Home

ପ୍ରେମରେ ଧୋକା: ଥାନା ଆଗରେ ଦେହରେ ନିଆଁ ଲଗାଇଲେ ମହିଳା

ଭୁବନେଶ୍ୱର,୧୨ା୩(ବ୍ୟୁରୋ): ପ୍ରେମିକଙ୍କ ଧୋକା ସହି ନ ପାରି ନୂଆପଲ୍ଲୀ ଥାନା ସମ୍ମୁଖରେ ଜଣେ ମହିଳା ଦେହରେ କିରୋସିନ ଢାଳି ନିଅଁା ଲଗାଇ ଦେଇଥିଲେ। ମହିଳାଙ୍କ ଘର ଜଗତସିଂହପୁର…

6 years ago

ଶିବକୁମାର କର୍ନାଟକ କଂଗ୍ରେସ ମୁଖ୍ୟ

ବେଙ୍ଗାଲୁରୁ, ୧୨।୩: କର୍ନାଟକ କଂଗ୍ରେସ ଅଧ୍ୟକ୍ଷ ଭାବେ ଦଳର ବରିଷ୍ଠ ନେତା ଡି. କେ. ଶିବକୁମାରଙ୍କୁ ନିଯୁକ୍ତି ମିଳିଛି। ଏହି ପଦରେ ଥିବା ଦୀନେଶ୍‌ ଗୁଣ୍ଡୁ ରାଓ…

6 years ago

ଦାୟିତ୍ୱ ନେଲେ ମେହେର୍ଦ୍ଦା

ଭୁବନେଶ୍ୱର,୧୨ା୩(ବ୍ୟୁରୋ): ୧୯୯୭ ବ୍ୟାଚ୍‌ ଆଇଏଏସ୍‌ ଅଫିସର ପ୍ରମୋଦ ମେହେର୍ଦ୍ଦା ବୁଧବାର ରାଜ୍ୟପାଳଙ୍କ ସଚିବଭାବେ ଦାୟିତ୍ୱ ଗ୍ରହଣ କରିଛନ୍ତି। ମେହେର୍ଦ୍ଦା ରାଜଭବନ ଯାଇ ପ୍ରଥମେ ରାଜ୍ୟପାଳ ଗଣେଶୀ ଲାଲ୍‌ଙ୍କୁ…

6 years ago

ସାରା ଭାରତରେ କରୋନା ଆତଙ୍କ

ନୂଆଦିଲ୍ଲୀ/ବେଙ୍ଗାଲୁରୁ,୧୨ା୩(ପି.ଟି.): ଭାରତରେ କରୋନା ସଂକ୍ରମିତଙ୍କ ସଂଖ୍ୟା ବୁଧବାର ୬୦ରେ ପହଞ୍ଚତ୍ଛି। କର୍ନାଟକର କଳାବୁର୍‌ଗୀରେ ଜଣେ ୭୬ ବର୍ଷୀୟ ବ୍ୟକ୍ତିଙ୍କ ମୃତ୍ୟୁ ଘଟିଥିବାବେଳେ ତାଙ୍କୁ କରୋନା ସଂକ୍ରମଣ ହୋଇଥିବା…

6 years ago

କରୋନା କବଳରେ ୧୨୧ ଦେଶ

ନୂଆଦିଲ୍ଲୀ,୧୨ା୩: ଚାଇନାର ଉହାନ ସହରରେ ପ୍ରଥମେ ଦେଖାଦେଇଥିବା ମାରାତ୍ମକ କରୋନା ଭୂତାଣୁ ଏବେ ୧୨୧ ଦେଶକୁ ବ୍ୟାପିଲାଣି। ଏଥିରେ ମୋଟ ୧,୨୧,୭୩୮ ଜଣ ସଂକ୍ରମିତ ହୋଇଥିବାବେଳେ ୪୩୮୨…

