Home

ସମ୍ପର୍କ ଯୋଡ଼ିବାର ମାଧ୍ୟମ

୧୯୧୫ ମସିହା ୯ ଜାନୁୟାରୀରେ ମହାତ୍ମା ଗାନ୍ଧୀ ଦକ୍ଷିଣ ଆଫ୍ରିକାରୁ ସ୍ବଦେଶ ଫେରିଥିଲେ। ଏହି ଦିବସକୁ ସ୍ମରଣ କରିବା ଲାଗି ଭାରତ ସରକାରଙ୍କ ଦ୍ୱାରା ପ୍ରତିବର୍ଷ ଏହି…

6 years ago

ନିର୍ଭୟା ମାମଲା: ସୁପ୍ରିମକୋର୍ଟରେ କ୍ୟୁରେଟିଭ ପିଟିଶନ ଦାଖଲ କଲେ ବିନୟ

ନୂଆଦିଲ୍ଲୀ,୯।୧: ବହୁ ଚର୍ଚ୍ଚିତ ନିର୍ଭୟା ଗଣବଳାତ୍କାର ମାମଲାର ୪ ଦୋଷୀଙ୍କ ଡେଥ୍‌ ଓ୍ବାରେଣ୍ଟ ମଙ୍ଗଳବାର ଜାରି କରାଯିବା ପରେ ଗୁରୁବାର ଏମାନଙ୍କ ମଧ୍ୟରୁ ଦୋଷୀ ବିନୟ କୁମାର…

6 years ago

କଳାହାଣ୍ଡି ଜିଲାପାଳ, ଏସ୍‌ପିଙ୍କୁ ହାଇକୋର୍ଟଙ୍କ ଆଦେଶ: ଛତର ଯାତ୍ରାରେ ବଳି ବନ୍ଦ ପାଇଁ ପଦକ୍ଷେପ ନିଅ

କଟକ ଅଫିସ, ୯ା୧: କଳାହାଣ୍ଡି ଜିଲାର ପ୍ରସିଦ୍ଧ ଛତର ଯାତ୍ରାରେ ବଳି ବନ୍ଦ ପାଇଁ ଜିଲାପାଳ, ଏସ୍‌ପି ପଦକ୍ଷେପ ନେବାକୁ ହାଇକୋର୍ଟ ଆଦେଶ ଦେଇଛନ୍ତି। ଏଥିପାଇଁ ହାଇକୋର୍ଟଙ୍କ…

6 years ago

ମହାଦେଇଯୋଡ଼ା ରାଣୀ ଜମି ହଡ଼ପ ଉଦ୍ୟମ: ଜବରଦଖଲ ଉଚ୍ଛେଦ କଲେ ଗ୍ରାମବାସୀ

ରାଇସୁଆଁ,୯।୧(ଡି.ଏନ୍‌.ଏ.): କେନ୍ଦୁଝର ସଦର ବ୍ଲକ ଅନ୍ତର୍ଗତ ମହାଦେଇଯୋଡ଼ା ପଞ୍ଚାୟତ ମହାଦେଇଯୋଡ଼ା ଗ୍ରାମରେ ପୂର୍ବ ପୁରୁଷରୁ ଥିବା ୩ଶହ ଏକର ରାଣୀ ଜମିକୁ ଗ୍ରାମର କିଛି ନ୍ୟସ୍ତସ୍ବାର୍ଥ ବ୍ୟକ୍ତି…

6 years ago

ପୁରୀ ବନ୍ୟପ୍ରାଣୀ ଡିଭିଜନରେ ପକ୍ଷୀ ଗଣନା: ୭୦ ପ୍ରଜାତିର ୧ଲକ୍ଷ ୨ ହଜାର ପକ୍ଷୀ

ପୁରୀ ଅଫିସ, ୯ା୧: ପୁରୀ ବନ୍ୟପ୍ରାଣୀ ଡିଭିଜନ ଅଧୀନରେ ବୁଧବାର ପକ୍ଷୀ ଗଣନା କରାଯାଇଛି। ୨୩ଟି ଟିମ୍‌ ଡିଭିଜନ ଅଧୀନ ୫ଟି ରେଞ୍ଜରେ ଏହି ଗଣନା କରିଛନ୍ତି।…

