ଭୁବନେଶ୍ୱର,୨୧।୨(ବ୍ୟୁରୋ): ମହାନଦୀର ନିମ୍ନସ୍ରୋତରେ ପ୍ରସ୍ତାବିତ ୭ ବ୍ୟାରେଜ୍ ମଧ୍ୟରୁ ୫ ବ୍ୟାରେଜ ପାଇଁ ପ୍ରାରମ୍ଭିକ ଅନୁସନ୍ଧାନ କାର୍ଯ୍ୟ ସମାପ୍ତ କରାଯାଇ ତାହାର ପ୍ରି-ଫିଜିବିଲିଟି ରିପୋର୍ଟ ପ୍ରସ୍ତୁତ କରାଯାଇଛି।…
ୱେଲିଂଟନ,୨୧।୧: ଟି-୨୦ ଓ ଦିନିକିଆ ପରେ ଭାରତ ଓ ନ୍ୟୁଜିଲାଣ୍ଡ ମଧ୍ୟରେ ଦୁଇମ୍ୟାଚ ବିଶିଷ୍ଟ ଟେଷ୍ଟ ସିରିଜ ଶୁକ୍ରବାରଠାରୁ ଆରମ୍ଭ ହୋଇଛି। ଟେଷ୍ଟ ସିରିଜର ପ୍ରଥମ ମ୍ୟାଚ…
ତିର୍ତ୍ତୋଲ, ୨୧।୨ (ଡି.ଏନ୍.ଏ.): କଟକ-ପାରାଦୀପ ରେଳପଥର ତିର୍ତ୍ତୋଲ ଥାନା ଅଧୀନ ଝଙ୍କଡ଼ ଶାରଳା ରୋଡ ପିଏଚ୍ ନିକଟ ଲେଭଲକ୍ରସିଂଠାରେ ଗୁରୁବାର ଏକ ମାଲବାହୀ ଟ୍ରେନ ଅଟକି ରହିବା…
ବାଲିଆ, ୨୧।୨: ବିରିଡି ବ୍ଲକ ହାଜିପୁର ପଞ୍ଚାୟତ କାର୍ଯ୍ୟାଳୟ ଆଗରେ ପ୍ରସ୍ତାବିତ ବର୍ଜ୍ୟବସ୍ତୁ ପୁନରୁଦ୍ଧାର ପାଇଁ ସ୍ଥାୟୀ କେନ୍ଦ୍ର ନିର୍ମାଣକୁ ଗୋପାଳ ସାହିର ଜନସାଧାରଣ ବିରୋଧ କରିବା…
ପାରାଦୀପ, ୨୧।୨ (ସ୍ବ.ପ୍ର.): ପାରାଦୀପ ବନ୍ଦରରେ ବିଦେଶୀ ନାବିକଙ୍କ ସ୍ବାସ୍ଥ୍ୟ ଯାଞ୍ଚ ପାଇଁ ପ୍ରଥମକରି ପୋର୍ଟ ହେଲ୍ଥ ୟୁନିଟ୍ ଆରମ୍ଭ ହୋଇଛି। ଏ ନେଇ ଗୁରୁବାର ପିଏଚ୍ଓ…
ନୟାଗଡ ଅଫିସ/ଖଣ୍ଡପଡ଼ା,୨୧ା୨(ସ୍ବ.ପ୍ର.): ନୟାଗଡ଼ ଜିଲାର କଣ୍ଟିଲୋ ପ୍ରାଥମିକ ସ୍ବାସ୍ଥ୍ୟକେନ୍ଦ୍ର ଛକ ନିକଟରେ ଗୁରୁବାର ଭୋର ୫ଟାରେ ଜଣେ ଅପରିଚିତା ମହିଳାଙ୍କୁ ୧୦୨ ଆମ୍ବୁଲାନ୍ସ (ଜନନୀ ଏକ୍ସପ୍ରେସ) ଧକ୍କା…
ନୟାଗଡ ଅଫିସ,୨୧ା୨: ଖରା କାକରରେ ମଣ୍ଡିରେ ପଡିରହିଛି ଧାନ। କେଉଁଠି ଦୁଇଦିନ ତ ଆଉ କେଉଁଠି ୩ଦିନ ହେଲା ଚାଷୀ ଧାନବସ୍ତା ଜଗି ରହିଛି। ହେଲେ ମିଲରଙ୍କ…
ଜୟପୁର,୨୧।୨(ପି.ଟି.):ରାଜସ୍ଥାନର ନାଗୌର ଅନ୍ତର୍ଗତ କାର୍ନୁ ଗ୍ରାମରେ ଦୁଇ ଦଳିତ ଯୁବକଙ୍କୁ ନିସ୍ତୁକ ମାଡ଼ ମରାଯିବା ଘଟଣା ଏବେ ରାଜନୈତିକ ଝଡ଼ ସୃଷ୍ଟି କରିଛି। ଏକ ମୋଟର ସାଇକେଲ…
ବେଜିଂ,୨୧।୨(ପି.ଟି./ ଆଇଏଏନ୍ଏସ୍): ଚାଇନାରେ କରୋନା ସଂକ୍ରମଣରେ ଏପର୍ଯ୍ୟନ୍ତ ୨,୧୧୮ ଜଣଙ୍କ ମୃତ୍ୟୁ ହୋଇସାରିଲାଣି। ସଂକ୍ରମିତଙ୍କ ସଂଖ୍ୟା ୭୪, ୫୭୬ରେ ପହଞ୍ଚିଛି। ବୁଧବାର ୧୧୪ ଜଣଙ୍କ ମୃତ୍ୟୁ ହୋଇଛି।…
ଚେନ୍ନାଇ,୨୧।୨(ପି.ଟି./ ଆଇଏଏନ୍ଏସ୍):ତାମିଲନାଡୁରେ ଗୁରୁବାର ଦୁଇଟି ରାସ୍ତା ଦୁର୍ଘଟଣାରେ ୨୬ ଜଣଙ୍କ ମୃତ୍ୟୁ ଘଟିଛି। ତିରୁପୁର ଜିଲା ଅନ୍ତର୍ଗତ ଅବିନାଶୀ ନିକଟରେ ମର୍ମନ୍ତୁଦ ସଡ଼କ ଦୁର୍ଘଟଣାରେ ୨୦ ଜଣଙ୍କ…