କଟକ ଅଫିସ, ୨୪ା୧:ସାମଗ୍ରୀ କିଛି କିଣାବିକା ନ ହୋଇ କାଗଜରେ ୧୧୮୦ କୋଟି ଟଙ୍କାର କାରବାର ଦର୍ଶାଯାଇଛି। ଜାଲ୍ କାଗଜପତ୍ର ମାଧ୍ୟମରେ କୋଟି କୋଟି ଟଙ୍କାର ବ୍ୟବସାୟ…
ପୁରୀ ଅଫିସ,୨୪ା୧:ଶ୍ରୀମନ୍ଦିର ଭିତରକୁ ଯାଉଛି ବାହାର ଅଙ୍ଗାର। ଏହି ଅଙ୍ଗାରରେ ରୋଷଘରେ ପ୍ରସ୍ତୁତ ହେଉଛି ମହାପ୍ରସାଦ। ଏ ନେଇ ଗତ ଡିସେମ୍ବର ୧୮ତାରିଖ ଛତିଶା ନିଯୋଗ ବୈଠକରେ…
ନୂଆଦିଲ୍ଲୀ,୨୪ା୧:ଇଣ୍ଡିଆ ଟୁଡେ ମୁଡ୍ ଅଫ୍ ଦି ନେଶନ ପକ୍ଷରୁ ଜାନୁୟାରୀରେ କରାଯାଇଥିବା ସର୍ଭେ ଅନୁଯାୟୀ ଉତ୍ତରପ୍ରଦେଶ ମୁଖ୍ୟମନ୍ତ୍ରୀ ଯୋଗୀ ଆଦିତ୍ୟନାଥଙ୍କୁ ଦେଶର ଶ୍ରେଷ୍ଠ ମୁଖ୍ୟମନ୍ତ୍ରୀ ଭାବେ ଅଭିହିତ…
ନୂଆଦିଲ୍ଲୀ,୨୪ା୧:ନିର୍ଭୟା ଗଣବଳାତ୍କାର ଓ ହତ୍ୟା ମାମଲାର ୪ ଅପରାଧୀଙ୍କୁ ଫେବୃୟାରୀ ୧ରେ ଫାଶୀ ଦିଆଯିବାକୁ ଥିବାବେଳେ ଏହାର ୯ ଦିନ ପୂର୍ବରୁ ତିହାର ଜେଲ୍ କର୍ତ୍ତୃପକ୍ଷ ସେମାନଙ୍କର…
କଟକ ଅଫିସ,୨୪ା୧:ହାଇକୋର୍ଟ ଆଡଭୋକେଟ ସାବିତ୍ରୀ ରଥ ଓଡ଼ିଶା ହାଇକୋର୍ଟର ବିଚାରପତି ହେବେ। ସୁପ୍ରିମକୋର୍ଟଙ୍କ କଲେଜିୟମ ପକ୍ଷରୁ ସାବିତ୍ରୀଙ୍କ ନାମ ଗତ ବୁଧବାର ସୁପାରିସ କରାଯାଇଥିଲା। କଲେଜିୟମର ସୁପାରିସ…
ବଲାଙ୍ଗୀର ଅଫିସ, ୨୪ା୧: ପଶ୍ଚିମ ଓଡ଼ିଶାରେ ବିଭିନ୍ନ ଓକିଲ ସଂଘ ପକ୍ଷରୁ ଦୀର୍ଘବର୍ଷ ଧରି ଚାଲିଥିବା ହାଇକୋର୍ଟ ସ୍ଥାୟୀ ବେଞ୍ଚ ପ୍ରତିଷ୍ଠା ଆନ୍ଦୋଳନ ଏବେ ଏକ ଭିନ୍ନମୋଡ…
ଭୁବନେଶ୍ୱର,୨୪ା୧(ବ୍ୟୁରୋ):ପ୍ରଥମଥର ପାଇଁ ଓଡ଼ିଶାରୁ ଏକ କ୍ଷୁଦ୍ର ଚଳଚ୍ଚିତ୍ର ‘ଫିଲ୍ମଫେୟାର ଶର୍ଟ ଫିଲ୍ମ ଆଓ୍ବାର୍ଡସ-୨୦୨୦’ ପ୍ରତିଯୋଗିତା ଦୌଡ଼ରେ ସାମିଲ ହୋଇଛି। ଓଡ଼ିଶା ଜନ୍ମିତ ବିଜ୍ଞାପନ ଫିଲ୍ମ ନିର୍ମାତା ଦୟାନିଧି…
ନୂଆଦିଲ୍ଲୀ,୨୪ା୧(ପି.ଟି.):ଓଡ଼ିଆ ଅଫିସର ଲ୍ୟୁଟ୍ନାଣ୍ଟ ଜେନେରାଲ ସି.ପି. ମହାନ୍ତିଙ୍କୁ ଦକ୍ଷିଣାଞ୍ଚଳ ସେନା କମାଣ୍ଡର ଭାବେ ନିଯୁକ୍ତି ମିଳିଛି। ସେନା ମୁଖ୍ୟ ଜେନେରାଲ ମନୋଜ ମୁକୁନ୍ଦ ନରଓ୍ବଣେ ତାଙ୍କୁ ଏହି…
କଟକ ଅଫିସ, ୨୪ା୧: ଆୟ ବହିର୍ଭୂତ ସମ୍ପତ୍ତି ଠୁଳ ମାମଲାରେ ଭବାନୀପାଟଣା ବିଧାନସଭା ଆସନର ପୂର୍ବତନ ବିଧାୟକ ଅନାମ ନାଏକଙ୍କୁ ଭିଜିଲାନ୍ସ ଗୁରୁବାର ଗିରଫ କରିଛି। ଏ…
ଭୁବନେଶ୍ୱର,୨୪ା୧(ବ୍ୟୁରୋ):ବର୍ଜ୍ୟବସ୍ତୁ ପରିଚାଳନା ଓ ଅପସାରଣ କ୍ଷେତ୍ରରେ ଇତିହାସ ରଚିଛି ପୂର୍ବତଟ ରେଳପଥ। ବର୍ଜ୍ୟବସ୍ତୁରୁ ଶକ୍ତି ଉତ୍ପାଦନ କ୍ଷେତ୍ରରେ ଦେଶର ପ୍ରଥମ ସରକାରୀ ପ୍ରକଳ୍ପ କାର୍ଯ୍ୟକ୍ଷମ ହୋଇଛି। ଗୁରୁବାର…