6 years ago

୩ ଦିନ ଧରି ହେବ ସାତକୋଶିଆରେ କୁମ୍ଭୀର ଗଣନା

ଗଣିଆ,୯ା୧(ଡି.ଏନ.ଏ.): ମହାନଦୀ ବନ୍ୟପ୍ରାଣୀ ବନଖଣ୍ଡ ନୟାଗଡ ଓ ସାତକୋଶିଆ ବ୍ୟାଘ୍ର ସଂରକ୍ଷଣ ଅଞ୍ଚଳରେ ପ୍ରତିବର୍ଷ ପରି ଚଳିତ ବର୍ଷ ଆସନ୍ତା ୯ ତାରିଖରୁ କୁମ୍ଭୀର ଗଣନା କାର୍ଯ୍ୟ…

6 years ago

କୋର୍ଟ ପହଞ୍ଚିଲା ‘ଛପାକ’: ରିଲିଜ୍‌ ସ୍ଥଗିତ ରଖିବାକୁ ଆବେଦନ

ମୁମ୍ବାଇ,୯।୧: ବଲିଉଡ୍‌ ଅଭିନେତ୍ରୀ ଦୀପିକା ପାଦୁକୋନଙ୍କ ଅଭିନୀତ ଫିଲ୍ମ ‘ଛପାକ’ ଗୋଟିଏ ଦିନ ପରେ ରିଲିଜ୍‌ ହେବାକୁ ଯାଉଛି। ହେଲେ ରିଲିଜ୍‌ ପୂର୍ବରୁ ଏହା ଏବେ କୋର୍ଟରେ…

6 years ago

ଜଟଣୀରେ କଂସେଇଖାନା ନାହିଁ: ଅବାଧରେ ବାହାରେ ଚାଲିଛି ମାଂସକଟା

ଜଟଣୀ,୯ା୧(ଡି.ଏନ.ଏ.): ଜଟଣୀରେ କଂସେଇଖାନାଟିଏ ନାହିଁ। ନିୟମକୁ ଉଲ୍ଲଂଘନ କରି ବିଭିନ୍ନ ସ୍ଥାନରେ ଖୁଲମ୍‌ଖୁଲା ଛେଳି, ମେଣ୍ଢା, କୁକୁଡ଼ା କଟାଯାଇ ବ୍ୟବସାୟ ଚାଲିଛି। ପ୍ରଶାସନ ପକ୍ଷରୁ ଏହା ଉପରେ…

6 years ago

ସିଏଏକୁ ବିରୋଧ କରି ବିରୋଧୀଙ୍କ ‘ଗାନ୍ଧୀ ଶାନ୍ତି ଯାତ୍ରା’

ମୁମ୍ବାଇ,୯।୧: ମହାରାଷ୍ଟ୍ରରେ ନାଗରିକତ୍ୱ ସଂଶୋଧନ ଆଇନ(ସିଏଏ) ଓ ରାଷ୍ଟ୍ରୀୟ ନାଗରିକତା ରେଜିଷ୍ଟର(ଏନ୍‌ଆର୍‌ସି)କୁ ବିରୋଧ କରି ବିରୋଧୀ ଦଳ ପକ୍ଷରୁ ଗୁରୁବାର ‘ଗାନ୍ଧୀ ଶାନ୍ତି ଯାତ୍ରା’ ବାହାର କରାଯାଇଛି।…

6 years ago

ନାଗରିକତ୍ୱ ସଂଶୋଧନ ବିଲ୍‌ ସପକ୍ଷରେ ସଭା

ଖୋର୍ଦ୍ଧା ଅଫିସ,୯ା୧: ଗଡମାଣତୀରର ରାମଚଣ୍ଡୀଙ୍କ ପୀଠରେ ଭାଜପାର ଦକ୍ଷିଣ ବେଗୁନିଆ ପକ୍ଷରୁ ନାଗରିକତ୍ୱ ସଂଶୋଧନ ବିଲ୍‌ ସପକ୍ଷରେ ମଣ୍ଡଳସ୍ତରୀୟ ବୈଠକ ଅନୁଷ୍ଠିତ ହୋଇଯାଇଛି। ମଣ୍ଡଳ ସଭାପତି ଯଜ୍ଞେଶ୍ୱର…

6 years ago