Home

ଦକ୍ଷିଣ ଆଫ୍ରିକା ବିପକ୍ଷ ଦିନିକିଆ ଦଳ ଘୋଷିତ: ପାଣ୍ଡ୍ୟା, ଧାଓ୍ବନ, ଭୁବନେଶ୍ୱରଙ୍କ ପ୍ରତ୍ୟାବର୍ତ୍ତନ

ଅହମଦାବାଦ, ୮।୩(ପ.ଟି.)- ଅଗାମୀ ଦକ୍ଷିଣ ଆଫ୍ରିକା ବିପକ୍ଷ ୩ ମ୍ୟାଚ୍‌ ବିଶିଷ୍ଟ ଘରୋଇ ଦିନିକିଆ ସିରିଜ ପାଇଁ ଭାରତୀୟ ଦଳ ଘୋଷଣା ହୋଇଛି। ନୂଆ ଚୟନ କମିଟି…

6 years ago

ବଣିକ ସଂଘ-ହେମାଲ ସଂଘ ମୁହାଁମୁହିଁ: ଥାନାଧିକାରୀଙ୍କ ବଦଳି ଦାବିରେ ଧାରଣା

ବଲାଙ୍ଗୀର ଅଫିସ,୮।୩ : ଏକ ମାଲ୍‌ ବୋଝେଇ ଗାଡ଼ିରୁ ଜିନିଷପତ୍ର ଅନଲୋଡିଂ ବେଳେ ଜିଲା ବଣିକ ସଂଘ ଓ ହେମାଲ ସଂଘ ରବିବାର ମୁହାଁମୁହିଁ ହୋଇଥିଲେ ।…

6 years ago

ନଦୀକୁ ଗାଧୋଇବାକୁ ଯାଇ ଦାଦା-ପୁତୁରା ନିଖୋଜ, ଉଦ୍ଧାର କାର୍ଯ୍ୟ ଜାରି

ଝାରସୁଗୁଡ଼ା ଅଫିସ,୮।୩: ଝାରସୁଗୁଡ଼ା ଜିଲା ବ୍ରଜରାଜନଗର ଅଞ୍ଚଳରେ ରବିବାର ଏକ ଅଭାବନୀୟ ଘଟଣା ଘଟିଛି। ସ୍ଥାନୀୟ ଇବ୍‌ ନଦୀକୁ ଗାଧୋଇବାକୁ ଯାଇ ଦାଦା ପୁତୁରା ନିଖୋଜ ହୋଇଯାଇଥିବା…

6 years ago

ମହିଳାଙ୍କ ପାଇଁ ‘ମିଶନ ଶକ୍ତି ବିଭାଗ’ ଘୋଷଣା କଲେ ମୁଖ୍ୟମନ୍ତ୍ରୀ

ଭୁବନେଶ୍ୱର,୮ା୩(ବ୍ୟୁରୋ): ରବିବାର ଅନ୍ତର୍ଜାତୀୟ ମହିଳା ଦିବସ। ଏହି ଅବସରରେ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ମହିଳାଙ୍କ ଲାଗି ଏକ ବଡ଼ ଘୋଷଣା କରିଛନ୍ତି। ଦେଶର ପ୍ରଥମ ରାଜ୍ୟ ଭାବେ…

6 years ago

ୟେସ୍‌ ବ୍ୟାଙ୍କରେ ମହାପ୍ରଭୁଙ୍କ ଟଙ୍କା ରଖିବା ପ୍ରସଙ୍ଗ: ଶ୍ୱେତପତ୍ର ଦାବି କଲା ଭାଜପା

ଭୁବନେଶ୍ୱର,୮ା୩(ବ୍ୟୁରୋ): ୟେସ୍‌ ବ୍ୟାଙ୍କରେ ଜଗନ୍ନାଥଙ୍କ ଟଙ୍କା ଜମା ସମ୍ପର୍କରେ ରାଜ୍ୟ ସରକାରଙ୍କୁ ଭାଜପା ଟାର୍ଗେଟ କରିଛି। ଦଳର ସାଧାରଣ ସମ୍ପାଦକ ପୃଥ୍ବୀରାଜ ହରିଚନ୍ଦନ ରବିବାର ଏକ ଖବରଦାତା…

