Home

ସହରକୁ ପଶି ଆସିଲା କୁଟୁରା

ଦେବଗଡ଼,୧୨ା୫(ଡି.ଏନ.ଏ.): ଦେବଗଡ଼ ପୌରାଞ୍ଚଳ ଅନ୍ତର୍ଗତ ମହୁଲଢିପା ସାହିକୁ ମଙ୍ଗଳବାର ପଶି ଆସିଥିବା ଏକ କୁଟୁରାକୁ ବନ ବିଭାଗ ଉଦ୍ଧାର କରିଛି। ଉଦ୍ଧାର ପରେ ଆହତ କୁଟୁରାର ଚିକିତ୍ସା…

6 years ago

ରାସ୍ତାରେ ଯାଉଥିବା ୧୦ ଜଣଙ୍କୁ ଧରିନେଇ ସଙ୍ଗରୋଧ କେନ୍ଦ୍ରକୁ ପଠାଇଦେଲା ପୋଲିସ

ସମ୍ବଲପୁର,୧୨ା୫(ବ୍ୟୁରୋ): ସମ୍ବଲପୁର ଜିଲା ଦେଇ ରାଜ୍ୟ ବାହାରର ଲୋକେ ପ୍ରତିଦିନ ଚାଲି ଚାଲି ନିଜ ରାଜ୍ୟ ତଥା ଘରକୁ ଯାଉଛନ୍ତି। ମଙ୍ଗଳବାର ପଶ୍ଚିମବଙ୍ଗ ଯାଉଥିବା ୧୨ ଜଣ…

6 years ago

ନୂଆପଡ଼ାରେ ୧୫ରୁ ଧାନ କିଣା ହେବ

ନୂଆପଡା ଅଫିସ,୧୨ା୫- ନୂଆପଡ଼ା ଜିଲାରେ ଆସନ୍ତା ୧୫ ତାରିଖଠାରୁ ଧାନକିଣା ଆରମ୍ଭ ହେବ ବୋଲି ଚୂଡାନ୍ତ ହୋଇଛି। ଜିଲାପାଳ ମଧୁସ୍ମିତା ସାହୁଙ୍କ ଅଧ୍ୟକ୍ଷତାରେ ଏ ନେଇ  ଅନୁଷ୍ଠିତ…

6 years ago

ଟ୍ରାକ୍ଟରରୁ ପଡ଼ିଗଲେ ଶ୍ରମିକ, ଟ୍ରଲି ଚକ ଚଢିଗଲା

ସମ୍ବଲପୁର,୧୨।୫(ବ୍ୟୁରୋ): ସମ୍ବଲପୁର ସହରର ଅଇଁଠାପାଲି ଥାନା ଅଧୀନ ବୁଢ଼ାରଜା ପେଟ୍ରୋଲ ପମ୍ପ ନିକଟରେ ମଙ୍ଗଳବାର ଏକ ଦୁର୍ଘଟଣା ଘଟିଛି । ଟ୍ରାକ୍ଟର ଟ୍ରଲିର ଚକ ତଳେ ଚାପି…

6 years ago

ନାବାଳିକା ବଳାତ୍କାର ଅଭିଯୋଗରେ ଜେଲ୍‌ଗଲେ ଯୁବକ

କୁଚିଣ୍ଡା,୧୨।୫(ଡି.ଏନ.ଏ.): ସମ୍ବଲପୁର ଜିଲା ମହୁଲପାଲି ଥାନା ଅଞ୍ଚଳର ଜଣେ ୧୫ ବର୍ଷିୟା ନାବାଳିକାଙ୍କୁ ବଳାତ୍କାର ଅଭିଯୋଗରେ ପୋଲିସ ଅଭିଯୁକ୍ତଙ୍କୁ ଗିରଫ କରିଛି। ସେ ହେଲେ ସମୀର କାଲୋ…

6 years ago

ମୋଦି ଦେଲେ ସଙ୍କେତ: ନୂଆ ରୂପରେ ହେବ ଲକ୍‌ଡାଉନ୍‌ ୪.୦

ନୂଆଦିଲ୍ଲୀ,୧୨।୫: ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି ମଙ୍ଗଳବାର ଦେଶବାସୀଙ୍କୁ ଉଦ୍‌ବୋଧନ ଦେଇଛନ୍ତି। ଏହି ଅବସରରେ ସେ ଲକ୍‌ଡାଉନ୍‌-୪.୦ ନେଇ ମଧ୍ୟ ସଙ୍କେତ ଦେଇଛନ୍ତି। ତେବେ ଏହା ନୂଆ ପ୍ରକାର…

6 years ago

ଚାଲି ଚାଲି ବିଶାଖାପାଟଣାରୁ ଉତ୍ତରପ୍ରଦେଶ

ନୂଆପଡା ଅଫିସ,୧୨ା୫: କରୋନା ପାଇଁ ସାରା ଦେଶ ଲକ୍‌ ଡାଉନ୍‌ ରହିଛି। କାମ ଧନ୍ଦା ବନ୍ଦ ହୋଇଯିବାରୁ ଶ୍ରମିକମାନେ ଚିନ୍ତାରେ ପଡ଼ିଛନ୍ତି। ଗାଡ଼ିମୋଟର ବନ୍ଦ ଥିବାରୁ ଲୋକେ…

6 years ago

ଭାରତ ବିପଦକୁ ସୁଯୋଗ ଭାବେ ବଦଳାଇ ଦେଇଛି: ମୋଦି

ନୂଆଦିଲ୍ଲୀ,୧୨।୫: ବିଶ୍ୱବାସୀଙ୍କ କରୋନା ମୁକାବିଲାକୁ ୪ ମାସ ବିତିଲାଣି। ଗୋଟିଏ ଭୂତାଣୁ ବିଶ୍ୱକୁ ହଲାଇଦେଇଛି। ବିଶ୍ୱର କୋଟି କୋଟି ଜୀବନ ସଙ୍କଟ ଦେଇ ଗତି କରୁଛି। ଭାରତର…

6 years ago

୯୬ ବସ୍ତା ପିଡିଏସ୍‌ ଚାଉଳ ଜବତ, ତଦନ୍ତ ଜାରି

ଲହୁଣୀପଡା, ୧୨।୫ (ଡି.ଏନ.ଏ): ଲହୁଣୀପଡା ବ୍ଲକ ଭୁତୁଡା ପଞ୍ଚାୟତ ଅଞ୍ଚଳରେ ଏକ ଗୋଦାମ ଘରୁ ୯୬ ବସ୍ତା ଚାଉଳ ଜବତ କରାଯାଇଛି । ଏହି ଘଟଣାରେ ସମ୍ପୃକ୍ତ…

6 years ago

ମାଛ ମାରୁଥିବାବେଳେ ପୋଖରୀରେ ବୁଡି ଯୁବକ ମୃତ

ଅମରପାଲି, ୧୨।୫ (ଡି.ଏନ.ଏ): ସୁବର୍ଣ୍ଣପୁର ଜିଲା ସୁବଳୟା ଥାନା ଅନ୍ତର୍ଗତ ବହଳପଦର ପଞ୍ଚାୟତର ବିଶାଲପାଲି ଗ୍ରାମ ପୋଖରୀରେ ବୁଡି ଜଣେ ଯୁବକଙ୍କ ମୃତ୍ୟୁ ହୋଇଛି । ମୃତ…

6 years ago