Home

ଦେଶ ସାରା ଏନ୍‌ଏଆର୍‌ସି ଲାଗୁ ପାଇଁ ଏବେ ନାହିଁ ଯୋଜନା: ସ୍ବରାଷ୍ଟ୍ର ମନ୍ତ୍ରଣାଳୟ

ନୂଆଦିଲ୍ଲୀ,୪।୨: ଦେଶ ସାରା ରାଷ୍ଟ୍ରୀୟ ନାଗରିକ ପଞ୍ଜିକା(ଏନ୍‌ଏଆର୍‌ସି) ଲାଗୁ କରିବା ପାଇଁ ଏବେ ଯୋଜନା ନାହିଁ। ଏନେଇ ଲୋକ ସଭାରେ ସ୍ବରାଷ୍ଟ୍ର ମନ୍ତ୍ରଣାଳୟ ପକ୍ଷରୁ ଲିଖିତ ବୟାନ…

6 years ago

ଖୁବ୍‌ଶୀଘ୍ର ଦ୍ୱିତୀୟ ପାଳି ଆରମ୍ଭ କରିବେ କ୍ରିକେଟର୍‌ ହରଭଜନ ସିଂ

ଭାରତୀୟ କ୍ରିକେଟ ଦଳର ପୂର୍ବତନ ଅଫ୍‌ସ୍ପିନର୍‌ ହରଭଜନ ସିଂ ଦ୍ୱିତୀୟ ପାଳି ଆରମ୍ଭ କରିବାକୁ ଯାଉଛନ୍ତି। କ୍ରିକେଟରେ ସଫଳ ହେବା ପରେ ସେ ଏବେ ବଲିଉଡ୍‌ ମୁହାଁ…

6 years ago

ଇଣ୍ଡୋନେସିଆରେ ସୁଗ୍ରୀବଙ୍କ ନାମରେ ସ୍ଥାପିତ ହେବ ପ୍ରଥମ ହିନ୍ଦୁ ବିଶ୍ୱବିଦ୍ୟାଳୟ: ରାଷ୍ଟ୍ରପତି ଦେଲେ ମଞ୍ଜୁରୀ

ଜାକର୍ତ୍ତା, ୪।୨: ଇଣ୍ଡୋନେସିଆରେ ପ୍ରଥମ ହିନ୍ଦୁ ବିଶ୍ୱବିଦ୍ୟାଳୟ ସ୍ଥାପନ କରାଯିବ। ଏନେଇ ରାଷ୍ଟ୍ରପତି ଜୋକେ ଓ୍ବିଡୋଡୋ ମଞ୍ଜୁରୀ ଦେଇଛନ୍ତି। ଏହାକୁ ବାଲିର ଦେନପାସାରଠାରେ କାର୍ଯ୍ୟ କରିବ। ଏହାକୁ…

6 years ago

ସିଆଚେନ୍‌-ଡୋକଲାମ୍‌ରେ ଭୋକରେ ରହୁଛନ୍ତି ଯବାନ: ମିଳୁନି ଖାଦ୍ୟ ପଦାର୍ଥ

ନୂଆଦିଲ୍ଲୀ,୪।୨: ଭାରତ-ଚାଇନା ସୀମାରେ ସମୁଦ୍ର ପତ୍ତନଠାରୁ ୯ ହଜାରରୁ ଅଧିକ ଫୁଟ ଉଚ୍ଚରେ ଦେଶ ସୁରକ୍ଷାରେ ସେନା ଯବାନ ମୁତୟନ ରହିଛନ୍ତି। ଏଠାରେ ଥିବା ସିଆଚେନ୍‌ ଏବଂ…

6 years ago

ଦିଲ୍ଲୀ ଜୟ ପାଇଁ ୨୪୦ ଏମ୍‌ପିଙ୍କୁ ଭାଜପାର କଡ଼ା ନିର୍ଦ୍ଦେଶ: ୪ ଦିନ ରହିବେ ବସ୍ତିରେ

ନୂଆଦିଲ୍ଲୀ,୪।୨: ଦିଲ୍ଲୀ ବିଧାନସଭା ନିର୍ବାଚନରେ ଭୋଟରଙ୍କୁ ହାତେଇବା ପାଇଁ ଭାଜପା ପକ୍ଷରୁ ୨୪୦ ଏମ୍‌ପିଙ୍କ ଲାଗି କଡ଼ା ନିର୍ଦ୍ଦେଶ ଜାରି ହୋଇଛି। ଏମ୍‌ପିମାନେ ଆସନ୍ତା ୪ ଦିନ…

