Home

ନୂଆବର୍ଷରେ ବଡ଼ ପ୍ରତିଜ୍ଞା କରିଦେଲେ ଅନୁପମ ଖେର: ପ୍ରଶଂସକ ଚକିତ

ବଲିଉଡ ନୂଆବର୍ଷକୁ ଜୋରଦାର୍‌ ସ୍ବାଗତ କରିଛି। କିଏ ନିଜ ପରିବାର ସହିତ ସମୟ ବିତାଉଛନ୍ତି, ଆଉ କିଏ ମନ୍ଦିରରେ ପ୍ରାର୍ଥନା କରି ଆଶୀର୍ବାଦ ନେଉଛନ୍ତି। ଅଭିନେତା ଅନୁପମ…

10 months ago

ସରକାରୀ ବସ୍‌ରେ ଯାତ୍ରୀଙ୍କୁ ମିଳୁନି ଟିକେଟ୍‌, ସଂଗୃହୀତ ଅର୍ଥ ଯାଉଛି କୁଆଡ଼େ

ଦାରିଙ୍ଗବାଡ଼ି,୧ା୧(ଅରୁଣ ସାହୁ): କନ୍ଧମାଳ ଜିଲା ଦାରିଙ୍ଗବାଡ଼ି ବ୍ଲକ କେରୁବାଡ଼ିଠାରୁ ଫୁଲବାଣୀକୁ ଯାତାୟାତ କରୁଥିବା ସରକାରୀ ଯାତ୍ରୀବାହୀ ବସ୍‌ରେ ସମସ୍ତ ଯାତ୍ରୀଙ୍କୁ ବସ୍‌ର କର୍ମଚାରୀ ବା ଟିକେଟ୍‌ ସଂଗ୍ରହକାରୀ…

10 months ago

ଓଡ଼ିଶା ଆସିବେ ପ୍ରିୟଙ୍କା ଗାନ୍ଧି, ଏହି ଦିନ ଆସିବା ନେଇ ଭକ୍ତ ଦାସଙ୍କ ସୂଚନା

ଭୁବନେଶ୍ୱର,୧।୧: ଆସନ୍ତା ମାର୍ଚ୍ଚରେ ଓଡ଼ିଶା ଆସିବେ ପ୍ରିୟଙ୍କା ଗାନ୍ଧି । ଏନେଇ ପିସିସି ସଭାପତି ଭକ୍ତ ଚରଣ ଦାସ ସୂଚନା ଦେଇଛନ୍ତି । ତେବେ ମାର୍ଚ୍ଚ ମାସ…

10 months ago

ବିମାନ ଉଡ଼ାଇବା ପୂର୍ବରୁ ମଦ ପିଇଦେଇଥିଲେ ଏୟାରଇଣ୍ଡିଆ ପାଇଲଟ: ଆଉ ତା’ପରେ…

ଓଟାଓ୍ବା,୧।୧: କାନାଡାର ଭାନକୁଭର ବିମାନବନ୍ଦରରେ ଜଣେ ଏୟାର ଇଣ୍ଡିଆ ପାଇଲଟଙ୍କୁ ନିଶାସକ୍ତ ଅବସ୍ଥାରେ ଅଟକ ରଖାଯାଇଛି। ଡିସେମ୍ବର ୨୩, ୨୦୨୫ରେ ଭାନକୁଭର-ଦିଲ୍ଲୀ (ଭିଏନା ଦେଇ) ଉଡ଼ାଣ ସମୟରେ…

10 months ago

ନୂଆବର୍ଷରେ ନଗର ଉନ୍ନୟନ ମନ୍ତ୍ରୀଙ୍କ ବଡ଼ ଘୋଷଣା, ଭୁବନେଶ୍ବର ନିକୋ ପାର୍କର…

ଭୁବନେଶ୍ୱର,୧।୧: ରାଜଧାନୀ ଭୁବନେଶ୍ବରରେ ଥିବା ନିକୋ ପାର୍କର ହେବ ନବକଳେବର । ଏନେଇ ନଗର ଉନ୍ନୟନ ମନ୍ତ୍ରୀ କୃଷ୍ଣଚନ୍ଦ୍ର ମହାପାତ୍ର ସୂଚନା ଦେଇଛନ୍ତି । ୩ଟି ପର୍ଯ୍ୟାୟରେ…

