Home

ବିଶ୍ୱବିଦ୍ୟାଳୟରେ ପ୍ରଦାନ କରାଯାଉଥିବା ଶିକ୍ଷା ସମାଜରେ ହୋଇଥାଏ ପ୍ରତିଫଳିତ: ପ୍ରଧାନ ବିଚାରପତି

ନାଗପୁର,୧୮।୧: ବିଶ୍ୱବିଦ୍ୟାଳୟ ଇଟା ଏବଂ ସିମେଣ୍ଟରେ ନିର୍ମାଣ କରାଯାଇଥିବା ଏକ ଉତ୍ପାଦନ କେନ୍ଦ୍ର ନୁହେଁ। ଏଠାରେ ପ୍ରଦାନ କରାଯାଉଥିବା ଶିକ୍ଷା ହିଁ ପରବର୍ତ୍ତୀ ସମୟରେ ଶିକ୍ଷାର୍ଥୀଙ୍କ ଦ୍ୱାରା…

6 years ago

ଅସ୍ତ୍ରୋପଚାର ସମୟରେ ପ୍ରସୂତି ମୃତ, ଚିକିତ୍ସାରେ ଅବହେଳା ଅଭିଯୋଗ ଆଣିଲେ ପରିବାର

ବରଗଡ଼ ଅଫିସ, ୧୮।୧- ବରଗଡ଼ ଜିଲା ମୁଖ୍ୟ ଡାକ୍ତରଖାନାରେ ଶନିବାର କନ୍ୟା ସନ୍ତାନ ଜନ୍ମ ଦେବା ପରେ ଜଣେ ପ୍ରସୂତିଙ୍କ ମୃତ୍ୟୁ ହୋଇଛି। ମୃତା ମହିଳା ଜଣକ…

6 years ago

ଭାଜପାର ପୂର୍ବତନ ଏମ୍‌ପି ଅଶ୍ୱିନୀ ଚୋପ୍ରାଙ୍କ ପରଲୋକ

ହରିୟାଣା,୧୮।୧: ଭାରତୀୟ ଜନତା ପାର୍ଟି(ଭାଜପା)ର ପୂର୍ବତନ ଏମ୍‌ପି ତଥା ବରିଷ୍ଠ ସାମ୍ବାଦିକ ଅଶ୍ୱିନୀ କୁମାର ଚୋପ୍ରାଙ୍କର ୬୨ ବର୍ଷ ବୟସରେ ଶନିବାର ପରଲୋକ ହୋଇଛି। କିଛିଦିନ ହେବ…

6 years ago

ହଜିଗଲା ମାନବିକତା: କୁଷ୍ଠ ରୋଗୀ ବୋଲି ମିଳିଲାନି କାନ୍ଧ, ସାଇକେଲରେ ବୁହା ହେଲା ମୃତଦେହ

ପର୍ଲା,(ଡି.ଏନ୍‌.ଏ.),୧୮।୧- ଆଜିର ଅତ୍ୟାଧୁନିକ ସମାଜରେ ମଧ୍ୟ ଅନେକେ ଅନ୍ଧବିଶ୍ୱାସ ଭଳି ସାମାଜିକ ବ୍ୟାଧିଗ୍ରସ୍ତ। ଏପରିକି ସମାଜରେ ମାନବିକତା ଧୀରେ ଧୀରେ ହଜିବାକୁ ବସୁଛି। ଏଭଳି ଅଭାବନୀୟ ଘଟଣା…

6 years ago

ଜାତୀୟ ଏକତା ପୁରସ୍କାର ଲାଗି ନାମାଙ୍କନ ଆରମ୍ଭ

ନୂଆଦିଲ୍ଲୀ: ଦେଶର ଏକତା ଏବଂ ଅଖଣ୍ଡତା ବଜାୟ ରଖିବା କ୍ଷେତ୍ରରେ ଅତୁଳନୀୟ ଭୂମିକା ଗ୍ରହଣ କରିଥିବା ନାଗରିକଙ୍କୁ ସମ୍ମାନିତ କରିବା ଉଦ୍ଦେଶ୍ୟରେ କେନ୍ଦ୍ର ସରକାର ସର୍ଦ୍ଦାର ପଟେଲ…

