Home

ଯୋଧପୁରରେ ୩୦ ଯବାନଙ୍କୁ କରୋନା

ଯୋଧପୁର,୭ା୫(ପି.ଟି.): ଦିଲ୍ଲୀର ଜାମା ମସ୍‌ଜିଦ ଅଞ୍ଚଳରେ ସୁରକ୍ଷା ପାଇଁ ପୂର୍ବରୁ ମୁତୟନ ଥିବା ୩୦ ବିଏସ୍‌ଏଫ୍‌ ଯବାନ କରୋନା ସଂକ୍ରମିତ ଥିବା ଜଣାପଡିଛି। ଉକ୍ତ ଯବାନମାନଙ୍କର ସମ୍ପୂର୍ଣ୍ଣ…

6 years ago

ପଶ୍ଚିମବଙ୍ଗ: ୨ ଦିନରେ ୮୦ ମୃତ

କୋଲକାତା,୭ା୫: ପଶ୍ଚିମବଙ୍ଗରେ କରୋନା ଆକ୍ରାନ୍ତଙ୍କ ସଂଖ୍ୟା ୧୩୪୪କୁ ବୃଦ୍ଧି ପାଇଥିବାବେଳେ ମୃତ୍ୟୁହାର ଏଠାରେ ସର୍ବାଧିକ ରହିଛି। ଗତ ଦୁଇଦିନରେ ଏହି ରାଜ୍ୟରେ ୮୦ରୁ ଅଧିକ ଲୋକ କୋଭିଡ୍‌-୧୯ରେ…

6 years ago

କର୍ନାଟକର କୋଭିଡ୍‌ ମୁକାବିଲା : ୧୬୧୦ କୋଟିର ପ୍ୟାକେଜ୍‌ ଘୋଷଣା

ବେଙ୍ଗାଲୁରୁ,୭ା୫(ପି.ଟି.): ଲକ୍‌ଡାଉନ ଯୋଗୁ ଅସୁବିଧାର ସମ୍ମୁଖୀନ ହୋଇଥିବା ଲୋକମାନଙ୍କ ସହାୟତା ଲାଗି କର୍ନାଟକ ସରକାର ବୁଧବାର ୧୬୧୦ କୋଟି ଟଙ୍କାର ରିଲିଫ୍‌ ପ୍ୟାକେଜ୍‌ ଘୋଷଣା କରିଛନ୍ତି। ଏହାଦ୍ୱାରା…

6 years ago

କରୋନାକୁ ନିଷ୍ପ୍ରଭ କରିବ ବିକଶିତ ଟିକା

ରୋମ୍‌, ୭ା୫: ମହାମାରୀ କରୋନା ତାଣ୍ଡବ ବିଶ୍ୱବ୍ୟାପୀ ଜାରି ରହିଛି। ୨୧୨ ଦେଶର ଲୋକମାନେ ଏହାକୁ ନେଇ କୋକୁଆ ଭୟରେ ରହିଛନ୍ତି। ସାରା ବିଶ୍ୱରେ ଏବେ ପ୍ରାୟ…

6 years ago

୫୨ ହଜାର ଟପିଲା ଆକ୍ରାନ୍ତଙ୍କ ସଂଖ୍ୟା

ନୂଆଦିଲ୍ଲୀ, ୭ା୫: ଦେଶରେ କରୋନା ସଂକ୍ରମିତଙ୍କ ସଂଖ୍ୟା ୫୨, ୩୪୦ରେ ପହଞ୍ଚିଛି। ପ୍ରାଣ ହରାଇଲେଣି ୧,୭୬୮ ଲୋକ। ବିଭିନ୍ନ ରାଜ୍ୟରେ ସଂକ୍ରମଣ ସ୍ଥିତି କ୍ରମଶଃ ଜଟିଳ ହେବାରେ…

