Home

ଓ୍ବାଶିଂଟନରେ ଗାନ୍ଧିଜୀଙ୍କ ପ୍ରତିମୂର୍ତ୍ତି ଭଙ୍ଗାରୁଜା

ଓ୍ବାଶିଂଟନ/ନୂଆଦିଲ୍ଲୀ,୫ା୬(ପି.ଟି.)ଆମେରିକାର ଓ୍ବାଶିଂଟନସ୍ଥିତ ଭାରତୀୟ ଦୂତାବାସ ବାହାରେ ଥିବା ମହାତ୍ମା ଗାନ୍ଧୀଙ୍କ ପ୍ରତିମୂର୍ତ୍ତିକୁ କେତେଜଣ ଅଜଣା ଦୁର୍ବୃତ୍ତ ଭଙ୍ଗାରୁଜା କରିବା ସହ ସେଥିରେ ରଙ୍ଗ ସ୍ପ୍ରେ କରିଛନ୍ତି। ଦୂତାବାସ…

6 years ago

ଭାରତ-ଅଷ୍ଟ୍ରେଲିଆ ବଡ଼ ପ୍ରତିରକ୍ଷା ଚୁକ୍ତି

ନୂଆଦିଲ୍ଲୀ,୫ା୬(ପି.ଟି.):ଭାରତ ମହାସାଗର ଅଞ୍ଚଳରେ ଚାଇନା ନିଜର ଶକ୍ତି ବୃଦ୍ଧି କରିଚାଲିଥିବାରୁ ଏହାକୁ ନଜରରେ ରଖି ଭାରତ ଓ ଅଷ୍ଟ୍ରେଲିଆ ପରସ୍ପର ମଧ୍ୟରେ ପ୍ରତିରକ୍ଷା ସହଯୋଗ ଲାଗି ହାତ…

6 years ago

ଆଜି ସ୍ନାନଯାତ୍ରା

ପୁରୀ ଅଫିସ, ୫ା୬:ଶୁକ୍ରବାର ଦେବସ୍ନାନ ପୂର୍ଣ୍ଣିମା। ଏହି ପବିତ୍ର ତିଥିରେ ରତ୍ନବେଦିରୁ ସ୍ନାନମଣ୍ଡପକୁ ଓହ୍ଲାଇ ଆସିବେ ବିଶ୍ୱନିୟନ୍ତା। ପ୍ରତିଦିନ ବିମ୍ବ (ଦର୍ପଣ) ସ୍ନାନ କରୁଥିବା ମହାପ୍ରଭୁ କରିବେ…

6 years ago

ଆସୁଛି ଲଘୁଚାପ

ଭୁବନେଶ୍ୱର,୫ା୬(ବ୍ୟୁରୋ): ପଶ୍ଚିମ କେନ୍ଦ୍ରୀୟ ବଙ୍ଗୋପସାଗର ଓ ଏହାର ଆଖପାଖ ଅଞ୍ଚଳରେ ଆସନ୍ତା ୮ ତାରିଖରେ ଏକ ଲଘୁଚାପ ସୃଷ୍ଟି ହେବ। ଏହାର ପ୍ରଭାବରେ ରାଜ୍ୟରେ ଦୁଇ ତିନି…

6 years ago

‘ଆତ୍ମସଂଯମ ହିଁ ଏକମାତ୍ର ବିକଳ୍ପ’

ଭୁବନେଶ୍ୱର,୫ା୬(ବ୍ୟୁରୋ):ଜୀବନ ଓ ଜୀବିକା ଦୁଇଟି ଯାକ ଗୁରୁତ୍ୱପୂର୍ଣ୍ଣ। ସୁସ୍ଥରେ ରହିଲେ ଜୀବିକା ଆଗକୁ ବଢ଼ିବ। ଜୀବିକା ଗୁରୁତ୍ୱପୂର୍ଣ୍ଣ ବୋଲି ଲକ୍‌ଡାଉନ କୋହଳ କରାଯାଇଛି। ଜୀବନ ପ୍ରତି ଯେପରି…

