Home

ଦେଶରେ ୧୧ ଲକ୍ଷରୁ ଅଧିକ ଲୋକଙ୍କ ନମୁନା ପରୀକ୍ଷା ହୋଇଛି: ଆଇସିଏମ୍‌ଆର୍‌

ନୂଆଦିଲ୍ଲୀ,୪।୫: ଦେଶର କରୋନା ସଂକ୍ରମଣ ରୋକିବା ପାଇଁ ନମୁନା ପରୀକ୍ଷା ଉପରେ ଗୁରୁତ୍ୱାରୋପ କରାଯାଇଛି। ସୋମବାର ସୁଦ୍ଧା ୧୧ ଲକ୍ଷ ୭ ହଜାର ୨୩୩ ଲୋକଙ୍କ ନମୁନା…

6 years ago

୨ ପଞ୍ଚାୟତରୁ ଉଠିଲା କଣ୍ଟେନ୍‌ମେଣ୍ଟ୍‌ କଟକଣା

ଭଦ୍ରକ ଅଫିସ,୪ା୫: ଭଣ୍ଡାରିପୋଖରୀ ବ୍ଲକର ଦୁଇଟି ପଞ୍ଚାୟତକୁ କଣ୍ଟେନମେଣ୍ଟ୍‌ ଜୋନ୍‌ ଘୋଷଣା ପ୍ରତ୍ୟାହୃତ କରିଛି ପ୍ରଶାସନ। ଏହି ଦୁଇ ପଞ୍ଚାୟତରୁ ଦୁଇଟି ପଜିଟିଭ୍‌ ବାହାରିଥିବାରୁ ତେସିଙ୍ଗା ଓ…

6 years ago

କ୍ୱାରାଣ୍ଟାଇନ୍‌ ସେଣ୍ଟରରେ ଟିକ୍‌ଟକ୍‌ କରିବା ଘଟଣା: ୬ ଜଣଙ୍କ ନାମରେ ମାମଲା ରୁଜୁ

ଭଦ୍ରକ ଅଫିସ,୪ା୫: ତିହିଡ଼ି ବ୍ଲକ ଭାଟପଡ଼ା କ୍ୱାରାଣ୍ଟାଇନ୍‌ ସେଣ୍ଟରରେ ଟିକ୍‌ଟକ୍‌ କରିବା ଘଟଣାରେ ସରପଞ୍ଚଙ୍କ ଏତଲା ଆଧାରରେ ୬ ଜଣଙ୍କ ନାମରେ ମାମଲା ରୁଜୁ ହୋଇଛି। ତିହିଡ଼ି…

6 years ago

ଲକ୍‌ଡାଉନ୍‌: ଆନ୍ଧ୍ରପ୍ରଦେଶରେ ଫସିଛନ୍ତି ସୁନ୍ଦରଗଡ଼ର ୧୦୦ ଯୁବତୀ: ଫେରାଇ ନେବାକୁ ରାଜ୍ୟ ସରକାରଙ୍କୁ କଲେ ନିବେଦନ

ସୁନ୍ଦରଗଡ଼,୪ା୫(ଡି.ଏନ୍‌.ଏ.): ଲକ୍‌ଡାଉନ ଯୋଗୁ ଆନ୍ଧ୍ରପ୍ରଦେଶରେ ଫସିଛନ୍ତି ସୁନ୍ଦରଗଡ଼ ଜିଲାର ୧୦୦ଜଣ ଯୁବତୀ। ଏହି ଯୁବତୀମାନେ ଏକ ଭିଡିଓ ବାର୍ତ୍ତାରେ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକଙ୍କୁ ସେମାନଙ୍କ ଘରକୁ ଫେରାଇ…

6 years ago

କରୋନା ସଙ୍କଟ ପରେ ଚାଇନା: ୩ ଦିନରେ ବୁଲି ବାହାରିଲେ ୮.୫ କୋଟି ପର୍ଯ୍ୟଟକ

ବେଜିଂ,୪।୫: କରୋନା ସଂକ୍ରମଣର ଏନ୍ତୁଡ଼ିଶାଳ ପାଲଟିଥିବା ଚାଇନାରେ ଏବେ ସ୍ଥିତି ସ୍ବାଭାବିକ ହେବାରେ ଲାଗିଛି। ଲୋକେ ନିଜର କାର୍ଯ୍ୟକ୍ଷେତ୍ରରେ ଯୋଗଦେବାକୁ ଆରମ୍ଭ କରିଛନ୍ତି। ମେ ମାସରେ ଚାଇନାରେ…

