Home

୯୦% ସ୍ବାସ୍ଥ୍ୟକର୍ମୀଙ୍କୁ ତାଲିମ

ଭୁବନେଶ୍ୱର, ୯।୫(ବ୍ୟୁରୋ): କରୋନା ମୁକାବିଲା ଲାଗି ଡାକ୍ତର, ନର୍ସ, ବୈଷୟିକ ସହାୟକ ଏବଂ ଚିକିତ୍ସା ସହାୟକମାନଙ୍କୁ ତାଲିମ ଦିଆଯାଇଛି। ସେମାନେ ପୂର୍ଣ୍ଣ ଦକ୍ଷତା ସହ ଯେକୌଣସି ସମ୍ଭାବ୍ୟ…

6 years ago

ରଥ ନିର୍ମାଣ ପାଇଁ ବଡ଼ଦାଣ୍ଡରେ ବ୍ୟାରିକେଡ୍‌

ପୁରୀ ଅଫିସ, ୯।୫: ରଥ ନିର୍ମାଣ କାର୍ଯ୍ୟକୁ କିପରି ତ୍ୱରାନ୍ବିତ କରାଯିବ ସେ ନେଇ ପ୍ରଶାସନ ପକ୍ଷରୁ ସମସ୍ତ ପ୍ରକାର ବନ୍ଦୋବସ୍ତ କରାଯାଇଛି। ରଥ ନିର୍ମାଣକାରୀଙ୍କ ବ୍ୟତୀତ…

6 years ago

ପୋଲିସଙ୍କୁ ମିଳିବ କରୋନା ସୁରକ୍ଷା ତାଲିମ

କଟକ ଅଫିସ୍‌, ୯।୫: କରୋନା ଭୂତାଣୁର ଦ୍ରୁତ ସଂକ୍ରମଣ ଯୋଗୁ ରାଜ୍ୟରେ ଭୟର ବାତାବରଣ ଦେଖାଦେଇଛି। ଏହି ପରିପ୍ରେକ୍ଷୀରେ ପୋଲିସ ଅଧିକାରୀ ଓ କର୍ମଚାରୀଙ୍କ ସୁରକ୍ଷା ଗୁରୁତ୍ୱପୂର୍ଣ୍ଣ…

6 years ago

ଶ୍ରମିକମାନେ ୧୨ ଘଣ୍ଟା କାର୍ଯ୍ୟ କରିପାରିବେ

ଭୁବନେଶ୍ୱର, ୯।୫(ବ୍ୟୁରୋ): ରାଜ୍ୟ ସରକାର ୨୦୨୦ ଏପ୍ରିଲ ୨୦ରେ ଶିଳ୍ପ ଓ ବାଣିଜି୍ୟକ କାର୍ଯ୍ୟକଳାପ ପାଇଁ ଜାରି କରିଥିବା କଟକଣାକୁ କିଛି ମାତ୍ରାରେ କୋହଳ କରିଛନ୍ତି। ଶ୍ରମିକମାନେ…

6 years ago

ଆଜି ଚୂଡ଼ାନ୍ତ ହେବ ମାଟ୍ରିକ ଖାତା ମୂଲ୍ୟାୟନ ତାରିଖ

ଭୁବନେଶ୍ୱର, ୯।୫(ବ୍ୟୁରୋ): ଶିକ୍ଷା କ୍ଷେତ୍ରକୁ କରୋନା ବ୍ୟାପକ ପ୍ରଭାବିତ କରିଛି। ଅଧିକାଂଶ ଶ୍ରେଣୀରେ ପରୀକ୍ଷା ଶେଷ ହୋଇ ନ ଥିବାବେଳେ ମାଟ୍ରିକ ଖାତା ମୂଲ୍ୟାୟନ ମଧ୍ୟ ହୋଇନାହିଁ।…

