Home

କରୋନା ଭାଇରସ୍‌: ପାରୋଲରେ ଆସିବେ ଲାଲୁ!

ରାଞ୍ଚି,୭।୪: କରୋନା ଭାଇରସ୍‌ ସହ ମୁକାବିଲା ପାଇଁ ଝାରଖଣ୍ଡ ସରକାର ଉଦ୍ୟମ ଚଳାଇଛନ୍ତି। ଇତିମଧ୍ୟରେ ବିହାରର ମୁଖ୍ୟମନ୍ତ୍ରୀ ତଥା ଆରଜେଡି ମୁଖ୍ୟ ଲାଲୁ ପ୍ରସାଦ ଯାଦବଙ୍କୁ ଜେଲ୍‌ରୁ…

6 years ago

ଉତ୍ତରପ୍ରଦେଶର ୩୧ଟି ଅଞ୍ଚଳ ସମ୍ପୂର୍ଣ୍ଣ ସିଲ୍‌

ଲକ୍ଷ୍ନୌ,୭।୪: ଉତ୍ତରପ୍ରଦେଶରେ ବିଭିନ୍ନ ଜିଲାର ୩୧ରୁ ଊର୍ଦ୍ଧ୍ୱ ଅଞ୍ଚଳକୁ ମଙ୍ଗଳବାର ସମ୍ପୂର୍ଣ୍ଣ ସିଲ୍‌ କରାଯାଇଛି। ସିଲ୍‌ କରାଯାଇଥିବା ଅଞ୍ଚଳକୁ ଏବେ କେହି ଯାଆସ କରିପାରିବେ ନାହିଁ। ତେବେ…

6 years ago

ଭାରତ ପାଇଁ ଖୁସି ଖବର: ପ୍ରଥମଥର ପାଇଁ ୮ ଦିନ ମଧ୍ୟରେ ୨୦ ପ୍ରତିଶତ କମିଲା କରୋନା ସଂକ୍ରମିତଙ୍କ ସଂଖ୍ୟା

ନୂଆଦିଲ୍ଲୀ,୭।୪: ଦେଶରେ କରୋନା ସଂକ୍ରମଣ ରୋକିବା ପାଇଁ ଭାରତ ସରକାରଙ୍କ ପକ୍ଷରୁ ଉଦ୍ୟମ ଅବ୍ୟାହତ ରହିଛି। ଇତିମଧ୍ୟରେ ଗତ ୮ ଦିନ ମଧ୍ୟରେ ପ୍ରଥମ ଥର ପାଇଁ…

6 years ago

୩୦ ହଜାର କରୋନା ସଂକ୍ରମିତଙ୍କ ଚିକିତ୍ସା ଲାଗି ପ୍ରସ୍ତୁତ ଦିଲ୍ଲୀ: କେଜରିଓ୍ବାଲ

ନୂଆଦିଲ୍ଲୀ,୭।୪: କରୋନା ସଂକ୍ରମଣ ଦିନକୁ ଦିନ ବ୍ୟାପିବାରେ ଲାଗିଥିବା ବେଳେ ଏବେ ଦିଲ୍ଲୀରେ ୩୦ ହଜାର କରୋନା ସଂକ୍ରମିତଙ୍କ ଚିକିତ୍ସା କରାଯାଇ ପାରିବ ବୋଲି ମଙ୍ଗଳବାର କହିଛନ୍ତି…

6 years ago

ସାମାଜିକ ଦୂରତା ରକ୍ଷା କରି ଦିଆଯାଉଛି ପିଡିଏସ୍‌ ସାମଗ୍ରୀ

ବନ୍ତ,୭ା୪(ଡି.ଏନ୍‌.ଏ.)-ଭଦ୍ରକ ଜିଲା ବନ୍ତ ବ୍ଲକ ନିଳୋକ ପଞ୍ଚାୟତରେ ମଙ୍ଗଳବାର ସାମାଜିକ ଦୂରତା ରକ୍ଷା କରାଯାଇ ହିତାଧିକାରୀ ମାନଙ୍କୁ ପିଡିଏସ୍‌ ସାମଗ୍ରୀ ପ୍ରଦାନ କରାଯାଇଛି। ବାଇଧର ରାଜଙ୍କ ନିଳୋକ…

