ଭୋପାଳ,୨୨ା୨: ଅନୂ୍ୟନ ଜଣେ ପୁରୁଷଙ୍କ ବନ୍ଧ୍ୟାକରଣ କରାଅ। ନଚେତ୍ ଚାକିରି ଛାଡ଼। ପୁରୁଷ ବହୁ-ଉଦ୍ଦେଶୀୟ ସ୍ବାସ୍ଥ୍ୟକର୍ମୀ (ଏମ୍ପିଏଚ୍ଡବ୍ଲ୍ୟୁ)ମାନଙ୍କୁ ଏଭଳି ବିଚିତ୍ର ନିର୍ଦ୍ଦେଶନାମା ଜାରି କରି ବିବାଦରେ ଫସିଛନ୍ତି…
ଜୟପୁର,୨୨ା୨(ପି.ଟି.): ରାଜସ୍ଥାନର ରଣ୍ଠମ୍ବର ଜାତୀୟ ଉଦ୍ୟାନରୁ ୨୬ଟି ବାଘ ନିଖୋଜ ହୋଇଯାଇଥିବା ଅଭିଯୋଗ ହୋଇଛି। ଏସମ୍ପର୍କରେ ଭାଜପା ଏମ୍ପି ତଥା ଜାତୀୟ ବ୍ୟାଘ୍ର ସଂରକ୍ଷଣ କର୍ତ୍ତୃପକ୍ଷ (ଏନ୍ଟିସିଏ)…
ନୂଆଦିଲ୍ଲୀ,୨୨ା୨: ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦିଙ୍କ ପରାମର୍ଶତାଦା ଭାବେ ଦୁଇଜଣ ଅବସରପ୍ରାପ୍ତ ଆଇଏଏସ୍ ଅଧିକାରୀଙ୍କୁ ନିଯୁକ୍ତି ମିଳିଛି। ସେମାନେ ହେଲେ ଭାସ୍କର ଖୁଲ୍ବେ ଓ ଅମରଜିତ୍ ସିହ୍ନା। ପ୍ରଧାନମନ୍ତ୍ରୀଙ୍କ…
ପାଟନା, ୨୨ା୨: ଦେଶ ସ୍ବାଧୀନତା ବେଳେ ସମସ୍ତ ମୁସଲମାନଙ୍କୁ ପାକିସ୍ତାନ ପଠାଇଦେବା ଉଚିତ ଥିଲା ବୋଲି କେନ୍ଦ୍ରମନ୍ତ୍ରୀ ତଥା ଭାଜପାର ଫାୟାର୍ବ୍ରାଣ୍ଡ ନେତା ଗିରିରାଜ ସିଂ କହିଛନ୍ତି।…
ଭୁବନେଶ୍ୱର,୨୨।୨(ବ୍ୟୁରେ): ରାଜଧାନୀର ବିଭିନ୍ନ ଛକରେ ଡ୍ୟୁଟି କରୁଥିବା ଟ୍ରାଫିକ ପୋଲିସ ଖରା, ବର୍ଷାକୁ ଖାତିର ନ କରି ନିଜ ଦାୟିତ୍ୱ ତୁଲାଉଛନ୍ତି। ଅନେକ ସମୟରେ ସେମାନେ ବୃଦ୍ଧାବୃଦ୍ଧ,…
ନୂଆଦିଲ୍ଲୀ,୨୨ା୨(ପି.ଟି.): ନାଗରିକତ୍ୱ ସଂଶୋଧନ ଆଇନ (ସିଏଏ) ବିରୋଧରେ ଦକ୍ଷିଣ-ପୂର୍ବ ଦିଲ୍ଲୀର ଶାହିନବାଗଠାରେ ଦୀର୍ଘ ୬୯ ଦିନ ହେଲା ଆନ୍ଦୋଳନ ଜାରି ରହିଛି। ଫଳରେ ଫରିଦାବାଦ-ନୋଏଡା ରାସ୍ତା ଅବରୋଧ…
ସୁରଟ୍,୨୨ା୨: ଗୁଜରାଟର ଭୁଜ୍ରେ ୬୮ କଲେଜ ଛାତ୍ରୀଙ୍କୁ ଉଲଗ୍ନ କରି ଋତୁସ୍ରାବ ପରୀକ୍ଷା କରାଯିବାର ଦିନ କେଇଟା ପରେ ସୁରଟରେ ମହିଳାମାନଙ୍କ ପ୍ରତି ପୁଣି ଏକ ଅପମାନଜନକ…
କଟକ ରୋଡ,୨୨।୨(ଡି.ଏନ୍.ଏ.): ଗୁପ୍ତା ପାଓ୍ବାର ଇନ୍ଫ୍ରାଷ୍ଟ୍ରକ୍ଚର ଲିମିଟେଡ୍ ଅଧ୍ୟକ୍ଷ ଭଗତରାମ ଗୁପ୍ତାଙ୍କ ଶୁକ୍ରବାର ପରଲୋକ ଘଟିଛି। ତାଙ୍କୁ ୭୭ ବର୍ଷ ବୟସ ହୋଇଥିଲା। କିଛିଦିନ ପୂର୍ବେ ସେ…
ନୂଆଦିଲ୍ଲୀ, ୨୨ା୨: ମହାରାଷ୍ଟ୍ର ମୁଖ୍ୟମନ୍ତ୍ରୀ ତଥା ଶିବସେନା ମୁଖ୍ୟ ଉଦ୍ଧବ ଠାକ୍ରେ ଶୁକ୍ରବାର ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦିଙ୍କୁ ସାକ୍ଷାତ କରିଛନ୍ତି। ଭାଜପା ହାତ ଛାଡ଼ି ମହାରାଷ୍ଟ୍ରରେ କଂଗ୍ରେସ,…
ପୁରୀ ଅଫିସ,୨୨।୨: ଶ୍ରୀମନ୍ଦିରକୁ ଆସୁଥିବା ଶ୍ରଦ୍ଧାଳୁଙ୍କଠାରୁ ଦାନ, ଦକ୍ଷିଣା ଆଦାୟ କରାଯାଇପାରିବ ନାହିଁ। ଏହା ଉପରେ ରୋକ୍ ଲଗାଇଛନ୍ତି ସୁପ୍ରିମ୍କୋର୍ଟ। ହେଲେ ଏହାକୁ କେତେକ ସେବାୟତ ମାନୁନାହାନ୍ତି।…