Home

୨୪ ଘଣ୍ଟାରେ ଗଲା ୮ ଜୀବନ: ୨୭ରେ ପହଞ୍ଚିଲା ମୃତ୍ୟୁ ସଂଖ୍ୟା

ନୂଆଦିଲ୍ଲୀ,୩୦ା୩(ପି.ଟି.): ଲକ୍‌ଡାଉନ ସତ୍ତ୍ୱେ ଦିନକୁ ଦିନ ଅଧିକ ଭୟଙ୍କର ହେଉଛି କରୋନା। ଭାରତରେ ଗତ ୨୪ ଘଣ୍ଟା ମଧ୍ୟରେ ୮ ଜଣଙ୍କ ଜୀବନ ନେଲାଣି ଏହି ଭୂତାଣୁ।…

6 years ago

ଦିନକୁ ୮ଘଣ୍ଟା ଡ୍ୟୁଟି କରିବେ ପୋଲିସ କର୍ମଚାରୀ: ସପ୍ତାହରେ ଦିନେ ଛୁଟି

କଟକ ଅଫିସ,୩୦ା୩: କରୋନା ଭୂତାଣୁ ସଂକ୍ରମଣକୁ ରୋକିବା ପାଇଁ ସାରା ଦେଶରେ ଲକ୍‌ଡାଉନ୍‌ ଜାରି ହୋଇଛି। ଓଡ଼ିଶାରେ ବି ଏହାର ପ୍ରଭାବ ଦେଖିବାକୁ ମିଳୁଛି। ଲକ୍‌ଡାଉନ୍‌କୁ କାର୍ଯ୍ୟକାରୀ…

6 years ago

ଜରୁରୀ ସାମଗ୍ରୀ ପରିବହନ କରିବ ପୂର୍ବତଟ ରେଳପଥ

ଭୁବନେଶ୍ୱର,୩୦ା୩(ବ୍ୟୁରୋ): କରୋନା ସଂକ୍ରମଣ ମୁକାବିଲା ଲାଗି ସମଗ୍ର ଦେଶରେ ୨୧ ଦିନିଆ ଲକ୍‌ଡାଉନ୍‌ ଜାରି ରହିଥିବାବେଳେ ଅତ୍ୟାବଶ୍ୟକ ସାମଗ୍ରୀର ପରିବହନରେ ସମସ୍ୟା ସୃଷ୍ଟି ହୋଇଛି। ଏଭଳିସ୍ଥିତିରେ ପୂର୍ବତଟ…

6 years ago

ଲକ୍‌ଡାଉନ୍‌ ନିୟମକୁ ଫୁ: ମାଛ ମାର୍କେଟରେ ଭିଡ଼

ପୁରୀ ଅଫିସ,୩୦ା୩: ସମଗ୍ର ଦେଶରେ ଏବେ ୨୧ ଦିନିଆ ଲକ୍‌ଡାଉନ ଚାଲିଛି। କରୋନା ଭାଇରସ୍‌ ମୁକାବିଲା ପାଇଁ ଏଭଳି ଏକ ପଦକ୍ଷେପ ନିଆଯାଇଛି। ପୁରୀ ଜିଲା ପ୍ରଶାସନ…

6 years ago

କରୋନା ବିଗାଡ଼ିଲା

ଭାଇରସ୍‌ ସାରା ବିଶ୍ୱରେ ଅଚଳାବସ୍ଥା ସୃଷ୍ଟି କରିଛି। କରୋନାକୁ ପ୍ରତିହତ କରିବାକୁ ପ୍ରଧାନମନ୍ତ୍ରୀ ସମଗ୍ର ଭାରତକୁ ଲକ୍‌ଡାଉନ୍‌ ଘୋଷଣା କରିଛନ୍ତି। ଜୀବନ ବଞ୍ଚାଇବା ପାଇଁ ଲୋକେ ସରକାରଙ୍କ…

