Home

ସୋସିଆଲ୍‌ ମିଡ଼ିଆରେ ଆଇଏସ୍‌ ସ୍ଲିପର ସେଲ୍‌ର ନକଲି ଆକାଉଣ୍ଟ: ସିଏଏ ବିରୋଧରେ ଲୋକଙ୍କୁ ଉସୁକାଉଥିବା ଅଭିଯୋଗ

ନୂଆଦିଲ୍ଲୀ, ୯।୩: ସୋସିଆଲ ମିଡ଼ିଆରେ ଆତଙ୍କବାଦୀ ସଂଗଠନ ଇସଲାମିକ୍‌ ଷ୍ଟେଟ୍‌(ଆଇଏସ୍‌)ର ନକଲି ଆକଉଣ୍ଟ ଉପରେ ଏବେ ଭାରତୀୟ ଗୋଇନ୍ଦା ବିଭାଗ ନଜର ରଖିଛି। ଏହାଦ୍ୱାରା ଆଇଏସ୍‌ ନାଗରିକତ୍ୱ…

6 years ago

ନିର୍ବାଚନ ପୂର୍ବରୁ ଜଳିଗଲା ୫୦ ହଜାର ଭୋଟିଂ ମେଶିନ

କାରାକାସ,୯।୩: ଭେନେଜୁଏଲାର ନିର୍ବାଚନ ପରିଷଦ ରବିବାର କହିଛନ୍ତି ରାଜଧାନୀ କାରାକାସରେ ଥିବା ଏକ ଗୋଦାମରେ ନିଆଁ ଲାଗିବା ଫଳରେ ଷ୍ଟୋରରେ ଥିବା ଅଧିକାଂଶ ଭୋଟିଂ ମେଶିନ ନଷ୍ଟ…

6 years ago

୩୬ ଅମୃତ ପାର୍କର ନିର୍ମାଣ, ନବୀକରଣ ଶେଷ

ଭୁବନେଶ୍ୱର,୯।୩(ବ୍ୟୁରୋ): ମନ୍ଦିରମାଳିନୀ ଭୁବନେଶ୍ୱରକୁ ଅଧିକ ବାସପଯୋଗୀ ଓ ଶିଶୁବନ୍ଧୁ ସହର ଭାବେ ଗଢି ତୋଳିବାର ପ୍ରୟାସ ରଖି ଭୁବନେଶ୍ୱର ମହାନଗର ନିଗମ (ବିଏମ୍‌ସି) ଅମୃତ ଯୋଜନାକୁ ଅଗ୍ରାଧିକାର…

6 years ago

ଶୋପିଆନ୍‌ରେ ସୁରକ୍ଷାକର୍ମୀ-ଆତଙ୍କବାଦୀ ମୁହାଁମୁହିଁ

ଶ୍ରୀନଗର,୯।୩: ଜମ୍ମୁ-କଶ୍ମୀର ଶୋପିଆନ୍‌ ଜିଲାରେ ସୁରକ୍ଷାକର୍ମୀ-ଆତଙ୍କବାଦୀ ମୁହାଁମୁହିଁ ହୋଇଛନ୍ତି। ଏଥିରେ ୨ଜଣ ଆତଙ୍କବାଦୀଙ୍କ ମୃତ୍ୟୁ ଘଟିଥିବା କୁହାଯାଉଛି। ସ୍ଥାନୀୟ ରେବାନ ଖାଜରପୋରା ଅଞ୍ଚଳରେ କିଛି ଆତଙ୍କବାଦୀ ଲୁଚିଥିବା…

6 years ago

୩ ଦିନ ପାଇଁ ବନ୍ଦ ହେଲା ସମସ୍ତ ଶିକ୍ଷାନୁଷ୍ଠାନ

ଥିରୁଭାନନ୍ତପୁରମ,୯।୩: କେରଳର ପଥନାମଥିଥ୍ଥ ଜିଲାପାଳ ସୋମବାରଠାରୁ ୩ ଦିନ ପାଇଁ ସମସ୍ତ ଶିକ୍ଷାନୁଷ୍ଠାନକୁ ବନ୍ଦ ରଖିବାକୁ ନିର୍ଦ୍ଦେଶ ଦେଇଛନ୍ତି। ପଥନାମଥିଥ୍ଥ ଜିଲାରେ ରବିବାର ୫ କରୋନା ଭାଇରସ…