10 months ago

ନୂଆବର୍ଷରେ ଅଘଟଣ: ଦ୍ରୁତଗତିରେ ଆସି ମହିଳାଙ୍କୁ ଧକ୍କା ଦେଲା କାର୍‌, ୧୦ ମିଟର ଦୂରରେ ଯାଇ…

ଲାଞ୍ଜିଗଡ଼,୧ା୧(ରମେଶ ଚନ୍ଦ୍ର ନାୟକ): ବର୍ଷ ଆରମ୍ଭରୁ ଏକ ଦୁଃଖଦ ଘଟଣା ଘଟିଛି। କଳାହାଣ୍ଡି ଜିଲା ଲାଞ୍ଜିଗଡ଼ ଥାନା ଅନ୍ତର୍ଗତ ଆଶ୍ରମପଡ଼ା ନିକଟରେ ଏକ ଅଜଣା ଗାଡ଼ି ଧକ୍କାରେ…

10 months ago

ଯୋଗାଣ ମନ୍ତ୍ରୀଙ୍କ ବଡ଼ ଘୋଷଣା: ମାର୍ଚ୍ଚ ପର୍ଯ୍ୟନ୍ତ ଚାଲିବ ଧାନକିଣା, ସବୁ ଚାଷୀଙ୍କ ଆକାଉଣ୍ଟକୁ…

ଭୁବନେଶ୍ୱର,୧ା୧: ଚଳିତ ବର୍ଷ ମାର୍ଚ୍ଚ ପର୍ଯ୍ୟନ୍ତ ମଣ୍ଡିରେ ଧାନକିଣା ଚାଲିବ ବୋଲି ଯୋଗାଣ ମନ୍ତ୍ରୀ କୃଷ୍ଣଚନ୍ଦ୍ର ପାତ୍ର ଘୋଷଣା କରିଛନ୍ତି। ସେ ପ୍ରତିକ୍ରିୟା ଦେଇ କହିଛନ୍ତି, ଏପର୍ଯ୍ୟନ୍ତ…

10 months ago

ବର୍ଷର ଶେଷ ଦିନରେ ଜମିଲା ଆମିଷ ବଜାର, ୭ କୋଟିର ଖାଇଦେଲେ ରାଜଧାନୀବାସୀ

ଭୁବନେଶ୍ୱର,୧।୧(ଅନୁରାଧା ମହାରଣା)- ବର୍ଷର ଶେଷ ଦିନରେ ଭୁବନେଶ୍ୱରରେ ଆମିଷ ବ୍ୟବସାୟ ଜମିଥିଲା। ପ୍ରାୟ ୭ କୋଟି ୩୦ ଲକ୍ଷ ଟଙ୍କାର ଆମିଷ କିଣିଛନ୍ତି ଗ୍ରାହକ। ଖାସି କେଜି…

10 months ago

ନୂଆବର୍ଷ ପାଳନବେଳେ ବଡ଼ଧରଣର ବିସ୍ଫୋରଣ: ଅନେକ ମୃତ

ବର୍ନ,୧।୧: ସ୍ବିଜରଲାଣ୍ଡ ପ୍ରସିଦ୍ଧ ସହର କ୍ରାନ୍ସ-ମୋଣ୍ଟାନାରେ ନୂତନ ବର୍ଷ ପାଳନ ସମୟରେ ଏକ ବାରରେ ବିସ୍ଫୋରଣ  ଘଟିଛି। ଅନେକ ଲୋକ ପ୍ରାଣ ହରାଇଛନ୍ତି ଏବଂ ଅନେକ ଗୁରୁତର…

10 months ago

ନ୍ୟୁୟର୍କ ସିଟି ପାଇଲା ପ୍ରଥମ ମୁସଲିମ ମେୟର, କୋରାନ ଉପରେ ହାତ ରଖି ନେଲେ ଶପଥ

ନୂଆଦିଲ୍ଲୀ,୧।୧: ନୂଆବର୍ଷରେ ନ୍ୟୁୟର୍କକୁ ମିଳିଲା ନୂଆ ମେୟର ।  ଗୁରୁବାର ସକାଳେ ନ୍ୟୁୟର୍କ ସହରରେ ଜୋହରାନ୍ ମାମଦାନି ୧୧୨ତମ ମେୟର ଭାବରେ ଶପଥ ଗ୍ରହଣ କରିଥିଲେ। ବର୍ତ୍ତମାନ…

10 months ago