6 years ago

ସ୍ୟାଣ୍ଡଓ୍ବିଚ୍‌ ଚୋରି କରି ୯ କୋଟି ଟଙ୍କା ରୋଜଗାର କରୁଥିବା ଯୁବକଙ୍କ ଚାକିରି ଗଲା

ସ୍ୟାଣ୍ଡ୍‌ଓ୍ବିଚ୍‌ ଚୋରି କରି ଚାକିରି ହରାଇଛନ୍ତି ଜଣେ ଯୁବକ। ୩୧ ବର୍ଷୀୟ ପାରସ୍‌ ଶାହ ନାମକ ଏହି ଯୁବକ ଜଣେ ମିଲେନିୟର ଟ୍ରେଡର୍‌। ଆଫ୍ରିକା ଏବଂ ୟୁରୋପରେ…

6 years ago

ସିଏଏ ଏବଂ ଏନ୍‌ଆର୍‌ସି ବିରୋଧରେ ପ୍ରସ୍ତାବ ପାରିତ କଲା ଦେଶର ପ୍ରଥମ ଗାଁ

ଅହମ୍ମଦନଗର,୪।୨: ନାଗରିକତ୍ୱ ସଂଶୋଧନ ଆଇନ(ସିଏଏ) ଏବଂ ରାଷ୍ଟ୍ରୀୟ ନାଗରିକତ୍ୱ ପଞ୍ଜିକା(ଏନ୍‌ଆର୍‌ସି) ବିରୋଧରେ ମହାରାଷ୍ଟ୍ରର ଏକ ଗାଁରେ ପ୍ରସ୍ତାବ ପାରିତ ହୋଇଛି। ଅହମ୍ମଦନଗର ଜିଲାରେ ଥିବା ଇସ୍ଲାକ୍‌ ଗାଁରେ…

6 years ago

ଶେଷ କେମୋ ଭିଡିଓ ଶେୟାର କରି ରାତାରାତି ଷ୍ଟାର୍‌ ପାଲଟିଲେ ମହିଳା

କ୍ୟାନସ୍‌ର ବା କର୍କଟ ଏକ ମାରାତ୍ମକ ରୋଗ। ପ୍ରାରମ୍ଭିକ ସ୍ଥିତିରେ ଏହାର ନିରାକରଣ ସମ୍ଭବପର ହୋଇଥିଲେ ମଧ୍ୟ ରୋଗ ବଢିଗଲେ ଏହାର ନିଦାନ ଅନେକ କ୍ଷେତ୍ରରେ ସମ୍ଭବ…

6 years ago

ଧୋନୀ ମର୍ସିଡିଜ୍‌, ମନୀଷ ପାଣ୍ଡେ ଅଲଟୋ କାର୍‌

ନୂଆଦିଲ୍ଲୀ, ୪।୨: ନ୍ୟୁଜିଲାଣ୍ଡ ବିପକ୍ଷରେ ଟି୨୦ ସିରିଜକୁ ଭାରତ ୫-୦ରେ କ୍ଲିନ୍‌ସୁଇପ୍‌ କରିଛି। ଏହି ଐତିହାସିକ ବିଜୟ ପରେ କେ.ଏଲ. ରାହୁଲ ଏବଂ ରୋହିତ ଶର୍ମାଙ୍କୁ ନେଇ…

6 years ago

୨୦୧୫ରୁ ୨୦୧୮ ପର୍ଯ୍ୟନ୍ତ ସେନା ଯବାନଙ୍କୁ ପୋଷାକ-ଖାଦ୍ୟ ସାମଗ୍ରୀ ମିଳିବାରେ ହୋଇଥିଲା ଅନିୟମିତତା: ସିଏଜି ରିପୋର୍ଟ

ନୂଆଦିଲ୍ଲୀ,୪।୨: ଦେଶର ସୁରକ୍ଷା ସେନା ଯବାନଙ୍କ ହାତରେ ରହିଛି। ତେବେ ସେମାନଙ୍କୁ ମଧ୍ୟ ୩ ବର୍ଷ ଧରି ନିୟମିତ ପୋଷାକ ଏବଂ ଆବଶ୍ୟକ ଖାଦ୍ୟ ସାମଗ୍ରୀ ମିଳୁ…

6 years ago