6 years ago

ପ୍ରବାସୀ ଓଡ଼ିଆଙ୍କୁ ମୁଖ୍ୟମନ୍ତ୍ରୀଙ୍କ କଡ଼ା ଚେତାବନୀ: ନିୟମ ଉଲ୍ଲଂଘନ କଲେ ନିଆଯିବ କଠୋର କାର୍ଯ୍ୟାନୁଷ୍ଠାନ

ଭୁବନେଶ୍ୱର,୪।୫(ବ୍ୟୁରୋ): ରାଜ୍ୟ ବାହାରୁ ଆସୁଥିବା ଓଡ଼ିଆଙ୍କୁ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ କଡ଼ା ଚେତାବନୀ ଦେଇଛନ୍ତି। ବାହାର ରାଜ୍ୟରୁ ଆସୁଥିବା ଓଡ଼ିଆମାନେ ନିଜ ତଥା ନିଜ ପରିବାରର ଜୀବନ…

6 years ago

କ୍ୱାରାଣ୍ଟାଇନ୍‌ ସେଣ୍ଟରରେ ରହିବାକୁ ଅମଙ୍ଗ ହେଉଛନ୍ତି କରୋନା ସନ୍ଦିଗ୍ଧ

ରତ୍ନଗିରି,୪ା୫(ଡି.ଏନ୍‌.ଏ.): ଯାଜପୁର ଜିଲା ବରୀ ବ୍ଲକରେ କଳାମାଟିଆ, ଉଦୟନାଥପୁର ଓ ବାଇଁଶିରିଆ ପଞ୍ଚାୟତରେ ୪ କରୋନା ପଜିଟିଭ୍‌ ଚିହ୍ନଟ ହେବା ପରେ ପ୍ରଶାସନ ପକ୍ଷରୁ ପଜିଟିଭ୍‌ ବ୍ୟକ୍ତିମାନଙ୍କ…

6 years ago

କରୋନା ମୃତ୍ୟୁ ସଂଖ୍ୟା ୨ ଲକ୍ଷ ୪୮ ହଜାର ଟପିଲା

ଓ୍ବାଶିଂଟନ,୪।୫: କରୋନା ସଂକ୍ରମଣ ଯୋଗୁ ପୃଥିବୀରେ ଆତଙ୍କ ଦେଖାଦେଇଛି। ଇତିମଧ୍ୟରେ ପୃଥିବୀରେ ମୃତକଙ୍କ ସଂଖ୍ୟା ୨ ଲକ୍ଷ ୪୮ ହଜାର ୨୪୧ରେ ପହଞ୍ଚିଛି। ସେହିପରି ସଂକ୍ରମିତଙ୍କ ସଂଖ୍ୟା…

6 years ago

କଟକଣା ହେଲା କୋହଳ କିନ୍ତୁ କମୁନି ସଂକ୍ରମଣ: ୩ ଦିନରେ ୭ହଜାରରୁ ଊର୍ଦ୍ଧ୍ୱ ପଜିଟିଭ

ନୂଆଦିଲ୍ଲୀ,୪।୫: ଦେଶରେ କରୋନା ସଂକ୍ରମଣକୁ ନେଇ ୪୦ ଦିନିଆ ଲକ୍‌ଡାଉନ ଅବଧି ପୂରଣ ହେବା ପରେ ଏବେ ଆରମ୍ଭ ହୋଇଛି ଲକ୍‌ଡାଉନ ୩.୦। ଏହା ମେ’ ୧୭…

6 years ago

ସୁରଟ ଫେରନ୍ତାଙ୍କୁ ଅଣଦେଖା ଅଭିଯୋଗ: କ୍ୱାରାଣ୍ଟାଇନ୍‌ ସେଣ୍ଟରକୁ ନ ଯାଇ ରାସ୍ତାରେ ଠିଆ ହୋଇ ହଟହଟା

ପୁରୁଷୋତ୍ତମପୁର,୪ା୫(ଡି.ଏନ୍‌.ଏ.): ସୁରଟ ଓ କେରଳରୁ ଫେରୁଥିବା ପ୍ରବାସୀ ଓଡ଼ିଆଙ୍କୁ ନେଇ ଚିନ୍ତା ବଢ଼ିଛି। ଏଭଳି ସ୍ଥିତିରେ ଫେରୁଥିବା ଏହି ଓଡ଼ିଆଙ୍କୁ ତତ୍‌କ୍ଷଣାତ୍‌ କ୍ବାରାଣ୍ଟାଇନ୍‌ ସେଣ୍ଟରରେ ନେଇ ରଖି…

6 years ago