6 years ago

୮ ବର୍ଷରେ ୭୫୦ ବାଘ ମୃତ

ନୂଆଦିଲ୍ଲୀ,୫ା୬(ପି.ଟି.):ଶିକାର ଓ ଅନ୍ୟାନ୍ୟ କାରଣରୁ ଗତ ୮ ବର୍ଷ ମଧ୍ୟରେ ଭାରତରେ ୭୫୦ ବାଘ ମୃତ୍ୟୁମୁଖରେ ପଡ଼ିଥିବା ସରକାରୀ ତଥ୍ୟରୁ ଜଣାପଡିଛି। କେବଳ ମଧ୍ୟପ୍ରଦେଶରେ ସର୍ବାଧିକ ୧୭୩ଟି…

6 years ago

ପ୍ରଦୂଷଣ ରୋକିବ ଲକ୍‌ଡାଉନ୍‌ ମଡେଲ

ନୂଆଦିଲ୍ଲୀ,୫ା୬:ମହାମାରୀ କରୋନା ବିଶ୍ୱ ପାଇଁ ଏକ ଅଭିଶାପ ରୂପରେ ଆସିଛି। କିନ୍ତୁ ଏହି ଘାତକ ଭୂତାଣୁର ମୁକାବିଲା ଲାଗି ନିଆଯାଉଥିବା ପଦକ୍ଷେପ ଭାରତ ସମେତ ସାରା ବିଶ୍ୱକୁ…

6 years ago

ଶରୀରରେ ହିମୋଗ୍ଲୋବିନ୍‌ ସ୍ତର ବୃଦ୍ଧି କରେ ମିଶ୍ରି

ମିଶ୍ରି ସେବନ ଦ୍ୱାରା ଅନେକ ରୋଗ ଭଲ ହୋଇଥାଏ। ଶରୀରରେ ହିମୋଗ୍ଲୋବିନ୍‌ର ସ୍ତର କମ ହେବା ଦ୍ୱାରା ରକ୍ତର ଅଭାବ ଦେଖାଦେଇଥାଏ। ଯାହା ଫଳରେ କିଛି କାମ…

6 years ago

କୌଣସି ବଲିଉଡ ଚଳଚ୍ଚିିତ୍ରଠାରୁ କମ ନୁହେଁ, ସେହ୍ବାଗଙ୍କ ପ୍ରେମ କାହାଣୀ

ଭାରତୀୟ ଦଳର ପୂର୍ବତନ ବିସ୍ଫୋରକ ବ୍ୟଟ୍ସମ୍ୟାନ ବୀରେନ୍ଦ୍ର ସେହ୍ବାଗଙ୍କ ପ୍ରେମ କାହାଣୀ କୌଣସି ବଲିଉଡ ଚଳଚ୍ଚିିତ୍ରଠାରୁ କମ ନୁହେଁ। ସେହ୍ବାଗ କୌଣସି ଅଭିନେତ୍ରୀ କିମ୍ବା ସହପାଠୀ ନୁହେଁ…

6 years ago

ଗୋଷ୍ଠୀସଂଘର୍ଷକୁ ନେଇ ବୋମା ମାଡ଼

ବ୍ରହ୍ମଗିରି,୪ା୬(ଡି.ଏନ.ଏ): ଏକ ଘରୋଇ ଅର୍ଥ ଲଗାଣକାରୀ ସଂସ୍ଥାର କିସ୍ତି ଟଙ୍କାକୁ କେନ୍ଦ୍ର କରି ପୁରୀ ସଦର ଥାନା ଅନ୍ତର୍ଗତ ନିଶିଭଅଁର ଗ୍ରାମରେ ଗୁରୁବାର ୨ ଗୋଷ୍ଠୀ ମଧ୍ୟରେ…

6 years ago