Home

ନିଜକୁ ଜୀବିତ ପ୍ରମାଣ କରିବା ପାଇଁ ୨ ବର୍ଷ ହେଲା ସରକାରୀ କାର୍ଯ୍ୟାଳୟରେ ଘୁରି ବୁଲୁଛନ୍ତି ମହିଳା

ଭୋପାଳ,୧।୩: ଫିଲ୍ମ କାହାଣୀରେ ଜଣଙ୍କର ମୃତ୍ୟୁ ହୋଇଥିଲେ ମଧ୍ୟ ସେ ଜୀବିତ ଥିବା ଦେଖିବାକୁ ମିଳିଥାଏ। ତେବେ ମଧ୍ୟପ୍ରଦେଶରେ ଜଣେ ମହିଳାଙ୍କ ଜୀବନ ଏବେ ଫିଲ୍ମ କାହାଣୀ…

6 years ago

କବାଟ ଭାଙ୍ଗି ଦୁର୍ବୃତ୍ତ ଲୁଟିନେଲେ ଲକ୍ଷାଧିକ ଟଙ୍କାର ଅଳଙ୍କାର, ବାହାରେ ଫିଙ୍ଗିଲେ ଗୁରୁତ୍ୱପୂର୍ଣ୍ଣ କାଗଜପତ୍ର

ବାହାନଗା,୧।୩(ଡି.ଏନ୍‌.ଏ.): ଶନିବାର ବିଳମ୍ବିତ ରାତିରେ ବାଲେଶ୍ୱର ଜିଲା ବାହାନଗା ବ୍ଲକ ଷଷ୍ଠୀ ଗ୍ରାମସ୍ଥିତ ଉଡମ୍ବର ସାହିରେ ଜଣେ ବ୍ୟକ୍ତିଙ୍କ ଘର କବାଟ ଭାଙ୍ଗି ଲକ୍ଷାଧିକ ଟଙ୍କାର ସୁନା…

6 years ago

ଏନ୍‌ଡିଏ ସହ ମିଶି ୨ଶହ ବିଧାନସଭା ଆସନରେ ଜିତିବ ଜେଡିୟୁ: ନୀତୀଶ

ପାଟନା,୧।୩: ବିହାର ବିଧାନସଭା ନିର୍ବାଚନ ଚଳିତ ବର୍ଷ ହେବାକୁ ଯାଉଛି। ଏବେଠାରୁ ଏହାକୁ ନେଇ ରାଜନୀତି ହେଲାଣି ସରଗରମ। ରବିବାର ବିହାର ମୁଖ୍ୟମନ୍ତ୍ରୀ ନୀତୀଶ କୁମାର ତାଙ୍କ…

6 years ago

୪୦ ଲକ୍ଷ ଟଙ୍କାର ବ୍ରାଉନସୁଗାର ଜବତ: ୩ ଗିରଫ

ଜଳେଶ୍ୱର,୧।୩(ସ୍ବ.ପ୍ର.): ବାଲେଶ୍ୱର ଜିଲା ଜଳେଶ୍ବରରେ ବ୍ରାଉନସୁଗାର କାୟା ବିସ୍ତାର କରିଥିବା ବେଳେ ପୋଲିସ ଏହାର ମାଷ୍ଟରମାଇଣ୍ଡ ଶେଖ୍‌ ସାଦିକ୍‌ ଓରଫ ଚୁଇଁଙ୍କ ସମେତ ୩ ଜଣଙ୍କୁ ରବିବାର…

6 years ago

ଜଳ ସଂରକ୍ଷଣ ପାଇଁ ଅଣ୍ଟା ଭିଡ଼ିଲେ ୨୦ ହଜାର ଲୋକ: ୩ ଘଣ୍ଟାରେ ନିର୍ମାଣ ହେଲା ୪୦ ହଜାର କୁଣ୍ଡ

ଝାବୁଆ,୧।୩: ଜଳ ସଂରକ୍ଷଣ ପାଇଁ ମଧ୍ୟପ୍ରଦେଶ ଝାବୁଆ ଜିଲାରେ ରବିବାର ୨୦ ହଜାର ଲୋକ ମିଳିତ ଭାବେ କାମ କରିଛନ୍ତି। ସେମାନେ ସକାଳ ୬ଟା ପୂର୍ବାହ୍ନ ୯ଟା…

