ମୁମ୍ବାଇ: ବଲିଉଡ୍ ଷ୍ଟାର ଅଭିଷେକ ବଚ୍ଚନ ବୁଧବାର ୪୪ ବର୍ଷରେ ପଦାର୍ପଣ କରିଛନ୍ତି । ସେ ୧୯୭୬ ଫେବୃୟାରୀ ୫ରେ ମୁମ୍ବାଇଠାରେ ଜନ୍ମଗ୍ରହଣ କରିଥିଲେ। ସୁପରଷ୍ଟାର ଅମିତାଭ…
ନୂଆଦିଲ୍ଲୀ,୫ା୨: ଦିଲ୍ଲୀରେ ଆସନ୍ତା ୮ ତାରିଖରେ ହେବାକୁ ଥିବା ବିଧାନସଭା ନିର୍ବାଚନ ପୂର୍ବରୁ ‘ଦିଲ୍ଲୀ ଡାଇଲଗ୍ସ ୨୦୨୦’ ଶୀର୍ଷକ ବିତର୍କ ମଙ୍ଗଳବାର ଆୟୋଜନ କରାଯାଇଛି। ଫାଷ୍ଟ ଟାଇମ୍…
ନୂଆଦିଲ୍ଲୀ/ହାଇଦ୍ରାବାଦ, ୫ା୨: ଆନ୍ଧ୍ରପ୍ରଦେଶ ମୁଖ୍ୟମନ୍ତ୍ରୀ ଜଗନ୍ମୋହନ ରେଡ୍ଡୀ ଭାଇଜାଗ୍କୁ କାର୍ଯ୍ୟକାରୀ ରାଜଧାନୀ, ଅମରାବତୀକୁ ବ୍ୟବସ୍ଥାପକ ରାଜଧାନୀ ଓ କୁର୍ନୁଲ୍କୁ ନ୍ୟାୟିକ ରାଜଧାନୀ କରିବା ଯୋଜନାରେ ଅଛନ୍ତି। ରାଜ୍ୟରେ…
ନୂଆଦିଲ୍ଲୀ, ୫ା୨: ଦିଲ୍ଲୀର ଶାହିନ୍ବାଗରେ ଗତ ସପ୍ତାହରେ ହୋଇଥିବା ସିଏଏ ବିରୋଧୀ ବିକ୍ଷୋଭ ବେଳେ ଗୁଳି ଫୁଟାଇ ଗିରଫ ହୋଇଥିବା ୨୩ ବର୍ଷୀୟ କପିଲ ଗୁଜ୍ଜର ଏଏପି…
ଉହାନ୍, ୫ା୨: ଚାଇନାରେ କରୋନା ଭାଇରସ୍ ଉଗ୍ର ରୂପ ଧାରଣ କରିଛି। ହେଲେ ଏହାର ଭୟାବହତାକୁ ନେଇ ପ୍ରଥମେ ଲୋକମାନଙ୍କୁ ସଚେନତ କରାଇଥିବା ଚାଇନା ଡାକ୍ତର ଲି…
ନୂଆଦିଲ୍ଲୀ,୫ା୨(ପି.ଟି.): ନିର୍ଭୟା ଗଣବଳାତ୍କାର ଓ ହତ୍ୟା ମାମଲାରେ ଦୋଷୀମାନଙ୍କୁ ତୁରନ୍ତ ଫାଶୀ ଦେବା ପାଇଁ କେନ୍ଦ୍ର ସରକାର ଦିଲ୍ଲୀ ହାଇକୋର୍ଟଙ୍କ ଦ୍ୱାରସ୍ଥ ହୋଇଛନ୍ତି। ହାଇକୋର୍ଟ ରବିବାର ଏହା…
ଜାତିସଂଘ,୫ା୨: କର୍କଟ ରୋଗ ଭାରତରେ ଉଦ୍ବେଗଜନକ ସ୍ଥିତି ସୃଷ୍ଟି କରିଛି। ଦେଶର ପ୍ରତି ୧୦ ଜଣରେ ଜଣେ ବ୍ୟକ୍ତି ନିଜ ଜୀବନ କାଳ ମଧ୍ୟରେ କର୍କଟ ରୋଗରେ…
ନୂଆଦିଲ୍ଲୀ,୫ା୨: ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି ଓ ଦିଲ୍ଲୀ ମୁଖ୍ୟମନ୍ତ୍ରୀ ଅରବିନ୍ଦ ଜେ୍ରିଓ୍ବାଲ ଯୁବତୀଯୁବକଙ୍କୁ ନିଯୁକ୍ତି ପ୍ରଦାନ କରିବାକୁ ଚାହୁଁନାହାନ୍ତି। ସମାଜରେ ଘୃଣା ବିସ୍ତାର କରିବା ହେଉଛି ଉଭୟ…
ନୂଆଦିଲ୍ଲୀ,୫ା୨: ଦିଲ୍ଲୀ ମୁଖ୍ୟମନ୍ତ୍ରୀ ଅରବିନ୍ଦ ଜେ୍ରିଓ୍ବାଲ ଏବେ ହନୁମାନ ଚାଳିଶା ପାଠ କରିବା ଆରମ୍ଭ କରିଦେଇଛନ୍ତି। ଆଗକୁ ଏଆଇଏମ୍ଆଇଏମ୍ ଅଧ୍ୟକ୍ଷ ଅସାଦୁଦ୍ଦିନ ଓଓ୍ବାଇସି ମଧ୍ୟ ହନୁମାନ ଚାଳିଶା…
ନୂଆଦିଲ୍ଲୀ,୫ା୨: ଦିଲ୍ଲୀ ବିଧାନସଭା ନିର୍ବାଚନକୁ ଆଉ ମାତ୍ର ୪ ଦିନ ବାକି ଥିବାବେଳେ ଶାସକ ଆମ୍ ଆଦ୍ମୀ ପାର୍ଟି (ଏଏପି) ଏବଂ ଭାଜପା ମୁହାଁମୁହିଁ ହୋଇଛନ୍ତି। ସରକାର…