ଭୁବନେଶ୍ୱର,୨୫।୧(ବ୍ୟୁରୋ): କଟକ ଶ୍ରୀରାମଚନ୍ଦ୍ର ଭଞ୍ଜ ମେଡିକାଲ କଲେଜ ଓ ହସ୍ପିଟାଲ(ଏସ୍ସିବି) ପୁନର୍ବିନ୍ୟାସ କାର୍ଯ୍ୟକ୍ରମରେ କ୍ଷତିଗ୍ରସ୍ତଙ୍କ ପାଇଁ ଥଇଥାନ ଏବଂ ସହାୟତା ପ୍ୟାକେଜକୁ ଶନିବାର ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ…
ନୂଆଦିଲ୍ଲୀ,୨୫।୧: ଦିଲ୍ଲୀ ବିଧାନସଭା ନିର୍ବାଚନ ପାଇଁ ଭାଜପା ପ୍ରାର୍ଥୀ କପିଲ ମିଶ୍ରା ୪୮ ଘଣ୍ଟା ପାଇଁ ପ୍ରଚାର କରିପାରିବେନି। ଏନେଇ ନିର୍ବାଚନ କମିଶନଙ୍କ ପକ୍ଷରୁ ନିର୍ଦ୍ଦେଶ ଜାରି…
ରାଇକିଆ,୨୫।୧(ଡି.ଏନ୍.ଏ.) : କନ୍ଧମାଳ ଜିଲା ରାଇକିଆ ବ୍ଲକ କରଡ଼ା ଗ୍ରାମରେ ଥିବା ହନୁମାନ ମନ୍ଦିରର ପୂଜାରୀଙ୍କୁ ଶୁକ୍ରବାର ବିଳମ୍ବିତ ରାତିରେ ଦୁର୍ବୃତ୍ତମାନେ ବନ୍ଧୁକ ଦେଖାଇ ୩୬ ହଜାର…
ଗାନ୍ଧିନଗର,୨୫।୧: ଆମେରିକା ରାଷ୍ଟ୍ରପତି ଡୋନାଲ୍ଡ୍ ଟ୍ରମ୍ପ୍ ଆସନ୍ତା ଫେବୃୟାରୀରେ ଭାରତ ଗସ୍ତରେ ଆସୁଛନ୍ତି। ଏହି ଅବସରରେ ଗୁଜରାଟ ଅହମ୍ମଦାବାଦ୍ରେ ଫେବୃୟାରୀ ୨୫ରେ ଏକ ସମ୍ବର୍ଦ୍ଧନା ସଭାର ଆୟୋଜନ…
ବ୍ରହ୍ମପୁର ଅଫିସ,୨୫।୧: ଉପଖଣ୍ଡ ଜିଲା ପ୍ରଶାସନ ପକ୍ଷରୁ ୧୦ମ ଜାତୀୟ ଭୋଟର ଦିବସ ଶନିବାର ପାଳିତ ହୋଇଯାଇଛି । ଏହି ଅବସରରେ ପୂର୍ବାହ୍ନରେ ଉପଜିଲାପାଳଙ୍କ କାର୍ଯ୍ୟାଳୟ ପରିସରରୁ…
ଚିତ୍ରକୋଣ୍ଡା,୨୫।୧(ଡି.ଏନ୍.ଏ.): ମାଲକାନଗିରି ଜିଲା ଚିତ୍ରକୋଣ୍ଡା ବ୍ଲକ ଅନ୍ତର୍ଗତ ୧୮ଟି ପଞ୍ଚାୟତର ବିଭିନ୍ନ ବୁଥ୍ରେ ଶନିବାର ଜାତୀୟ ମତଦାତା ଦିବସ ପାଳିତ ହୋଇଯାଇଛି। ଏଥିପାଇଁ ଚିତ୍ରକୋଣ୍ଡା ବିଡିଓ ଲରିମନ…
ନୂଆଦିଲ୍ଲୀ,୨୫।୧: ବହୁ ଚର୍ଚ୍ଚିତ ନିର୍ଭୟା ଗଣବଳାତ୍କାର ମାମଲାର ଅନ୍ୟତମ ଦୋଷୀ ମୁକେଶ କୁମାର ସିଂ ଏବେ ସୁପ୍ରିମକୋର୍ଟଙ୍କ ଦ୍ୱାରସ୍ଥ ହୋଇଛନ୍ତି। ରାଷ୍ଟ୍ରପତି ରାମନାଥ କୋବିନ୍ଦଙ୍କ ଦ୍ୱାରା ତାଙ୍କର…
ଭବାନୀପାଟଣା,୨୫।୧(ଡି.ଏନ୍.ଏ.) : ଏକ ଘରୋଇ ବସ୍ର କାଚ ଭାଙ୍ଗିବା ଅଭିଯୋଗରେ ଟାଉନ ଥାନା ପୋଲିସ କଳାହାଣ୍ଡି ଜିଲା ଭବାନୀପାଟଣାର ୨ ଯୁବକଙ୍କୁ ଗିରଫ କରି ଶୁକ୍ରବାର ସନ୍ଧ୍ୟାରେ…
ଭୁବନେଶ୍ୱର,୨୫।୧(ବ୍ୟୁରୋ): ବିମାନବନ୍ଦର ଛାତ ଭୁଶୁଡ଼ିବା ଘଟଣାର ତଦନ୍ତ ଏକ୍ସପର୍ଟ ଟିମ୍ କରିବ। ସମ୍ପୃକ୍ତ ଠିକାଦାର ଏବଂ ଇଞ୍ଜିନିୟରମାନଙ୍କୁ ପଚରାଉଚରା ଚାଲିଛି। ଦୁର୍ଘଟଣା କେଉଁ ପରିସ୍ଥିତିରେ ଘଟିଲା ତାହାର…
ଭୁବନେଶ୍ୱର,୨୫।୧(ବ୍ୟୁରୋ): ଗଣତନ୍ତ୍ର ଦିବସର ଅବ୍ୟବହିତ ପୂର୍ବରୁ ଶନିବାର ପୋଲିସ ମେଡାଲ ଘୋଷଣା କରାଯାଇଛି। ତିନୋଟି ବର୍ଗରେ ଓଡ଼ିଶାରୁ ମୋଟ ୨୯ଜଣ ପାଇବେ ମେଡାଲ। ସାହସିକତା ପାଇଁ ୧୬…