,୧୩।୩: ସାରା ବିଶ୍ୱରେ ମାଡି ଚାଲିଛି କରୋନା ଭାଇରସର ଭୟାବହତା। କାନାଡା ପ୍ରଧାନମନ୍ତ୍ରୀଙ୍କ ସହଧର୍ମିଣୀ କରୋନା ଭାଇରସରେ ପୀଡ଼ିତ ଥିବା ଖବର ଆସିବା ପରେ ଏବେ ଅଷ୍ଟ୍ରେଲିଆର…
ଧାମନଗର,୧୩।୩(ଡି.ଏନ୍.ଏ.): ଭଦ୍ରକ ଜିଲା ଧାମନଗର ଥାନା ତାଳସିଠା ନିକଟରେ ଶୁକ୍ରବାର ଏକ ଦୁର୍ଘଟଣା ଘଟିଛି। ଏଥିରେ ଜଣଙ୍କର ମୃତ୍ୟୁ ଘଟିଛି। ସେ ହେଲେ ବନ୍ତ ବ୍ଲକ ସୁନାଗଡିଆ…
ମୁମ୍ବାଇ: ସାରା ବିଶ୍ୱରେ କରୋନା ଭାଇରସ୍ ମହାମାରୀ କାୟା ବିସ୍ତାର କରିଚାଲିଛି। ଏଥିରୁ ମଧ୍ୟ ବାଦ୍ ପଡ଼ିନି ଭାରତ। ଏଠାରେ ୭୮ ଜଣ କରୋନା ଭାଇରସ୍ରେ ଆକ୍ରାନ୍ତ…
ଭୋପାଳ,୧୩।୩: କଂଗ୍ରେସ ଛାଡି ନିକଟରେ ଭାରତୀୟ ଜନତା ପାର୍ଟି(ଭାଜପା)ରେ ଯୋଗ ଦେଇଥିବା ଜ୍ୟୋତିରାଦିତ୍ୟ ସିନ୍ଧିଆ ଶୁକ୍ରବାର ରାଜ୍ୟ ସଭା ପାଇଁ ପ୍ରାର୍ଥୀପତ୍ର ଦାଖଲ କରିଛନ୍ତି। ଏହି ସମୟରେ…
ଶ୍ରୀନଗର,୧୩।୩: ଜମ୍ମୁ-କଶ୍ମୀରର ପୂର୍ବତନ ମୁଖ୍ୟମନ୍ତ୍ରୀ ତଥା ନ୍ୟାସନାଲ କନ୍ଫରେନ୍ସ ନେତା ଫାରୁକ ଅବଦ୍ଦୁଲାଙ୍କ ନଜରବନ୍ଦୀ ଶେଷ ହୋଇଛି। ରାଜ୍ୟ ସରକାର ଶୁକ୍ରବାର ତାଙ୍କର ନଜରବନ୍ଦୀ ହଟାଇବା ପାଇଁ…
ଆଠଗଡ଼,୧୩।୩(ସ୍ବ.ପ୍ର.): ଚୋରଙ୍କୁ ଅଡୁଆ ଏବେ ପୋଲିସର ଚେକିଂ। ଏହାର ପ୍ରଭାବ ଆଠଗଡ଼ରେ ଦେଖିବାକୁ ମିଳିଛି। ଗୁରୁବାର ରାତିରେ ଏକ ଚାରିଚକିଆ ଚୋରା ଗାଡ଼ିକୁ ଦୁର୍ବୃତ୍ତମାନେ ଆଠଗଡ଼ ରଥଗଡ଼ା…
ଲକ୍ଷ୍ନୌ,୧୩।୩: କରୋନା ଭାଇରସ ସାରା ଦେଶରେ ଆତଙ୍କ ଖେଳାଇଛି। ଦେଶର ବିଭିନ୍ନ ସ୍ଥାନରେ କରୋନା ମାମଲା ଦିନକୁ ଦିନ ବୃଦ୍ଧି ପାଉଥିବା ବେଳେ ଏହି ରୋଗରେ ସଂକ୍ରମିତ…