Home

ଆଜି ଦେବସ୍ନାନ ପୂର୍ଣ୍ଣିମା: ବିନା ଭକ୍ତରେ ସ୍ନାନମଣ୍ଡପରେ ବିଜେ ଶ୍ରୀଜିଉ, ଦ୍ୱିତୀୟ ଶ୍ରୀକ୍ଷେତ୍ରରେ ୨ ଘଣ୍ଟା ବିଳମ୍ବରେ ହେଲା ଅବକାଶ ନୀତି

ବାରିପଦା ଅଫିସ,୫ା୬: ଦ୍ୱିତୀୟ ଶ୍ରୀକ୍ଷେତ୍ର ଭାବେ ପରିଚିତ ମୟୂରଭଞ୍ଜ ଜିଲା ବାରିପଦାସ୍ଥିତ ଶ୍ରୀ ଶ୍ରୀ ହରିବଳଦେବଜୀଉ ମହାପ୍ରଭୁଙ୍କ ମନ୍ଦିରରେ ଶୁକ୍ରବାର ପବିତ୍ର ଦେବସ୍ନାନ ପୂର୍ଣ୍ଣିମା ଅନୁଷ୍ଠିତ ହୋଇଯାଇଛି।…

6 years ago

ଛେରାପହଁରା କଲେ ଗଜପତି ମହାରାଜାଙ୍କ ପ୍ରତିନିଧି ମୁଦିରଥ

ପୁରୀ ଅଫିସ, ୫।୬: ପବିତ୍ର ଦେବସ୍ନାନ ପୂର୍ଣ୍ଣିମାରେ ସ୍ନାନମଣ୍ଡପରେ ବିଜେ କରିଛନ୍ତି ମହାପ୍ରଭୁ। ସ୍ନାନବେଦୀରେ ବିଜେ କରିବା ପରେ ନୀତିକାନ୍ତି ଆରମ୍ଭ ହୋଇଛି। ବେଦୀରେ ମହାପ୍ରଭୁଙ୍କ ଜଳଲାଗି…

6 years ago

ହାତୀ ମୃତ୍ୟୁ ଘଟଣା: ଜଣେ ଅଭିଯୁକ୍ତ ଗିରଫ

ତିରୁଭାନନ୍ତପୁରମ,୫।୬: କେରଳର ମଲ୍ଲାପୁରମ୍‌ରେ ଏକ ଗର୍ଭିଣୀ ହାତୀକୁ ବାଣ ଭର୍ତ୍ତି ସପୁରୀ ଖୁଆଇ ହତ୍ୟା କରିବା ଭଳି ଏକ ହୃଦୟବିଦାରକ ଘଟଣା ସମଗ୍ର ଦେଶରେ ଆଲୋଡନ ସୃଷ୍ଟି…

6 years ago

CORONAVIRUS UPDATE: ପୁଣି ଜଣେ ଆକ୍ରାନ୍ତଙ୍କ ମୃତ୍ୟୁ, ରାଜ୍ୟରେ ମୋଟ୍‌ ମୃତ୍ୟୁ ସଂଖ୍ୟା ୮ ଛୁଇଁଲା

ଭୁବନେଶ୍ୱର,୫ା୬(ବ୍ୟୁରୋ): ରାଜ୍ୟରେ ଶୁକ୍ରବାର ଆଉ ଜଣେ କରୋନା ଆକ୍ରାନ୍ତ ଆଖି ବୁଜିଛନ୍ତି। ସେ କରୋନାରେ ଆକ୍ରାନ୍ତ ହୋଇ କୋଭିଡ୍‌ ହସ୍ପିଟାଲରେ ଚିକିତ୍ସିତ ହେଉଥିବା ବେଳେ ତାଙ୍କର ମୃତ୍ୟୁ…

6 years ago

ଐଶ୍ୱର୍ଯ୍ୟା ରାୟଙ୍କ ଗୀତରେ ନୃତ୍ୟକରି ଦର୍ଶକଙ୍କ ମନ ଜିଣିଲେ ପ୍ରିୟା ପ୍ରକାଶ

ନିଜର ଫେସିଆଲ ଏକ୍ସପ୍ରେସନ୍‌ ଦ୍ୱାରା ଦର୍ଶକଙ୍କ ହୃଦୟ ଜିଣିପାରିଥିବା ଅଭିନେତ୍ରୀ ପ୍ରିୟା ପ୍ରକାଶ ଓ୍ବାରିୟର ପୁଣି ଥରେ ଏକ ଭିଡିଓ ମାଧ୍ୟମରେ ଧୂମ୍‌ ମଚାଇଛନ୍ତି। ପ୍ରିୟା ନିଜ…

