Home

ଭାଲୁ ସହ ହାତାହାତି: ଯୁବକ ଗୁରୁତର

କେନ୍ଦୁଝର, ୯ା୩: (ସ୍ବ.ପ୍ର.):ଜଙ୍ଗଲଜାତ ଆଳୁ ଖୋଳିବାକୁ ଜଣେ ଯୁବକ ଯାଇଥିବା ବେଳେ ଭାଲୁ ହାବୁଡ଼ରେ ପଡ଼ି ଗୁରୁତର ହୋଇଛନ୍ତି। ଉକ୍ତ ଯୁବକ ହେଲେ ହରିଚ଼ନ୍ଦନପୁର ବ୍ଲକ ଦୈତାରୀ…

6 years ago

ଭାଇଘରେ ପହଞ୍ଚି ପାରିଲେନି ଭଉଣୀ: ଟ୍ରେନ ଧକ୍କାରେ ଜୀବନ ଗଲା

କେନ୍ଦୁଝର, ୯ା୩(ସ୍ବ.ପ୍ର.): ଭାଇଘରେ ପହଞ୍ଚିପାରିଲେନି ଭଉଣୀ। ଟ୍ରେନ ଧକ୍କାରେ ଅଧାବାଟରେ ଜୀବନ ଚାଲିଗଲା। ଏଭଳି ଦୁଃଖଦ ଘଟଣା ଘଟିଛି କେନ୍ଦୁଝର ସଦର ବ୍ଲକ ବେଦପଳସା ଅଞ୍ଚଳରେ। ଏହି…

6 years ago

ନୀଳରକ୍ତ କଙ୍କଡା ସୁରକ୍ଷା ପାଇଁ ବେଳାଭୂମି ସଫେଇ

ରୂପସା, ୯ା୩(ଡି.ଏନ.ଏ.)-ବାଲେଶ୍ୱର ସଦର ବ୍ଲକ ବାହାବଳପୁର ସାମୁଦ୍ରିକ ଥାନା ଅନ୍ତର୍ଗତ ବଗଦା ବେଳାଭୂମିରେ ସୋମବାର ସଫେଇ ଅଭିଯାନ ଆରମ୍ଭ ହୋଇଛି। ସମୁଦ୍ରରେ ନୀଳରକ୍ତ କଙ୍କଡାର ସୁରକ୍ଷା ପାଇଁ…

6 years ago

ଶ୍ରୀମନ୍ଦିରରେ ଦୋଳପୂର୍ଣ୍ଣିମା: ମହାପ୍ରଭୁଙ୍କ ରାଜ ରାଜେଶ୍ୱର ବେଶ ଦର୍ଶନ କଲେ ଲକ୍ଷାଧିକ ଭକ୍ତ

ପୁରୀ ଅଫିସ,୯।୩: ଶ୍ରୀମନ୍ଦିରରେ ପବିତ୍ର ଦୋଳପୂର୍ଣ୍ଣମା ନୀତି ପାଳିତ ହୋଇଛି। ଦୋଳପୂର୍ଣ୍ଣିମା ଅବସରରେ ମହାପ୍ରଭୁଙ୍କ ରାଜ ରାଜେଶ୍ୱର ବା ସୁନାବେଶ ଅନୁଷ୍ଠିତ ହୋଇଛି। ଫାଲଗୁନ ଶୁକ୍ଳ ଦଶମୀରୁ…

6 years ago

ହରିରାଜପୁର ମେଳଣ ୧୪ରୁ: ଆତସବାଜି ପ୍ରଦର୍ଶନ ପାଇଁ ହେବ ୪୦ ବାଣ ପାଲି

ଜଟଣୀ, ୯।୩(ଡି.ଏନ.ଏ.): ଓଡ଼ିଶା ପ୍ରସିଦ୍ଧ ହରିରାଜପୁର ପଞ୍ଚୁଦୋଳ ମେଳଣ ପାଇଁ ଏହାର ପରିଚାଳନା କମିଟି ପକ୍ଷରୁ ବ୍ୟାପକ ପ୍ରସ୍ତୁତି ଚାଲିଛି। ଜଟଣୀ ନିକଟବର୍ତ୍ତୀ ହରିରାଜପୁରସ୍ଥିତ ଶ୍ରୀପଶ୍ଚିମାଶମ୍ଭୁ ସୋମନାଥ…