6 years ago

ଚାଇନାକୁ ୨ଶହ ଟନ୍‌ ଚାଉଳ ଦାନ କଲା ମ୍ୟାନମାର

ୟାନଗୋନ,୧।୩: କରୋନା ଭାଇରସ କବଳରେ ପଡି ଆର୍ଥିକ ସ୍ତରରେ ପଛକୁ ଚାଲିଯାଇଥିବା ଚାଇନାକୁ ଏବେ ବିଭିନ୍ନ ଦେଶ ସହାୟତାର ହାତ ବଢାଇଛନ୍ତି। ଏହି କ୍ରମରେ ରବିବାର ମ୍ୟାନମାର…

6 years ago

୨୦୨୧ରେ ପଶ୍ଚିମବଙ୍ଗରେ ଭାଜପା ଗଢ଼ିବ ସରକାର: ଶାହା

କୋଲକାତା, ୧।୩: ଆସନ୍ତା ୨୦୨୧ରେ ହେବାକୁଥିବା ପଶ୍ଚିମବଙ୍ଗ ବିଧାନସଭା ନିର୍ବାଚନରେ ଭାଜପା ଦୁଇ ତୃତୀୟାଶଂ ସଂଖ୍ୟା ଗରିଷ୍ଠତା ହାସଲ କରି ସରକାର ଗଠନ କରିବ। କୋଲକାତାଠାରେ ଆୟୋଜିତ…

6 years ago

ଲଣ୍ଡନରେ ଦିଲ୍ଲୀ ହିଂସାକୁ ବିରୋଧ: ଶାହାଙ୍କ ଇସ୍ତଫା ଦାବି

ଇଂଲଣ୍ଡ,୧।୩: ଦିଲ୍ଲୀରେ ଘଟିଥିବା ଭିଡ ହିଂସାର ପ୍ରଭାବ ବିଦେଶରେ ମଧ୍ୟ ଦେଖିବାକୁ ମିଳିଛି। ଏହା ବିରୋଧରେ ଲଣ୍ଡନ, ପ୍ୟାରିସ୍‌,ବ୍ରସେଲ୍ସ୍‌, ଜେନେଭା, ହେଲସିଙ୍କ୍‌,କାରାକୋୱ, ଦି ହଗ୍‌, ଷ୍ଟକ୍‌ହୋମ୍‌, ଡବଲିନ୍‌,…

6 years ago

୬ କିମିର ବହି ସଜାଇ ଗିନିଜ୍‌ ରେକର୍ଡ

ନ୍ୟୁୟର୍କ,୧।୩: କେତେକଙ୍କ ମଧ୍ୟରେ ରେକର୍ଡ କରିବା ନିଶା ରହିଥାଏ। ସେମାନେ ନିଜ କାମ ଦ୍ୱାରା ରେକର୍ଡ କରିବାକୁ ଉଦ୍ୟମ କରିଥାନ୍ତି। ନ୍ୟୁୟର୍କରେ କିଛି ସ୍ବେଚ୍ଛାସେବୀ ୬.୧୩ କିମିର…

6 years ago

ବଞ୍ଚି ରହିଛି ଭାଇଚାରା: ଘର ଛାଡି ପଳାଉଥିବା ମୁସଲମାନ୍‌ଙ୍କୁ ସୁରକ୍ଷା ପ୍ରତିଶ୍ରୁତି ଦେଲେ ହିନ୍ଦୁ

ନୂଆଦିଲ୍ଲୀ, ୧।୩: ଦିଲ୍ଲୀରେ ଘଟିଥିବା ଭିଡ଼ ହିଂସାପରେ ଲୋକେ ନିଜର ସୁରକ୍ଷା ନେଇ ସନ୍ଦେହରେ ପଡ଼ିଛନ୍ତି। ଶାହିନ ବାଗ୍‌ଠାରୁ ମାତ୍ର ୨ କିମି ଦୂରରେ ଦକ୍ଷିଣ-ପୂର୍ବ ଦିଲ୍ଲୀର…

6 years ago