Home

ବାଇକ ଚୋରି ର଼୍ୟାକେଟର ପର୍ଦ୍ଦାଫାଶ: ୫ ବାଇକ ଜବତ, ୩ ଗିରଫ

ଦେଓଗାଁ, ୨୨ା୪(ଡି.ଏନ.ଏ.): ବଲାଙ୍ଗୀର ଜିଲା ଦେଓଗାଁ ପୋଲିସ ଏକ ବାଇକ ଚୋରି ର଼୍ୟାକେଟର ପର୍ଦ୍ଦାଫାଶ କରିଛି। ଏ ସଂକ୍ରାନ୍ତରେ ବୁଧବାର ୩ଜଣଙ୍କୁ ଗିରଫ କରି କୋର୍ଟଚାଲାଣ କରିଛି।…

6 years ago

କରୋନା ଯୋଦ୍ଧାଙ୍କୁ ଧନ୍ୟବାଦ ପତ୍ର ପ୍ରଦାନ

ଖପ୍ରାଖୋଲ, ୨୨ା୪(ଡି.ଏନ.ଏ.): କରୋନା ମୁକାବିଲା ପାଇଁ ଯୋଦ୍ଧା ଭାବରେ ପ୍ରଥମ ଧାଡିରେ ରହି ଯେଉଁମାନେ ନିଜ ଜୀବନକୁ ବାଜି ଲଗାଇ ପରିବାରକୁ ଭୁଲି କାମ କରୁଛନ୍ତି ସେମାନେ…

6 years ago

ଖପ୍ରାଖୋଲରେ ବୁଲିଲା ଭ୍ରାମ୍ୟମାଣ ପରିବା ଗାଡି

ଖପ୍ରାଖୋଲ, ୨୨ା୪(ଡି.ଏନ.ଏ): ଲକ୍‌ ଡାଉନ ସମୟରେ ଲୋକେ ପଦାକୁ ବାହାରୁ ନ ଥିବାବେଳେ ଉତ୍ପାଦିତ ପନିପରିବା ଠିକରେ ବିକ୍ରି ହୋଇ ପାରୁ ନାହିଁ। ଲୋକଙ୍କୁ ପରିବା ଯୋଗାଇବା…

6 years ago

ଜଗତପୁରରେ ବଢ଼ୁଛି ଏଡିଶ୍‌ ମଶା ବଂଶ: ଡେଙ୍ଗୁ ଆଶଙ୍କା

କଟକ ଅଫିସ,୨୨ା୪: କରୋନା ସଂକ୍ରମଣର ଭୟ ନ କମୁଣୁ କଟକ ଜିଲା ସ୍ବାସ୍ଥ୍ୟ ବିଭାଗର ଚିନ୍ତା ବଢ଼ାଇଛି ଡେଙ୍ଗୁ ରୋଗ। ବୁଧବାର ଜଗତପୁର ଓ ଏହାର ଆଖପାଖ…

6 years ago

ବିପଦସଙ୍କୁଳ ଅବସ୍ଥାରେ ଝୁଲୁଛି ବିଦ୍ୟୁତ ତାର

କଟକ ଅଫିସ, ୨୨।୪: ମୁଣ୍ଡକୁ ଲାଗୁଛି କୃଷ୍ଣଚୂଡ଼ା ଗଛର ଡାଳ। ଆଉ ଏହି ଗଛର ସବୁ ଡାଳ ୧୧ କେଭି ବିଦ୍ୟୁତ ତାରକୁ ଛୁଇଁଛି। ଏଭଳି ପରିସ୍ଥିତିରେ…

6 years ago

୩୬ ନଂ. ଓ୍ବାର୍ଡରେ ୨୨ୟୁନିଟ୍‌ ରକ୍ତ ସଂଗ୍ରହ

କଟକ ଅଫିସ,୨୨।୪: କଟକ-ଚୌଦ୍ୱାର ନିର୍ବାଚନ ମଣ୍ଡଳୀର ୱାର୍ଡ଼ ନଂ. ୩୬ରେ ଜୀବନ ବିନ୍ଦୁ ରକ୍ତଦାନ ଶିବିର ଅନୁଷ୍ଠିତ ହୋଇଯାଇଛି। ଶିବିରରେ ୨୨ୟୁନିଟ୍‌ ରକ୍ତ ସଂଗ୍ରହ କରାଯାଇଛି। ବିଧାୟକ…

6 years ago

ଜନ ପ୍ରତିନିଧି, ସରକାରୀ ଅଧିକାରୀ ପ୍ରସ୍ତୁତ ରହିବାକୁ ଆହ୍ବାନ

ଯାଜପୁର ଅଫିସ,୨୨ା୪: ଯେନତେନ ପ୍ରକାରେ ବାହାର ରାଜ୍ୟରୁ ବିଶେଷ କରି କୋଲକତାରୁ ଆସିଥିବା ବ୍ୟକ୍ତିମାନେ ପଞ୍ଜୀକୃତ ହୋଇ ନାହାନ୍ତି। ସେମାନେ ଦୟାକରି ତୁରନ୍ତ ପଞ୍ଜୀକରଣ କରାଇ ସରକାରୀ…

6 years ago

କନିଷ୍ଠ ରାଜସ୍ବ ସହାୟକ ନିଲମ୍ବିତ

ଯାଜପୁର ଅଫିସ,୨୨ା୪: ବିନାନୁମତିରେ ଛୁଟିରେ ରହିବା ଓ ଉପରିସ୍ଥ ଅଧିକାରୀଙ୍କ ଆଦେଶ ଅବମାନନା କରିବା ଯୋଗୁ ସୁକିନ୍ଦା ତହସିଲର କନିଷ୍ଠ ରାଜସ୍ବ ସହାୟକ (ଜୁନିୟର ରେଭିନ୍ୟୁ ଆସିଷ୍ଟାଣ୍ଟ)…

6 years ago

ପୋଖରୀ ଖୋଳା ବନ୍ଦ କଲା ପ୍ରଶାସନ

ଓଡ଼ଗାଁ,୨୨ା୪(ସ୍ବ.ପ୍ର.): ଲକ୍‌ଡାଉନ ସମୟରେ ଓଡ଼ଗାଁ ବ୍ଲକ କୋରପିଠା ପଞ୍ଚାୟତ କର୍ତ୍ତୃପକ୍ଷଙ୍କ ପୋଖରୀ ଖୋଳା କାରନାମା ପଦାରେ ପଡିଛି। ଲୋକେ ଏ ନେଇ ଗଣମାଧ୍ୟମ ପ୍ରତିନିଧିଙ୍କ ଦୃଷ୍ଟି ଆକର୍ଷଣ…

6 years ago

ମହିଳାଙ୍କୁ ଅଶାଳୀନ ଇଙ୍ଗିତ, ଯୁବକ କୋର୍ଟ ଚାଲାଣ

ରସୁଲପୁର,୨୨।୪(ଡିଏନଏ): ରସୁଲପୁର ବ୍ଲକ ଓଡ଼ିଶୋ ପଞ୍ଚାୟତ ଅରତିଆ-କୁସୁନପୁର ଗ୍ରାମରେ ହରିହର ମଳିକ ନାମକ ଜଣେ ଯୁବକ ସେହି ଗ୍ରାମର ଜଣେ ମହିଳାଙ୍କୁ ଅଶାଳୀନ ଇଙ୍ଗିତ ପ୍ରଦର୍ଶନ କରି…

6 years ago