6 years ago

୫ ହଜାର ପୋଲିସ କର୍ମଚାରୀଙ୍କ ସ୍ବାବ୍‌ ଟେଷ୍ଟ

ଭୁବନେଶ୍ୱର,୯।୫ (ବ୍ୟୁରୋ): ମୁମ୍ବାଇରେ ୨୫୦ ପୋଲିସ କରୋନା ଭୂତାଣୁ ସଂକ୍ରମଣରେ ଆକ୍ରାନ୍ତ ହୋଇଥିବା ଖବର ଆସିବା ପରେ କମିଶନରେଟ ପୋଲିସରେ ଛନକା ପଶିଛି। ତେଣୁ କମିଶନରେଟ ପୋଲିସର…

6 years ago

ଆମେରିକାରେ ଭାରତୀୟ ବାପଝିଅ ଡାକ୍ତରଙ୍କ ମୃତ୍ୟୁ

ନ୍ୟୁୟର୍କ,୯ା୫: ଆମେରିକାର ନ୍ୟୁଜର୍ସିରେ ଡାକ୍ତର ଭାବେ କାର୍ଯ୍ୟ କରୁଥିବା ଭାରତୀୟ ବଂଶୋଦ୍ଭବ ବାପଝିଅଙ୍କ କରୋନା ସଂକ୍ରମଣରେ ମୃତ୍ୟୁ ଘଟିଛି। ସେମାନେ ହେଲେ ଡା. ସତ୍ୟେନ୍ଦ୍ର ଦେବ ଖାନ୍ନା(୭୮)…

6 years ago

କର୍କଟ ରୋଗୀଙ୍କ କରାଯାଉନି ଅପରେଶନ: ୩ ଦିନ ମଧ୍ୟରେ ତଦନ୍ତ ରିପୋର୍ଟ ଦେବାକୁ ଓଏଚ୍‌ଆର୍‌ସିଙ୍କ ନିର୍ଦ୍ଦେଶ

ଭୁବନେଶ୍ୱର,୯।୫(ବ୍ୟୁରୋ): କଟକସ୍ଥିତ ଆଚାର୍ଯ୍ୟ ହରିହର ଆଞ୍ଚଳିକ କର୍କଟ କେନ୍ଦ୍ରରେ ଗୁରୁତ୍ୱପୂର୍ଣ୍ଣ ରୋଗୀଙ୍କ କରୋନା ପରୀକ୍ଷା ହୋଇ ନ ଥିବାରୁ ଅପରେଶନ କରାଯାଉନାହିଁ। ଫଳରେ ସେମାନଙ୍କ ସ୍ବାସ୍ଥ୍ୟାବସ୍ଥା ଜଟିଳ…

6 years ago

ମୁମ୍ବାଇ ଯାଇପାରେ କେନ୍ଦ୍ରୀୟ ବାହିନୀ

ମୁମ୍ବାଇ,୯ା୫(ପି.ଟି.): ମୁମ୍ବାଇରେ କରୋନା ସଂକ୍ରମଣ ସ୍ଥିତି ନିୟନ୍ତ୍ରଣ ବାହାରକୁ ଚାଲିଯାଇଥିବାବେଳେ ସୈନ୍ୟବାହିନୀକୁ ଡକାଯାଇଥିବା ନେଇ କଳ୍ପନାଜଳ୍ପନା ପ୍ରକାଶ ପାଇଥିଲା। ତେବେ ମୁଖ୍ୟମନ୍ତ୍ରୀ ଉଦ୍ଧବ ଠାକ୍‌ରେ ଏହାକୁ ଖଣ୍ଡନ…

6 years ago

ମା’ଙ୍କ ପାଇଁ ୪୫୩ କି.ମି. ଯାତ୍ରା

କଟକ ଅଫିସ,୯।୫: ଲକଡାଉନରେ ଅସ୍ତବ୍ୟସ୍ତ ହୋଇଗଲାଣି ଜୀବନ। ମଣିଷ ଏବେ ବନ୍ଦୀ ପ୍ରାୟ। କେଉଁ ଆଡେ ଯାଇପାରୁନି କି କାହା ସୁଖଦୁଃଖରେ ଭାଗିଦାରି ହୋଇପାରୁନି। ଦିନକୁ ଦିନ…

6 years ago