କାନ୍ସ, ୧୪।୫: ୭୮ତମ ବାର୍ଷିକ କାନ୍ସ ଫିଲ୍ମ ଫେଷ୍ଟିଭାଲ ମଙ୍ଗଳବାରଠାରୁ ଆରମ୍ଭ ହୋଇଛି। ଆସନ୍ତା ୨୪ ତାରିଖ ପର୍ଯ୍ୟନ୍ତ ଚାଲିବାକୁ ଥିବା ଏହି ଚଳଚ୍ଚିତ୍ର ଉତ୍ସବରେ ସିନେମା…
ଦାରିଙ୍ଗବାଡି,୧୪।୫(ଅରୁଣ ସାହୁ): ହିତାଧିକାରୀଙ୍କୁ ନିୟମିତ ବିଦ୍ୟୁତ ଯୋଗାଇଦେବା ପାଇଁ ସରକାରଙ୍କ ନିର୍ଦ୍ଦେଶକ୍ରମେ କାଳବୈଶାଖୀ ପୂର୍ବରୁ ବାରମ୍ବାର ବିଭାଗ ପକ୍ଷରୁ ଘୋଷଣା କରାଯାଇଥିଲେ ସୁଦ୍ଧା ମରାମତି ଏବଂ ରକ୍ଷଣାବେକ୍ଷଣ…
ନୂଆଦିଲ୍ଲୀ,୧୪ା୫:‘ଅପରେଶନ ସିନ୍ଦୂର’ ଜରିଆରେ ଭାରତୀୟ ସେନା ପାକିସ୍ତାନୀ ଏୟାରବେସ୍ରେ କରିଥିବା ଆକ୍ରମଣର ନୂଆ ସାଟେଲାଇଟ୍ ଚିତ୍ର ପ୍ରକାଶ ପାଇଛି। ପାକ୍ ସେନା ମିଶାଇଲ୍ ଏବଂ ଡ୍ରୋନ୍ ସହାୟତାରେ…
ଦୁବାଇ,୧୪।୫: ଆମେରିକା ରାଷ୍ଟ୍ରପତି ଡୋନାଲ୍ଡ ଟ୍ରମ୍ପ ସାଉଦି ଆରବର ଯୁବରାଜ ମହମ୍ମଦ ବିନ ସଲମାନଙ୍କୁ ଭେଟି ତାଙ୍କର ଚାରି ଦିନିଆ ପଶ୍ଚିମ ଏସିଆ ଗସ୍ତ ଆରମ୍ଭ କରିଛନ୍ତି।…
ଭାରତରେ ବିଷାକ୍ତ ମଦ ପିଇ ଲୋକଙ୍କ ମୃତ୍ୟୁ ହେବା ଖବର ନିୟମିତ ଶୁଣିବାକୁ ମିଳେ। ଅଧିକାଂଶ କ୍ଷେତ୍ରରେ ଦେଶୀ ମଦ ଅପମିଶ୍ରଣ ମୁଖ୍ୟ କାରଣ ହୋଇଥାଏ। ଏହି…
ନୂଆଦିଲ୍ଲୀ,୧୪ା୫:ବଙ୍ଗୋପସାଗରରେ ଆସନ୍ତା ୨୩ରୁ ୨୮ ତାରିଖ ମଧ୍ୟରେ ଏକ ସାମୁଦ୍ରିକ ବାତ୍ୟା ସୃଷ୍ଟି ହେବାର ସମ୍ଭାବନା ସୃଷ୍ଟି ହୋଇଛି। ପାଣିପାଗ ବିଜ୍ଞାନୀ ମୋସ୍ତୋଫା କମଲ ପୋଲାଶ ଏଭଳି…
ଦେବଗଡ, ୧୪/୫(ଶଶାଙ୍କ ଶେଖର ଝାଙ୍କର):ଗତ କିଛିମାସ ହେଲା ମନରେଗା ଯୋଜନାର ନିର୍ମାଣ କାର୍ଯ୍ୟରେ ଅନିୟମିତତା ନେଇ ତିଲେଇବଣି ବ୍ଲକ ଅନ୍ତର୍ଗତ ତାଳକୁଣ୍ଡି ଗ୍ରାମପଞ୍ଚାୟତ ଚର୍ଚ୍ଚାରେ ରହିଆସିଛି ।…
ପାରାଦୀପ, ୧୪।୫(ଶରତ ରାଉତ):ପାରାଦୀପ ବନ୍ଦର ଏସ୍ପିଏମ୍ (ସିଙ୍ଗଲ ପଏଣ୍ଟ ମୋରିଂ ସିଷ୍ଟମ) ବର୍ଥରେ ବୁଧବାର ତୈଳବାହୀ ଜାହାଜ ଏକତଟି ସିରେନ-୨ ଲାଗିବ। ଉକ୍ତ ଜାହାଜରେ ୨୫ ନାବିକଙ୍କ…
ଭୁବନେଶ୍ୱର,୧୪ା୫(ସୁନିତ୍ ମିଶ୍ର):ଆଜି ରାଜ୍ୟ ସରକାରଙ୍କ ଗୁରୁତ୍ୱପୂର୍ଣ୍ଣ କ୍ୟାବିନେଟ୍ ବୈଠକ ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀଙ୍କ ଅଧ୍ୟକ୍ଷତାରେ ବୁଧବାର ସନ୍ଧ୍ୟା ୫ଟା ସମୟରେ ଅନୁଷ୍ଠିତ ହେବ। କ୍ୟାବିେନେଟ୍ରେ ମୋଟ…
ଭୁବନେଶ୍ୱର, ୧୪।୫(ଅନୁରାଧା ମହାରଣା):ରାଜ୍ୟରେ ଅସମ୍ଭାଳ ଖରା ସହ ସ୍ଥାନେ ସ୍ଥାନେ କାଳବୈଶାଖୀ ପ୍ରଭାବ ଦେଖିବାକୁ ମିଳିଛି। ଆସନ୍ତା ୧୭ ତାରିଖ ପର୍ଯ୍ୟନ୍ତ ଖରା ଓ ଗୁଳୁଗୁଳି ପ୍ରଭାବ…