6 years ago

ଇନ୍ଦୋରରେ ଭାଇଚାରାର ବାର୍ତ୍ତା: ହିନ୍ଦୁ ମହିଳାଙ୍କୁ ସଂସ୍କାର କଲେ ମୁସ୍‌ଲମାନ

ଇନ୍ଦୋର,୭।୪: ସାରା ଦେଶରେ କରୋନା ପ୍ରକୋପ ଜାରି ରହିଥିବାରୁ ଏହାର ମୁକାବିଲା ପାଇଁ ଲକ୍‌ଡାଉନ୍‌ ଘୋଷଣା କରାଯାଇଛି। ଲକ୍‌ଡାଉନ୍‌ ସମୟରେ ଯେଉଁଠାରେ ଲୋକମାନେ ବାହାରକୁ ବାହାରି ପାରୁ…

6 years ago

ଲକ୍‌ଡାଉନ୍‌କୁ ଉଲ୍ଲଂଘନ: ଗୋଟିଏ ଦିନରେ ୩ଲକ୍ଷ ଜରିମାନା; ୪୬ଙ୍କ ବିରୋଧରେ ମାମଲା ଦାଏର

ମୁମ୍ବାଇ,୭।୪: ଭାରତରେ କରୋନା ସଂକ୍ରମିତଙ୍କ ସଂଖ୍ୟା ବଢ଼ିବାରେ ଲାଗିଛି। ଏପରିସ୍ଥଳେ ଦେଶବ୍ୟାପୀ ସରକାରଙ୍କ ପକ୍ଷରୁ ୨୧ ଦିନିଆ ଲକ୍‌ଡାଉନ୍‌ ଜାରି ହୋଇଛି। ତେବେ ଏହାକୁ କେତେକ ଉଲ୍ଲଂଘନ…

6 years ago

କରୋନାକୁ ରୋକିବାରେ ଆମେରିକା ଅସମର୍ଥ: ସୈନ୍ୟବାହିନୀର ସହାୟତା ଲୋଡ଼ିଲେ ଟ୍ରମ୍ପ୍‌

ଓ୍ବାଶିଂଟନ,୭।୪: ଆମେରିକାରେ କରୋନା ସଂକ୍ରମଣ ରୋକିବାରେ ରାଷ୍ଟ୍ରପତି ଡୋନାଲ୍ଡ ଟ୍ରମ୍ପ୍‌ ସରକାରଙ୍କ ପକ୍ଷରୁ ହୋଇଥିବା ସମସ୍ତ ଉଦ୍ୟମ ଫେଲ୍‌ ମାରିଛି। ଶେଷରେ ଟ୍ରମ୍ପ୍‌ ସୈନ୍ୟବାହିନୀର ସହାୟତା ଲୋଡ଼ିଛନ୍ତି।…

6 years ago

କରୋନା ସହିତ ଲଢ଼େଇ ପାଇଁ ମୋଦିଙ୍କୁ ସୋନିଆଙ୍କ ୫ ପରାମର୍ଶ

ନୂଆଦିଲ୍ଲୀ,୭।୪: କିଭଳି କରୋନା ବିରୋଧରେ ଲଢ଼େଇ କରାଯିବ ସେନେଇ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦିଙ୍କୁ କଂଗ୍ରେସ ଅଧ୍ୟକ୍ଷା ସୋନିଆ ଗାନ୍ଧୀ ପରାମର୍ଶ ଦେଇଛନ୍ତି। ସୋନିଆ ମୋଦିଙ୍କୁ କହିଛନ୍ତି ଯେ,…

6 years ago

କରୋନାରେ ସଂକ୍ରମିତ ହେଲେ ପୋଲିସ ଅଧିକାରୀ

ଭୋପାଳ,୭।୪: କରୋନା ସଂକ୍ରମଣକୁ ନେଇ ସାରା ଦେଶରେ ଲକଡାଉନ୍‌ ଘୋଷଣା କରାଯିବା ସମୟରେ କିନ୍ତୁ କାର୍ଯ୍ୟରେ ହେଳା କରୁ ନାହାନ୍ତି ପୋଲିସ। ଡାକ୍ତର, ନର୍ସଙ୍କ ପରି ଏମାନେ…

6 years ago