6 years ago

ଏଣିକି ଏନ୍‌ଡିଆର୍‌ଏଫ୍‌ରେ ନିୟୋଜିତ ହେବେ ମହିଳା ଯବାନ: ଡିଜି

ଭୁବନେଶ୍ୱର,୮ା୩(ବ୍ୟୁରୋ): ଏଣିକି ଏନ୍‌ଡିଆର୍‌ଏଫ୍‌ରେ ମହିଳା ଯବାନ ନିୟୋଜିତ ହେବେ। ବିଶ୍ୱ ମହିଳା ଦିବସ ଅବସରରେ ଏନ୍‌ଡିଆର୍‌ଏଫ୍‌ ଡିଜି ସତ୍ୟନାରାୟଣ ପ୍ରଧାନ ରବିବାର ଏହି ସୂଚନା ଦେଇଛନ୍ତି। ସେ…

6 years ago

ନିରଞ୍ଜନଙ୍କ ପ୍ରଶ୍ନ: ଅଧିକ ସୁଧ ନା କମିଶନ ଆଶାରେ ୟେସ୍‌ ବ୍ୟାଙ୍କରେ ଟଙ୍କା ରଖିଥିଲେ

ଭୁବନେଶ୍ୱର,୮ା୩(ବ୍ୟୁରୋ): ୟେସ୍‌ ବ୍ୟାଙ୍କରେ ଜମାଥିବା ମହାପ୍ରଭୁ ଜଗନ୍ନାଥଙ୍କ ଟଙ୍କାକୁ ନେଇ ପ୍ରତିକ୍ରିୟା ରଖିଛନ୍ତି ପିସିସି ସଭାପତି ନିରଞ୍ଜନ ପଟ୍ଟନାୟକ। ରବିବାର ଏ ସମ୍ପର୍କରେ ପଚରାଯିବାରୁ ନିରଞ୍ଜନ କହିଛନ୍ତି,…

6 years ago

‘ମହିଳା ସୁଦୃଢ଼ ହେଲେ ଦେଶ ଆଗକୁ ଯିବ’

ଆନନ୍ଦପୁର,୮।୩(ସ୍ବ.ପ୍ର.): ଅନ୍ତର୍ଜାତୀୟ ମହିଳା ଦିବସ ଉପଲକ୍ଷେ ଆନନ୍ଦପୁର ପୌରପରିଷଦ ଫକୀରପୁର ହାଟ ପଡ଼ିଆରେ ଏକ ମହିଳା ସମାବେଶ ଅନୁଷ୍ଠିତ ହୋଇଯାଇଛି। ଏହି ସମାବେଶରେ ଆନନ୍ଦପୁର ବିଧାୟକ ଭାଗିରଥି…

6 years ago

ଇନ୍ଧନ ଭରା ଟ୍ରକ ସହ ୨ ଯାତ୍ରୀବାହୀ ବସ ଧକ୍କା: ୩୦ ମୃତ

ଦମିଶ୍କ,୮।୩: ସିରିଆରେ ଏକ ଇନ୍ଧନ ଭରା ଟ୍ରକ ସହିତ ୨ ଯାତ୍ରୀବାହୀ ବସ ଧକ୍କା ହୋଇଛି। ଏଥିରେ ୩୦ ଜଣଙ୍କ ମୃତ୍ୟୁ ଘଟିଛି। ଦମିଶ୍କ-ହାମ୍ସ୍‌ ହାଇଓ୍ବେରେ ଏହି…

6 years ago

ଭାଜପା କିମ୍ବା ବିଜେଡିକୁ ଭୋଟ ଦେବନି କଂଗ୍ରେସ: ନିରଞ୍ଜନ

ଭୁବନେଶ୍ୱର,୮ା୩(ବ୍ୟୁରୋ): ରାଜ୍ୟ ସଭା ନିର୍ବାଚନରେ କଂଗ୍ରେସ ବିଧାୟକ ଭୋଟ ଦେବେ ନାହିଁ। ପ୍ରାର୍ଥୀ ନ ଥିବାରୁ ଭୋଟ କାହିଁକି ଦେବୁ ବୋଲି ରବିବାର ପିସିସି ସଭାପତି ନିରଞ୍ଜନ…

6 years ago