6 years ago

ମୋଦି ସରକାରଙ୍କ ନିଷ୍ପତ୍ତି: ୨୦୨୧ ମାର୍ଚ୍ଚ ପର୍ଯ୍ୟନ୍ତ ଆରମ୍ଭ ହେବ ନାହିଁ କୌଣସି ନୂଆ ସ୍କିମ

ନୂଆଦିଲ୍ଲୀ,୫।୬: କରୋନା ସଙ୍କଟ ଏବଂ ଲକ୍‌ଡାଉନ୍‌ ଯୋଗୁ ଦେଶର ଅର୍ଥନୀତି ବିଗିଡିଯାଇଛି। ଦେଶର ରାଜସ୍ବ ଉପରେ ଏହାର ପ୍ରଭାବ ପଡିଛି। ଫଳରେ କେନ୍ଦ୍ର ସରକାର ନୂଆ ଯୋଜନା…

6 years ago

୨୧ ଜିଲାରୁ ୧୩୦ କରୋନା ପଜିଟିଭ ଚିହ୍ନଟ: ସର୍ବାଧିକ କଟକରୁ

ଭୁବନେଶ୍ୱର, ୫।୬(ବ୍ୟୁରୋ): ଶୁକ୍ରବାର ରାଜ୍ୟରେ ଚିହ୍ନଟ ହୋଇଥିବା ୧୩୦ କରୋନା ଆକ୍ରାନ୍ତ ୨୧ଟି ଜିିଲାର। ତେବେ କଟକରୁ ସର୍ବାଧିକ ୨୩ଜଣ ଆକ୍ରାନ୍ତ ଚିହ୍ନଟ ହୋଇଥିବା ବେଳେ ମୟୂରଭଞ୍ଜ…

6 years ago

୨୪ ଘଣ୍ଟାରେ ୯ ହଜାର ୮୫୧ ନୂଆ ଆକ୍ରାନ୍ତ ଚିହ୍ନଟ: କରୋନା ସଂକ୍ରମିତଙ୍କ ସଂଖ୍ୟା ୨.୨୫ ଲକ୍ଷ ଟପିଲା

ନୂଆଦିଲ୍ଲୀ,୫।୬ : ମହାମାରୀ କରୋନା ଭାରତରେ କାୟା ବିସ୍ତାର କରିଚାଲିଛି। ଗତ ୨୪ ଘଣ୍ଟାରେ ଦେଶରେ ୯ ହଜାର ୮୫୧ଜଣ ନୂଆ ଆକ୍ରାନ୍ତ ଚିହ୍ନଟ ହୋଇଛନ୍ତି। ଫଳରେ…

6 years ago

CORONAVIRUS UPDATE: ରାଜ୍ୟରେ ପୁଣି ୧୩୦ କରୋନା ପଜିଟିଭ ଚିହ୍ନଟ; ଆକ୍ରାନ୍ତଙ୍କ ସଂଖ୍ୟା ୨୬୦୮ରେ ପହଞ୍ଚିଲା

ଭୁବନେଶ୍ୱର, ୫।୬(ବ୍ୟୁରୋ): ରାଜ୍ୟରେ ଶୁକ୍ରବାର ପୁଣି ୧୩୦ ଜଣ କରୋନା ପଜିଟିଭ ଚିହ୍ନଟ ହୋଇଛନ୍ତି। ଏହାକୁ ମିଶାଇ ମୋଟ ଆକ୍ରାନ୍ତଙ୍କ ସଂଖ୍ୟା ୨୬୦୮ରେ ପହଞ୍ଚିଛି। ତେବେ ନୂଆ…

6 years ago

ସ୍ନାନମଣ୍ଡପରେ ଶ୍ରୀ ବଳଦେବଜୀଉ: ମନ୍ଦିର ନିକଟରେ ୧୪୪ ଧାରା ଜାରି, ଦର୍ଶନରୁ ବଞ୍ଚିତ ଶ୍ରଦ୍ଧାଳୁ

କେନ୍ଦ୍ରାପଡ଼ା ଅଫିସ,୫ା୬: ତୁଳସୀ କ୍ଷେତ୍ରାଧିପତି ଶ୍ରୀ ବଳଦେବଜୀଉଙ୍କ ସ୍ନାନଯାତ୍ରା ନୀତି ଶୁକ୍ରବାର ଅରମ୍ଭ ହୋଇଛି। ପ୍ରତ୍ୟୁଷରୁ ମଙ୍ଗଳାର୍ପଣ ପରେ ଶ୍ରୀ ବଳଦେବଜୀଉଙ୍କ ସହିତ ପ୍ରଭୁ ଜଗନ୍ନାଥ ଏବଂ…

6 years ago