6 years ago

ଭାଜପା ଜାରି କଲା ୯ ଜଣିଆ ତାଲିକା

ନୂଆଦିଲ୍ଲୀ,୧୨ା୩(ପି.ଟି.): ଆସନ୍ତା ୨୬ରେ ୧୭ ରାଜ୍ୟର ୫୫ ରାଜ୍ୟ ସଭା ଆସନ ପାଇଁ ନିର୍ବାଚନ ହେବ। ଏଥିଲାଗି ଭାଜପା ପକ୍ଷରୁ ବୁଧବାର ସନ୍ଧ୍ୟାରେ ୯ ଜଣିଆ ପ୍ରାର୍ଥୀ…

6 years ago

ମାନେସାର ହୋଟେଲରେ ଭାଜପା ବିଧାୟକ

ନୂଆଦିଲ୍ଲୀ,୧୨ା୩(ଆଇଏଏନ୍‌ଏସ୍‌): ମଧ୍ୟପ୍ରଦେଶରେ ରାଜନୈତିକ ସଙ୍କଟ ଦେଖାଦେଇଥିବାବେଳେ କଂଗ୍ରେସ ଏବଂ ଭାଜପା ସେମାନଙ୍କ ବିଧାୟକମାନଙ୍କୁ ସୁରକ୍ଷିତ ରଖିବାକୁ ଉଦ୍ୟମ କରିଛନ୍ତି। ଭାଜପା ଏହାର ସମସ୍ତ ବିଧାୟକଙ୍କୁ ହରିୟାଣାର ମାନେସାରସ୍ଥିତ…

6 years ago

୧୦୫ ଟଙ୍କା ପେଟ୍ରୋଲ ପାଇଁ ବନ୍ଧୁକ ଦେଖାଇଲେ ଦୁର୍ବୃତ୍ତ

ଭୁବନେଶ୍ୱର,୧୨ା୩ (ବ୍ୟୁରୋ): ରାଜଧାନୀରେ କଥା କଥାକେ ଗର୍ଜୁଛି ଚୋରା ବନ୍ଧୁକ। ସାମାନ୍ୟ କଥାରେ ଦୁର୍ବୃତ୍ତମାନେ ବନ୍ଧୁକ ଦେଖାଇ ଭୟଭୀତ କରୁଛନ୍ତି। ସୋମବାର ରାତିରେ ଏଭଳି ଏକ ଘଟଣା…

6 years ago

ଜୟପୁର ଗଲେ କଂଗ୍ରେସ ବିଧାୟକ

ଜୟପୁର,୧୨ା୩(ପି.ଟି.): ପୂର୍ବତନ ଏମ୍‌ପି ଜ୍ୟୋତିରାଦିତ୍ୟ ସିନ୍ଧିଆ କଂଗ୍ରେସ ଛାଡ଼ିବା ପରେ ମଧ୍ୟପ୍ରଦେଶରେ ରାଜନୈତିକ ସଙ୍କଟ ଦେଖାଦେଇଛି। ଘୋଡ଼ାବେପାର ଏଡାଇବା ପାଇଁ ପାଖାପାଖି ୯୦ କଂଗ୍ରେସ ବିଧାୟକଙ୍କୁ ଏକ…

6 years ago

ଜାତି ଉଦ୍ଦେଶ୍ୟରେ ଉତ୍ସର୍ଗୀକୃତ ବିବୁଧେନ୍ଦ୍ରଙ୍କ ପ୍ରତିମୂର୍ତ୍ତି

କଟକ ଅଫିସ,୧୨ା୩: ନେତାଜୀ ସୁଭାଷ ଚନ୍ଦ୍ର ବୋଷଙ୍କ ଘନିଷ୍ଠ ସହଯୋଗୀ, କ୍ରାନ୍ତିକାରୀ ନେତା ତଥା ପୂର୍ବତନ କେନ୍ଦ୍ରମନ୍ତ୍ରୀ ବିବୁଧେନ୍ଦ୍ର ମିଶ୍ରଙ୍କ ପ୍ରତିମୂର୍ତ୍ତି ବାରବାଟୀ ଷ୍ଟାଡିୟମସ୍ଥିତ ବିବୁଧେନ୍ଦ୍ର ମାର୍ଗଠାରେ…

6 years ago