6 years ago

ସତ୍ୟବାଦୀରେ ଗୁଳିକାଣ୍ଡ: ଯୁବକଙ୍କ ଜୀବନଗଲା, ପ୍ରତିବାଦରେ ରାଜପଥ ଅବରୋଧ

ସତ୍ୟବାଦୀ,୯।୩(ଡି.ଏନ୍‌.ଏ.): ପୁରୀ ଜିଲା ସତ୍ୟବାଦୀ ଥାନା ବଡ଼ କାଞ୍ଜିଆ ଛକରେ ରବିବାର ବିଳମ୍ବିତ ରାତିରେ ଗୁଳିକାଣ୍ଡ ହୋଇଛି। ଏଥିରେ ପୁରନ୍ଦର ବେହେରା ଓରଫ ଭାସିଆ ନିହତ ହୋଇଛନ୍ତି।…

6 years ago

ବାଂଲାଦେଶରେ ୩ କରୋନା ସଂକ୍ରମିତ ରୋଗୀ: ବାତିଲ ହେଲା ମୋଦିଙ୍କ ଗସ୍ତ

ନୂଆଦିଲ୍ଲୀ,୯।୩: ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି ଆସନ୍ତା ସପ୍ତାହରେ ଢାକା ଗସ୍ତ କରିବାର କାର୍ଯ୍ୟକ୍ରମ ଥିଲା। ହେଲେ ସେଠାରେ ୩ କରୋନା ଭାଇରସ ସଂକ୍ରମିତ ଚିହ୍ନଟ ହେବା ପରେ…

6 years ago

ପୁରୁଷଙ୍କ କ୍ଷେତ୍ରରେ କରୋନା ସଂକ୍ରମଣ ଅଧିକ: ରିପୋର୍ଟ !

ବେଜିଂ, ୯।୩: କରୋନା ସଂକ୍ରମଣ ଯୋଗୁ ପୃଥିବୀର ୧୦୧ ଦେଶରେ ଆତଙ୍କ ସୃଷ୍ଟି ହୋଇଛି। ବର୍ତ୍ତମାନ ସୁଦ୍ଧା ଚାଇନାରେ କରୋନା ଯୋଗୁ ଅଧିକ ଲୋକଙ୍କ ମୃତ୍ୟୁ ଘଟିଛି।…

6 years ago

ନୀତୀଶଙ୍କୁ ଟକ୍କର ଦେବେ ପୁଷ୍ପମ ପ୍ରିୟା

ପାଟନା,୯।୩: ପାଖେଇ ଆସୁଛି ବିହାର ବିଧାନସଭା ନିର୍ବାଚନ। ଆଉ ଏବେଠାରୁ ଆରମ୍ଭ ହୋଇଗଲାଣି ପ୍ରସ୍ତୁତି। ଏହି ସମୟରେ ମୁଖ୍ୟମନ୍ତ୍ରୀ ଆସନ ପାଇଁ ଏକ ନୂଆ ଚେହେରା ଆସିଛି…

6 years ago

ହୃଷୀକେଶ ପଣ୍ଡା ଆଦିବାସୀ ମନ୍ତ୍ରଣାଳୟ ଏକ୍ସପର୍ଟ ପ୍ୟାନେଲ ମୁଖ୍ୟ

ଭୁବନେଶ୍ୱର,୯।୩(ବ୍ୟୁରୋ): ଭାରତୀୟ ପ୍ରଶାସନିକ ସେବା(ଆଇଏଏସ୍‌) ଚାକିରିରୁ ଅବସର ଗ୍ରହଣ କରିଥିବା ଓଡ଼ିଆ ଅଫିସର ହୃଷୀକେଶ ପଣ୍ଡାଙ୍କୁ କେନ୍ଦ୍ର ସରକାରଙ୍କ ପକ୍ଷରୁ ନୂଆ ଦାୟିତ୍ୱ ମିଳିଛି। ହୃଷୀକେଶଙ୍କୁ ଗୁରୁତ୍ୱପୂର୍ଣ୍ଣ…

6 years ago