6 years ago

ଊର୍ଜା କ୍ଷେତ୍ରରେ ଦ୍ୱିପାକ୍ଷିକ ସହଯୋଗର ସମୀକ୍ଷା କଲେ କେନ୍ଦ୍ରମନ୍ତ୍ରୀ

ଭୁବନେଶ୍ୱର,୭ା୫(ବ୍ୟୁରୋ): କରୋନା ମହାମାରୀ ଯୋଗୁ ବିଶ୍ୱ ଊର୍ଜା ବିଶେଷଭାବେ ତୈଳ ଏବଂ ଗ୍ୟାସ ଉପରେ ପ୍ରଭାବ ପକାଇଛି। ତେଣୁ ଊର୍ଜା କ୍ଷେତ୍ରରେ ଦ୍ୱିପାକ୍ଷିକ ସହଯୋଗ ପାଇଁ ଭାରତ…

6 years ago

ପାକ୍‌ ରଚୁଛି ସାଂଘାତିକ ଷଡ଼ଯନ୍ତ୍ର

ନୂଆଦିଲ୍ଲୀ,୭ା୫: ସାରା ବିଶ୍ୱ ଏବେ ଭୟଙ୍କର ମହାମାରୀ କୋଭିଡ୍‌-୧୯ ବିରୋଧରେ ଲଢ଼ୁଥିବା ବେଳେ ପାକିସ୍ତାନର ଏଥିପ୍ରତି ଭ୍ରୂକ୍ଷେପ ନାହିଁ। ଏହା ଜମ୍ମୁ-କଶ୍ମୀରରେ ଅସ୍ଥିରତା ସୃଷ୍ଟି ଲାଗି ସବୁ…

6 years ago

ସପ୍ତାହେ ମଧ୍ୟରେ ଚୂଡ଼ାନ୍ତ ହେବ ମାଟ୍ରିକ ଖାତା ମୂଲ୍ୟାୟନ ତାରିଖ

ଭୁବନେଶ୍ୱର, ୭ା୫(ବ୍ୟୁରୋ): କରୋନା ସଂକ୍ରମଣ ଯୋଗୁ ସବୁ କାର୍ଯ୍ୟ ବନ୍ଦ ରହିଛି। ମୁଖ୍ୟତଃ ଶିକ୍ଷା କ୍ଷେତ୍ରକୁ ମଧ୍ୟ କରୋନା ବ୍ୟାପକ ଭାବେ ପ୍ରଭାବିତ କରିଛି। ଅଧିକାଂଶ ଶ୍ରେଣୀରେ…

6 years ago

କଷଟି ପଥରରେ ସଂଘୀୟ ସହଯୋଗିତା

ନୂଆଦିଲ୍ଲୀ,୭ା୫: ମହାମାରୀ କରୋନାର ପ୍ରଭାବ ସାରା ବିଶ୍ୱରେ ଦେଖିବାକୁ ମିଳିଛି। ଅଦ୍ୟାବଧି ୧୧୨ ରାଷ୍ଟ୍ରରେ ଆତଙ୍କ ସୃଷ୍ଟି କରିଥିବା ଏହି ଘାତକ ଭୂତାଣୁ ୩.୫ ନିୟୁତ ଲୋକଙ୍କୁ…

6 years ago

‘ଖବରକାଗଜ ବିତରକଙ୍କୁ ବୀମାଭୁକ୍ତ କରାଯାଉ’

ପୁରୀ ଅଫିସ,୭ା୫ : ଲକ୍‌ଡାଉନ ପରିପ୍ରେକ୍ଷୀରେ କୌଣସି ସରକାରୀ ସହଯୋଗ ପାଇ ନ ଥିବାରୁ ପୁରୀ ଖବରକାଗଜ ବିତରକମାନେ କ୍ଷୋଭ ପ୍ରକାଶ କରିଛନ୍ତି। ଏକ ପ୍ରେସ୍‌ ବିଜ୍ଞପ୍ତି…

6 years ago