Home

ଭୁବନେଶ୍ୱରରେ ପୁଣି ୫ କରୋନା ପଜିଟିଭ୍‌ ଚିହ୍ନଟ

ଭୁବନେଶ୍ୱର,୧୬।୬(ବ୍ୟୁରୋ): ଭୁବନେଶ୍ୱରରେ କରୋନା ପଜିଟିଭ୍‌ଙ୍କ ସଂଖ୍ୟା ବୃଦ୍ଧି ପାଇବାରେ ଲାଗିଛି। ମଙ୍ଗଳବାର ରାଜ୍ୟରେ ଚିହ୍ନଟ ହୋଇଥିବା ନୂଆ ଆକ୍ରାନ୍ତଙ୍କ ମଧ୍ୟରୁ ୫ ଜଣ ରାଜଧାନୀ ଭୁବନେଶ୍ୱରର ବୋଲି…

6 years ago

ଚାଇନାର ୫ ସୈନ୍ୟ ମୃତ, ୧୧ ଆହତ: ଗ୍ଲୋବାଲ ଟାଇମ୍ସ୍‌

ବେଜିଂ, ୧୬।୬: ଭାରତ ଚାଇନା ସୈନ୍ୟ ସୋମବାର ରାତିରେ ଲଦାଖର ଗଲଓ୍ବାଂ ଘାଟିରେ ମୁହାଁମୁହିଁ ହୋଇଛନ୍ତି। ଉଭୟ ପକ୍ଷ ପରସ୍ପର ଉପରକୁ ଗୁଳି ଚାଳନା କରିଛନ୍ତି। ଏଥିରେ…

6 years ago

ସୁଶାନ୍ତଙ୍କ ମୃତ୍ୟୁ ଖବର ଶୁଣି ଏମିତି ଥିଲା ଧୋନୀଙ୍କ ପ୍ରତିକ୍ରିୟା

ଅଭିନେତା ସୁଶାନ୍ତ ସିଂ ରାଜପୁତଙ୍କ ମୃତ୍ୟୁ ଖବର ସମସ୍ତଙ୍କ ଚକିତ କରିଛି। ପୂର୍ବତନ ଭାରତୀୟ ଅଧିନାୟକ ମହେନ୍ଦ୍ର ସିଂ ଧୋନୀଙ୍କ ଜୀବନୀକୁ ନେଇ ନିର୍ମିତ ‘ଏମଏସ ଧୋନୀ…

6 years ago

ଗଲଓ୍ବାଂ ଘାଟି: ୧୯୬୨ରେ ମଧ୍ୟ ଚାଇନା ଭାରତକୁ ଦେଖାଇଥିଲା ନାଲି ଆଖି

ଲଦାଖ, ୧୬।୬: ଭାରତ ଚାଇନା ସୈନ୍ୟ ସୋମବାର ରାତିରେ ଲଦାଖର ଗଲଓ୍ବାଂ ଘାଟିରେ ମୁହାଁମୁହିଁ ହୋଇଛନ୍ତି। ଉଭୟ ପକ୍ଷ ପରସ୍ପର ଉପରକୁ ଗୁଳି ଚାଳନା କରିଛନ୍ତି। ଏଥିରେ…

6 years ago

ଜୁନ୍‌ ୨୧ ସୂର୍ଯ୍ୟପରାଗ ପରେ ନଷ୍ଟ ହେବ କରୋନା ଭୂତାଣୁ : ଭାରତୀୟ ବୈଜ୍ଞାନିକ

ଚେନ୍ନାଇ, ୧୬।୬: କରୋନା ମହାମାରୀ ଯୋଗୁ ପୃଥିବୀରେ ସଙ୍କଟ ଦେଖାଦେଇଛି। ତେବେ ଚଳିତ ଜୁନ ୨୧ରେ ହେବାକୁ ଥିବା ସୂର୍ଯ୍ୟପରାଗ ପରେ କରୋନା ଭୂତାଣୁ ନଷ୍ଟ ହୋଇଯିବ…

