ଅହମ୍ମଦାବାଦ୍,୩୧।୧୨: ଗୋମୁତ୍ରରୁ ପ୍ରସ୍ତୁତ କ୍ୟାପସୁଲ୍ ଦ୍ୱାରା କ୍ୟାନସର ଭଲ ହେବ ବୋଲି ଗୁଜରାଟର ସର୍ଦ୍ଦାର ବଲ୍ଲଭଭାଇ ନ୍ୟାସନାଲ ଇନଷ୍ଟିଚ୍ୟୁଟ୍ ଅଫ୍ ଟେକ୍ନୋଲୋଜିରେ ହୋଇଥିବା ଏକ ଗବେଷଣା ରିପୋର୍ଟରେ…
ମୁମ୍ବାଇ: କିଛି ଦିନ ହେବ ବଡ଼ ପରାଦାରୁ ଦୂରେଇ ରହିଛନ୍ତି ବଲିଉଡ୍ ବାଦଶାହ। ଶେଷଥର ନିର୍ଦ୍ଦେଶକ ଆନନ୍ଦ ଏଲ୍ ରୟଙ୍କ ଫିଲ୍ମ ‘ଜିରୋ’ରେ ତାଙ୍କୁ ଦେଖିବାକୁ ମିଳିଥିବା…
ପୁରୀ ଅଫିସ, ୩୧।୧୨: କେନ୍ଦ୍ରମନ୍ତ୍ରୀ ଧର୍ମେନ୍ଦ୍ର ପ୍ରଧାନ ଶ୍ରୀମନ୍ଦିରକୁ ଆସି ମହାପ୍ରଭୁଙ୍କୁ ଦର୍ଶନ କରିଛନ୍ତି। ପୂର୍ବାହ୍ନ ୧୧ଟାରେ କେନ୍ଦ୍ରମନ୍ତ୍ରୀ ଶ୍ରୀମନ୍ଦିରରେ ପହଞ୍ଚିବା ପରେ ଦଳୀୟ କର୍ମକର୍ତ୍ତା ଏବଂ…
ଅଯୋଧ୍ୟା,୩୧।୧୨: ରାମ ମନ୍ଦିର ମାମଲାର ଚୂଡ଼ାନ୍ତ ରାୟରେ ମସଜିଦ୍ ନିର୍ମାଣ ପାଇଁ ୫ ଏକର ଜମି ଯୋଗାଇ ଦେବାକୁ ସୁପ୍ରିମ୍କୋର୍ଟ ନିର୍ଦ୍ଦେଶ ଦେଇଥିଲେ। ଏନେଇ ମୁଖ୍ୟମନ୍ତ୍ରୀ ଯୋଗୀ…
ଭୁବନେଶ୍ୱର, ୩୧।୧୨(ବ୍ୟୁରୋ): ପୂର୍ବତନ ରାଜ୍ୟ ସଭା ସଦସ୍ୟ ଏ.ଭି. ସ୍ବାମୀଙ୍କ ପରଲୋକ ଘଟିଛି। ମୃତ୍ୟୁବେଳକୁ ତାଙ୍କ ୯୧ ବର୍ଷ ବୟସ ହୋଇଥିଲା। ଖରିଆର ରୋଡ୍ସ୍ଥିତ ବାସଭବନରେ ପରଲୋକ…
ମୁମ୍ବାଇ, ୩୧।୧୨: ମହାରାଷ୍ଟ୍ର କ୍ୟାବିନେଟ୍ ସମ୍ପ୍ରସାରଣ ପରେ ମେଣ୍ଟରେ ବିଦ୍ରୋହ ଦେଖାଦେଇଛି। ଏନ୍ସିପି ବିଧାୟକ ପ୍ରକାଶ ସୋଲାଙ୍କି ଇସ୍ତଫା ଦେବା ସମ୍ପର୍କରେ ଘୋଷଣା କରିଛନ୍ତି। ସେ ଆଉ…
ନୂଆଦିଲ୍ଲୀ,୩୧।୧୨: ଦିଲ୍ଲୀ ସମେତ ଉତ୍ତର ଭାରତରେ ଶୀତ ଲହରୀ ଜାରି ରହିଛି। ପ୍ରବଳ ଶୀତ ଯୋଗୁ ଜନଜୀବନ ଅସ୍ତବ୍ୟସ୍ତ ହୋଇପଡ଼ିଛି। ମଙ୍ଗଳବାର ଦିଲ୍ଲୀରେ ନ୍ୟୁନତମ ତାପମାତ୍ରା ୪ଡିଗ୍ରୀ…
କୁରୁକ୍ଷେତ୍ର,୩୧।୧୨:ସିଏଏ ନେଇ କେନ୍ଦ୍ର ସରକାର ଏବଂ ବିରୋଧି ଦଳଙ୍କ ମଧ୍ୟରେ କାଦୁଅ ଫିଙ୍ଗା ଜାରି ରହିଛି। ଏହି ମର୍ମରେ କୁରୁକ୍ଷେତ୍ର ଭାଜପା ଏମ୍ପି ନାୟବ ସୈନି ରାହୁଲ…
ଭୁବନେଶ୍ୱର, ୩୧।୧୨(ବ୍ୟୁରୋ): ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକଙ୍କ ଭିଣୋଇ ତଥା ଲେଖିକା ଗୀତା ମେହେଟ୍ଟାଙ୍କ ସ୍ବାମୀ ସୋନି ମେହେଟ୍ଟାଙ୍କ ପରଲୋକ ଘଟିଛି। ମୃତ୍ୟୁବେଳକୁ ତାଙ୍କ ୭୬ ବର୍ଷ ହୋଇଥିଲା।…
ନୂଆଦିଲ୍ଲୀ,୩୧।୧୨: କଂଗ୍ରେସ ମହାସଚିବ ପ୍ରିୟଙ୍କା ଗାନ୍ଧୀ ଭଦ୍ରା ଦୁର୍ଗାଙ୍କର ଏକ ମନ୍ତ୍ର ଟୁଇଟ୍ କରିବା ପରେ ଏବେ ଏହା ଚର୍ଚ୍ଚାକୁ ଆସିଛି। ପ୍ରିୟଙ୍କାଙ୍କ ଅଫିସିଆଲ ଟୁଇଟର୍ ହ୍ୟାଣ୍ଡେଲରେ…