6 years ago

ସିଏଏକୁ ବିରୋଧ: ହାତ ଯୋଡ଼ି ଗାୟତ୍ରୀ ମନ୍ତ୍ର, ଗୁରୁବାଣୀ, ବାଇବେଲ ଓ ଫାତିହା ପାଠ କଲେ ମୁସଲମାନ ବାଳିକା

ନୂଆଦିଲ୍ଲୀ,୧୮।୧: ଦେଶରେ ସିଏଏକୁ ନେଇ ବିରୋଧ ଜାରି ରହିଛି। ଚଣ୍ଡିଗଡ଼ରେ ସିଏଏ ବିରୋଧରେ ହୋଇଥିବା ଏକ ରାଲିରେ ମନାଲ୍‌ ଖାଁ ନାମକ ଜଣେ ୬ଷ୍ଠ ଶ୍ରେଣୀରେ ପଢୁଥିବା…

6 years ago

ବୀର ସାଭରକରଙ୍କୁ ବିରୋଧ କରୁଥିବା ଲୋକଙ୍କୁ ଆଣ୍ଡାମାନ ଜେଲକୁ ପଠାଇ ଦିଆଯାଉ: ସଞ୍ଜୟ

ନୂଆଦିଲ୍ଲୀ,୧୮।୧: କିଛିଦିନ ହେବ ବୀର ସାଭରକରଙ୍କୁ ନେଇ ଗଣମାଧ୍ୟମରେ ବିଭିନ୍ନ ବୟାନବାଜି ସାମ୍ନାକୁ ଆସିଛି। ଏବେ ଶିବସେନା ନେତା ସଞ୍ଜୟ ରାଉତ କହିଛନ୍ତି ଯେଉଁମାନେ ବୀର ସାଭରକରଙ୍କୁ…

6 years ago

ଏଣିକି ବାଇକ୍‌ ପଛରେ ବସିଥିବା ବ୍ୟକ୍ତିଙ୍କ ପାଇଁ ହେଲ୍‌ମେଟ ବାଧ୍ୟତାମୂଳକ: ମନ୍ତ୍ରୀ

ଭୁବନେଶ୍ୱର,୧୮।୧(ବ୍ୟୁରୋ): ଟ୍ରାଫିକ୍‌ ନିୟମ କଡ଼ାକଡ଼ି ପାଇଁ ପୁଣି ଥରେ ପରିବହନ ମନ୍ତ୍ରୀ ପଦ୍ମନାଭ ବେହେରା ଚେତାବନୀ ଦେଇଛନ୍ତି। ଦିଲ୍ଲୀରେ ଅନୁଷ୍ଠିତ ସଡ଼କ ସୁରକ୍ଷା ବୈଠକରୁ ଫେରିବା ପରେ…

6 years ago

ମା’ଙ୍କ ଜନ୍ମଦିନରେ ଦାମୀ କାର୍‌ ଉପହାର ଦେଲେ କାର୍ତ୍ତିକ

ମୁମ୍ବାଇ: ବଲିଉଡ୍‌ର ମୋଷ୍ଟ ପପୁଲାର୍‌ ହିରୋ କାର୍ତ୍ତିକ ଆର୍ୟନ୍‌ଙ୍କୁ ନେଇ ଆଜିକାଲି ଖୁବ୍‌ ଚର୍ଚ୍ଚା। ଅଳ୍ପ ଦିନର ବଲିଉଡ୍‌ କ୍ୟାରିୟର୍‌ ଭିତରେ ସେ ବେଶ୍‌ ଲୋକପ୍ରିୟତା ହାସଲ…

6 years ago

ଗିନିଜ୍‌ ବୁକ୍‌ରେ ବିଶ୍ୱର ସବୁଠାରୁ ଲମ୍ବା କେକ୍‌

ତ୍ରିଶୂର୍‌(କେରଳ): ରେକର୍ଡ ପାଇଁ ଲୋକେ ସବୁବେଳେ କିଛି ନିଆରା ଚିନ୍ତା କରିଥାନ୍ତି। ଭାରତ ନାମରେ ଏପରି ଅନେକ ରେକର୍ଡ ସମ୍ମାନଜନକ ଗିନିଜ୍‌ ବୁକ୍‌ରେ ସ୍ଥାନ ପାଇଛି। ନିକଟରେ…

6 years ago