ନୂଆଦିଲ୍ଲୀ,୬ା୨: ସିପିଆଇ ନେତା କହ୍ନେୟା କୁମାରଙ୍କ ଉପରେ ବିହାରରେ ବୁଧବାର ଟେକାମାଡ଼ ହୋଇଛି। ପାଟନାରୁ ୨୫୦ କି.ମି. ଦୂର ସୁପାଉଲଠାରେ ସେ କାର୍ରେ ଯାଉଥିବାବେଳେ କେତେଜଣ ବ୍ୟକ୍ତି…
ନୂଆଦିଲ୍ଲୀ/ଲକ୍ଷ୍ନୌ,୬ା୨: ରାମ ଜନ୍ମଭୂମି-ବାବ୍ରୀ ମସ୍ଜିଦ ବିବାଦ ମାମଲାରେ ହିନ୍ଦୁ ପକ୍ଷର ପ୍ରତିନିଧିତ୍ୱ କରିଥିବା ସୁପ୍ରିମକୋର୍ଟର ବରିଷ୍ଠ ଆଇନଜୀବୀ କେ. ପରାଶରନ୍ (୯୨) ରାମ ମନ୍ଦିର ନିର୍ମାଣ ପାଇଁ…
ଲକ୍ଷ୍ନୌ,୬ା୨(ଆଇଏଏନ୍ଏସ୍): ଡ୍ରୋନ୍ ନିର୍ମାଣ ଓ ବିକ୍ରି ଲାଗି ରାଷ୍ଟ୍ରାୟତ୍ତ ଏରୋସ୍ପେସ୍ ଓ ପ୍ରତିରକ୍ଷା କମ୍ପାନୀ ହିନ୍ଦୁସ୍ତାନ ଏରୋନଟିକ୍ସ ଲିମିଟେଡ୍(ହାଲ୍) ଇସ୍ରାଏଲର ଏକ କମ୍ପାନୀ ସହ ବୁଝାମଣାପତ୍ର (ଏମ୍ଓ)…
ଲକ୍ଷ୍ନୌ,୬ା୨(ପି.ଟି.): ଆଗାମୀ ୫ ବର୍ଷରେ ପ୍ରତିରକ୍ଷା ରପ୍ତାନି ୫ ବିଲିୟନ ଡଲାର (ପାଖାପାଖି ୩୫ ହଜାର କୋଟି ଟଙ୍କା)ରେ ପହଞ୍ଚାଇବା ପାଇଁ ଭାରତ ଲକ୍ଷ୍ୟ ରଖିଥିବା ପ୍ରଧାନମନ୍ତ୍ରୀ…
ଓ୍ବାଶିଂଟନ,୬।୨: ଆମେରିକା ରାଷ୍ଟ୍ରପତି ଡୋନାଲ୍ଡ ଟ୍ରମ୍ପଙ୍କ ନାଁରେ ଆସିଥିବା ମହାଭିଯୋଗ ପ୍ରସ୍ତାବ ଶେଷରେ ଖାରଜ ହୋଇଛି। ଯୁକ୍ତରାଷ୍ଟ୍ର ଆମେରିକାର ସିନେଟରେ ତାଙ୍କୁ ଦୋଷମୁକ୍ତ ଘୋଷଣା କରାଯାଇଛି। ଟ୍ରମ୍ପଙ୍କ…
ଭୁବନେଶ୍ୱର,୬ା୨: ଚଳିତ ବର୍ଷ ଓଡ଼ିଶାର ବିଭିନ୍ନ ରେଳ ପ୍ରକଳ୍ପ ଲାଗି କେନ୍ଦ୍ର ସରକାର ବଜେଟରେ ୪,୩୭୩ କୋଟି ଟଙ୍କା ବ୍ୟୟ ବରାଦ କରିଛନ୍ତି। ଏହା ଗତ ବର୍ଷ…
କଟକ ଅଫିସ୍, ୬ା୨: ସରକାରୀ ପଦ ପଦବୀ ଲାଗି ନିଯୁକ୍ତି ପ୍ରକ୍ରିୟାରେ ସ୍ବଚ୍ଛତା ଆଣିବା ଦିଗରେ ପଦକ୍ଷେପ ନେଇଛି ଓଡ଼ିଶା ଲୋକସେବା ଆୟୋଗ (ଓପିଏସ୍ସି)। ବୁଧବାର ଓପିଏସ୍ସି…
ପୁରୁଣା ଭୁବନେଶ୍ୱର,୬ା୨(ଡି.ଏନ.ଏ.): ପୁରୁଣା ଭୁବନେଶ୍ୱର ଅଞ୍ଚଳରେ ଶ୍ରୀଲିଙ୍ଗରାଜ ମନ୍ଦିର ଚତୁଃପାର୍ଶ୍ୱରୁ ଉଚ୍ଛେଦ ଓ ଜମି ଅଧିଗ୍ରହଣ ନେଇ ମାପଚୁପ ଚାଲିଛି। ଅନ୍ୟ ଅଧିକାରୀଙ୍କ ସହ ରାଜସ୍ବ ନିରୀକ୍ଷକ…
ଭୁବନେଶ୍ୱର,୬ା୨(ବ୍ୟୁରୋ)/ ବନ୍ତଳା(ଡି.ଏନ୍.ଏ) - ଓଡ଼ିଶାରୁ ଏବେ ଯିବ ନାହିଁ ବାଘୁଣୀ ‘ସୁନ୍ଦରୀ’। ସାତକୋଶିଆରେ ଥିବା ସୁନ୍ଦରୀ ବର୍ତ୍ତମାନ ମଧ୍ୟପ୍ରଦେଶର ‘କାହ୍ନା’ ଅଭୟାରଣ୍ୟକୁ ଯିବନି। କାହ୍ନା ଅଭୟାରଣ୍ୟ ଘୋରେଲାରେ…
ଜୟପୁର,୬ା୨(ନି.ପ୍ର.) କୋରାପୁଟ ଜିଲା ଅଧୀନ ଜୟପୁର ଉପଖଣ୍ଡରେ ୯୬ କୋଟି ଓ କୋରାପୁଟ ଉପଖଣ୍ଡରେ ୭୦ କୋଟି ଟଙ୍କାର ବିଦ୍ୟୁତ ବକେୟା ପଡ଼ିଛି। ୧୫ ତାରିଖ ସୁଦ୍ଧା ବକେୟା…