6 years ago

ନୀଳାଦ୍ରି ନିଳୟ ଯୋଜନା: ଝୁଣ୍ଟିଲା ପ୍ରଶାସନ

ପୁରୀ ଅଫିସ,୯।୩: ପୁରୀ ସହରକୁ ଭିକାରିମୁକ୍ତ କରିବା ଲାଗି ଜିଲା ପ୍ରଶାସନ ପକ୍ଷରୁ ଗତ ୩ ତାରିଖରୁ ଆରମ୍ଭ ହୋଇଛି ନୀଳାଦ୍ରି ନିଳୟ ଯୋଜନା। ଭିକ୍ଷାବୃତ୍ତି କରୁଥିବା…

6 years ago

୧୦ ଗ୍ରାମ୍‌ ବ୍ରାଉନସୁଗାର, ୧୧ହଜାର ଟଙ୍କା ଜବତ, ଅଭିଯୁକ୍ତ ନାଗା ଗିରଫ

ଭୁବନେଶ୍ୱର,୯।୩(ବ୍ୟୁରୋ): ବେଆଇନ ବ୍ରାଉନସୁଗାର କାରବାର ଚଳାଇଥିବା ସହଦେବ ବାରିକ ଓରଫ ନାଗାଙ୍କୁ ଖଣ୍ଡଗିରି ଥାନା ପୋଲିସ ଗିରଫ କରିଛି। ଏଥିସହ ତାଙ୍କ ନିକଟରୁ ୧୦ ଗ୍ରାମ ବ୍ରାଉନସୁଗାର…

6 years ago

ମହାପ୍ରଭୁଙ୍କ ଜମିର ହିସାବ ନାହିଁ: ଅଧାଗିଳା ଅବସ୍ଥାରେ ଟଙ୍କା

ପୁରୀ ଅଫିସ,୯।୩: ମହାପ୍ରଭୁ ଶ୍ରୀଜଗନ୍ନାଥଙ୍କ ପ୍ରତି ବିଶ୍ୱବାସୀଙ୍କ ଆସ୍ଥା ଓ ବିଶ୍ୱାସ ରହିଛି। ତାଙ୍କ ସାନ୍ନିଧ୍ୟ ପାଇବା ପାଇଁ କାହିଁ କେତେ ଦୂରରୁ ଭକ୍ତମାନେ ଛୁଟି ଆସୁଛନ୍ତି।…

6 years ago

ଅବିରରୁ ହୋଲି ପାର୍ଟି

ଭୁବନେଶ୍ୱର,୯।୩(ବ୍ୟୁରୋ): ନବରାତ୍ର ହେଉ କି ହୋଲି, ଦୀପାବଳି। ଦେଶର ବିଭିନ୍ନ ପ୍ରାନ୍ତରେ ଏହି ଉତ୍ସବକୁ ଭିନ୍ନ ଶୈଳୀରେ ପାଳନ କରାଯାଉଥିବା ଦେଖିବାକୁ ମିଳିଥାଏ। ହେଲେ ବର୍ତ୍ତମାନର ଟେକ୍ନୋଲୋଜି…

6 years ago

କରୋନା ଭାଇରସ କବଳରେ ୩ ବର୍ଷର ଭାରତୀୟ ଶିଶୁ

ଥିରୁଭାନନ୍ତପୁରମ,୯।୩: ଡରାଇଲାଣି କରୋନା ଭାଇରସ। ଆମେରିକା, ଇଟାଲି ଭଳି ଦେଶ ଏହି କରୋନା ଭାଇରସ କବଳରେ ଆସିଥିବା ବେଳେ ଏବେ ଏହା ଭାରତରେ କାୟା ବିସ୍ତାର କରି…

6 years ago