6 years ago

ଗଞ୍ଜାମରେ ପୁଣି ୮ କରୋନା ପଜିଟିଭ ଚିହ୍ନଟ: ଜିଲାରେ ମୋଟ ଆକ୍ରାନ୍ତଙ୍କ ସଂଖ୍ୟା ୬୯୮କୁ ବୃଦ୍ଧି

ଛତ୍ରପୁର, ୧୬।୬(ଡି.ଏନ୍‌.ଏ.): ଗଞ୍ଜାମ ଜିଲାରେ ମଙ୍ଗଳବାର ପୁଣି ୮ କରୋନା ପଜିଟିଭ ଚିହ୍ନଟ ହୋଇଛନ୍ତି। ଏହାକୁ ମିଶାଇ ଜିଲାରେ ମୋଟ ଆକ୍ରାନ୍ତଙ୍କ ସଂଖ୍ୟା ୬୯୮କୁ ବୃଦ୍ଧି ପାଇଛି।…

6 years ago

ରାଜ୍ୟରେ ବଢ଼ିଲା ବସ୍‌ ଭଡ଼ା: ସାଧାରଣ-ଏକ୍‌ପ୍ରେସ୍‌ ୩ ପଇସା, ଡିଲକ୍ସ- ଏସି ଡିଲକ୍ସ ୬ ପଇସାକୁ ବୃଦ୍ଧି

ଭୁବନେଶ୍ୱର, ୧୬।୬(ବ୍ୟୁରୋ): ଲଗାତାର ଭାବେ ପେଟ୍ରୋଲ ଓ ଡିଜେଲ ଦର ବୃଦ୍ଧି ପାଉଛି। ଗତ ୧୦ ଦିନ ମଧ୍ୟରେ ପ୍ରାୟ ୫ ଟଙ୍କା ଅଧିକ ଟଙ୍କା ବଢ଼ି…

6 years ago

ସରପଞ୍ଚ ଅଜୟ ପଣ୍ଡିତାଙ୍କ ହତ୍ୟାର ପ୍ରତିଶୋଧ ନେଲେ ସୁରକ୍ଷାକର୍ମୀ

ଶ୍ରୀନଗର,୧୬।୬: ଜମ୍ମୁ-କଶ୍ମୀର ଅନନ୍ତନାଗରେ ଜୁନ ୮ରେ କଶ୍ମୀରି ପଣ୍ଡିତ ସରପଞ୍ଚ ଅଜୟ ପଣ୍ଡିତାଙ୍କ ହୋଇଥିବା ହତ୍ୟାର ପ୍ରତିଶୋଧ ନେଇଛନ୍ତି ସୁରକ୍ଷାକର୍ମୀ। ଗତ ସପ୍ତାହ ଏନ୍‌କାଉଣ୍ଟରରେ ନିପାତ ହୋଇଥିବା…

6 years ago

୪୫ ବର୍ଷ ପରେ ଭାରତ-ଚାଇନା ସୀମାରେ ଗୁଳି ବିନିମୟ: ଜଣେ କର୍ନଲ-୨ ଯବାନ ଶହୀଦ

ଲଦାଖ, ୧୬।୬: ଭାରତ ଚାଇନା ସୀମାରେ ଦୀର୍ଘ ୪୫ ବର୍ଷ ପରେ ପୁଣି ଥରେ ଗୁଳି ବିନିମୟ ହୋଇଛି। ଏହି ଘଟଣାରେ ଜଣେ କର୍ନଲ ଏବଂ ୨…

6 years ago

ବଢ଼ିଲା ରଥଯାତ୍ରା ସମ୍ଭାବନା: ରଥ ପ୍ରତିଷ୍ଠା ପାଇଁ ଦେଉଳ ପୁରୋହିତଙ୍କୁ ଅନୁମତି

ପୁରୀ ଅଫିସ, ୧୬।୬: ମହାମାରୀ କରୋନା ଯୋଗୁ ମହାପ୍ରଭୁଙ୍କ ରଥ ବଡ଼ଦାଣ୍ଡରେ ଗଡ଼ିବ ନା ନାହିଁ ଏହାକୁ ନେଇ କଳ୍ପନାଜଳ୍ପନା ଲାଗିରହିଛି। ଆସନ୍ତା ୨୩ ତାରିଖରେ ରଥଯାତ୍ରା।…

6 years ago