Home

‘ମହିଳାଙ୍କୁ ଅସମ୍ମାନିତ କରିଛି ଭାଜପା ସରକାର’

ନୂଆଦିଲ୍ଲୀ,୧୮ା୨(ପି.ଟି.)-କମାଣ୍ଡ ପଦବୀ କିମ୍ବା ସ୍ଥାୟୀ କମିଶନ ପାଇଁ ମହିଳା ସେନା ଅଧିକାରୀମାନେ ଯୋଗ୍ୟ ନୁହନ୍ତି ବୋଲି ସୁପ୍ରିମକୋର୍ଟରେ ଯୁକ୍ତି ଦର୍ଶାଇ ଭାଜପା ସରକାର ଦେଶର ମହିଳାମାନଙ୍କ ମର୍ଯ୍ୟାଦାହାନି…

6 years ago

ଆତ୍ମଘାତୀ ବିସ୍ଫୋରଣରେ ୮ ନିହତ

କରାଚୀ,୧୮ା୨(ପି.ଟି.): ପାକିସ୍ତାନର ବେଲୁଚିସ୍ତାନ ପ୍ରଦେଶରେ ସୋମବାର ଏକ ଧର୍ମୀୟ ଶୋଭାଯାତ୍ରାକୁ ଟାର୍ଗେଟ କରି ଆତ୍ମଘାତୀ ବିସ୍ଫୋରଣ କରାଯିବାରୁ ୮ ଜଣଙ୍କ ମୃତ୍ୟୁ ଘଟିଛି ଓ ୨୩ ଆହତ…

6 years ago

ମାଗ୍‌ସେସେ ପୁରସ୍କାର ବିଜେତା ଗିରଫ

ନୂଆଦିଲ୍ଲୀ,୧୮ା୨(ପି.ଟି.): ଉତ୍ତରପ୍ରଦେଶରେ ନାଗରିକତ୍ୱ ସଂଶୋଧନ ଆଇନ (ସିଏଏ) ଏବଂ ଜାତୀୟ ନାଗରିକ ପଞ୍ଜିକା (ଏନ୍‌ଆର୍‌ସି) ବିରୋଧୀ ବିକ୍ଷୋଭରେ ସାମିଲ ହେବାକୁ ଯାଉଥିବା ମାଗ୍‌ସେସେ ପୁରସ୍କାର ବିଜୟୀ ସାମାଜିକ…

6 years ago

ଆଜି ବଜେଟ

ଭୁବନେଶ୍ୱର,୧୮।୨(ବ୍ୟୁରୋ): ୨୦୨୦-୨୧ ଆର୍ଥିକ ବର୍ଷ ପାଇଁ ରାଜ୍ୟ ଅର୍ଥମନ୍ତ୍ରୀ ନିରଞ୍ଜନ ପୂଜାରୀ ମଙ୍ଗଳବାର ଅପରାହ୍ନରେ ବଜେଟ୍‌ ଉପସ୍ଥାପନ କରିବେ। ଆସନ୍ତା ବଜେଟ୍‌ ୧.୫ ଲକ୍ଷ କୋଟି ଟଙ୍କା…

6 years ago

ବେତନ ବୃଦ୍ଧି ଦାବି କଲା ରାଜସ୍ବ ଅମଲା ସଂଘ

ଢେଙ୍କାନାଳ ଅଫିସ, ୧୮।୨ - ବେତନ ବୃଦ୍ଧି ଦାବି କରିଛି ଢେଙ୍କାନାଳ ଜିଲା ରାଜସ୍ବ ଅମଲା ସଂଘ। ଏ ନେଇ ସୋମବାର ଅପରାହ୍ନ ସାଢ଼େ ୪ଟାରେ ୫ଦଫା…

6 years ago

କପିଳାସ ଜାଗରଯାତ୍ରା ପ୍ରସ୍ତୁତି ଚୂଡ଼ାନ୍ତ

ଢେଙ୍କାନାଳ ଅଫିସ, ୧୮।୨ - ପ୍ରସିଦ୍ଧ ଜାଗରଯାତ୍ରାକୁ ନେଇ ଚଳଚଞ୍ଚଳ ହୋଇଉଠିଛି କପିଳାସ କ୍ଷେତ୍ରାଧିପତି ଶ୍ରୀଚନ୍ଦ୍ରଶେଖର ଜୀଉଙ୍କ ପୀଠ। ଯାତ୍ରାକୁ ଶୃଙ୍ଖଳିତ କରିବାକୁ ପ୍ରସ୍ତୁତି ପର୍ବ ଯୋଜନା…

6 years ago

ପାଣି ପାଇଁ ରାସ୍ତାରୋକୋ

ବାରିପଦା ଅଫିସ, ୧୮ା୨- ଗ୍ରୀଷ୍ମ ଆରମ୍ଭ ନ ହେଉଣୁ ବାରିପଦା ସହରର ବିଭିନ୍ନ ସ୍ଥାନରେ ଜଳକଷ୍ଟ ସମସ୍ୟା ଦେଖାଗଲାଣି। ଜନସ୍ବାସ୍ଥ୍ୟ ବିଭାଗ ପକ୍ଷରୁ ଜଳଯୋଗାଣ ବ୍ୟବସ୍ଥା ଥିଲେ…

6 years ago

ସରକାରୀ ପ୍ରୋତ୍ସାହନ ନାହିଁ: ଦୁର୍ଦ୍ଦିନରେ ୭୦ ଚାଷୀ ପରିବାର

ଖଇରା, ୧୮।୨(ଉତ୍କଳବନ୍ଧୁ ପଣ୍ଡା)-ବାଲେଶ୍ୱର ଜିଲା ଖଇରା ବ୍ଲକ ନୂଆଗାଁ ପଞ୍ଚାୟତ ସଇଁ ଗ୍ରାମ ସବୁଜ ପନିପରିବା ଚାଷ ପାଇଁ ବେଶ୍‌ ଜଣାଶୁଣା। ଥରେ ଯଦି କେହି ଏହି…

6 years ago

ବିଜୁଳି ଛାଟ: କଟିଲା ୮୩୨ ସଂଯୋଗ

ବାଲେଶ୍ୱର ଅଫିସ,୧୮।୨-ବାଲେଶ୍ୱର ନେସ୍କୋ ୟୁଟିଲିଟି ଗତ ୧୬ତାରିଖଠାରୁ ବାଲେଶ୍ୱର, ଭଦ୍ରକ, ଯାଜପୁର, ମୟୂରଭଞ୍ଜ, କେନ୍ଦୁଝର ଜିଲାର ସ୍ବତନ୍ତ୍ର ସ୍କ୍ବାଡ଼ ଦ୍ୱାରା ବିଦ୍ୟୁତ୍‌ ବିଲ୍‌ ଆଦାୟ କରିବା ସହ…

6 years ago

ରକ୍ତହୀନତା ସମସ୍ୟାରୁ ରକ୍ଷା କରେ ହ୍ବାଇଟ୍‌ ଟି’

ଗ୍ରୀନ୍‌ ଟି’ ଉପକାରିତା ବିଷୟରେ ତ ଶୁଣିଥିବେ। କିନ୍ତୁ ହ୍ବାଇଟ୍‌ ଟି’ ଆପଣଙ୍କ ସ୍ବାସ୍ଥ୍ୟକୁ ସୁନ୍ଦର, ସତେଜ ରଖିବା ସହ ବିଭିନ୍ନ ପ୍ରକାର ରୋଗରୁ ମଧ୍ୟ ମୁକ୍ତ…

6 years ago