6 years ago

ଦିନିକିଆ ଅଧିବେଶନ, ଯୋଗଦେବେ ୩୦% ସଦସ୍ୟ

ଭୁବନେଶ୍ୱର,୩୦ା୩(ବ୍ୟୁରୋ): ବିଧାନସଭାର ବଜେଟ ଅଧିବେଶନ ସୋମବାର ଲୋକସେବା ଭବନର ନୂତନ କନ୍‌ଭେନ୍‌ଶନ ବିଲ୍ଡିଂରେ ଅନୁଷ୍ଠିତ ହେବ। ଏହି ଅଧିବେଶନରେ ୨୦୨୦-୨୧ ଆର୍ଥିକ ବର୍ଷ ପାଇଁ ବ୍ୟୟ ମଞ୍ଜୁରୀ…

6 years ago

ଦୁଇଦିନ ବର୍ଷା ସହ ବଜ୍ରପାତ: ତାପମାତ୍ରା ଆହୁରି ବଢ଼ିବ

ଭୁବନେଶ୍ୱର,୩୦ା୩(ବ୍ୟୁରୋ): ସାରା ରାଜ୍ୟରେ ଏବେ ତାପମାତ୍ରା ବଢ଼ିବାରେ ଲାଗିଛି। ଦିନବେଳା ଜନଜୀବନ ଅସ୍ତବ୍ୟସ୍ତ ହୋଇପଡ଼ୁଛି। ହେଲେ ଅପରାହ୍ନରୁ ହଠାତ ପାଗରେ ପରିବର୍ତ୍ତନ ଘଟୁଛି। ରବିବାର ରାଜ୍ୟର ବିଭିନ୍ନ…

6 years ago

ଅଂଶୁଘାତ ଆଶଙ୍କା, ଜିଲାପାଳଙ୍କୁ ସତର୍କ କଲେ ଏସ୍‌ଆର୍‌ସି

ଭୁବନେଶ୍ୱର,୩୦ା୩(ବ୍ୟୁରୋ): କରୋନା ମୁକାବିଲା ପାଇଁ ସରକାରଙ୍କଠାରୁ ଆରମ୍ଭ କରି ସାଧାରଣ ଜନତା ସମସ୍ତେ ଲଢ଼େଇ ଜାରି ରଖିଛନ୍ତି। ଏପରି ସ୍ଥିତିରେ ରାଜ୍ୟରେ ତାପମାତ୍ରା ବୃଦ୍ଧି ଚିନ୍ତା ବଢ଼ାଇ…

6 years ago

ଏମ୍‌ପି ଲ୍ୟାଡରୁ ଅଢ଼େଇ କୋଟି ଦେଲେ ଅଚ୍ୟୁତ

ଭଞ୍ଜନଗର,୨୯।୩(ଡି.ଏନ.ଏ)-କନ୍ଧମାଳ ଏମ୍‌ପି ଅଚ୍ୟୁତ ସାମନ୍ତ କରୋନା ମୁକାବିଲା ପାଇଁ ଏମ୍‌ପି ଲ୍ୟାଡରୁ ଅଢ଼େଇ କୋଟି ଟଙ୍କା ଅନୁମୋଦନ କରିଛନ୍ତି। ଏହି ଅର୍ଥରୁ କନ୍ଧମାଳକୁ ୧ କୋଟି ୧୦ଲକ୍ଷ,…

6 years ago

ମନଇଚ୍ଛା ପାସ୍‌ ବଣ୍ଟନ କରୁଛି ବ୍ଲକ ପ୍ରଶାସନ: ସରପଞ୍ଚଙ୍କ ସ୍ବାମୀଙ୍କୁ ସରପଞ୍ଚ ମାନ୍ୟତା

ଜୁନାଗଡ,୨୯।୩(ଡି.ଏନ୍‌.ଏ): କୋଭିଡ-୧୯ ପାଇଁ ରାଜ୍ୟରେ ଲକ୍‌ଡାଉନ ହୋଇଛି। ଜରୁରୀକାଳୀନ ସେବା ପାଇଁ ପଞ୍ଚାୟତ ଓ ବ୍ଲକ କର୍ମଚାରୀଙ୍କୁ ଭେଇକିଲ ପାସ୍‌ ଦିଆଯାଉଛି। ଏହି ପାସ୍‌ଗୁଡିକ କଳାହାଣ୍ଡି ଜିଲା…

6 years ago