Home

ସୁରଟରୁ ୫୦ପ୍ରବାସୀଙ୍କୁ ଗଞ୍ଜାମ ଆଣି ଆସୁଥିବା ବସ୍‌ ନାଗପୁରରେ ଓଲଟିଲା: ୨ ଆହତ

ଛତ୍ରପୁର/ପୁରୁଷୋତ୍ତମପୁର,୩ା୫(ଡି.ଏନ୍‌.ଏ.): ସୁରଟରୁ ୫୦ ଜଣ ପ୍ରବାସୀ ଓଡ଼ିଆଙ୍କୁ ନେଇ ଗଞ୍ଜାମ ଆସୁଥିବା ବସ୍‌ ରବିବାର ସକାଳେ ମହାରାଷ୍ଟ୍ରର ନାଗପୁରଠାରେ ଭାରସାମ୍ୟ ହରାଇ ଓଲଟି ପଡ଼ିଛି। ଏଥିରେ ୨…

6 years ago

୧୫୨ ନଂ. କରୋନା ଆକ୍ରାନ୍ତଙ୍କ ଟ୍ରାଭେଲ ହିଷ୍ଟ୍ରି ପ୍ରକାଶ: ସାଙ୍ଗସାଥୀଙ୍କ ସହିତ ଖେଳିଛନ୍ତି ତାସ୍‌, କ୍ରିକେଟ୍‌

ରତ୍ନଗିରି,୩ା୫(ଡି.ଏନ୍‌.ଏ.): ଯାଜପୁର ଜିଲା ବରୀ ବ୍ଲକ ଅଧିନସ୍ଥ କଳାମାଟିଆ ପଞ୍ଚାୟତରେ ୧ ତାରିଖରେ ଚିହ୍ନଟ ହୋଇଥିବା ୧୫୨ ନଂ. କରୋନା ସଂକ୍ରମିତ ୨୮ ବର୍ଷୀୟ ଯୁବକଙ୍କ ଗସ୍ତସୂଚୀ…

6 years ago

ରାସ୍ତାପାର୍ଶ୍ୱକୁ ଓଲଟିପଡ଼ିଲା ଲୁହାବୋଝେଇ ଟ୍ରକ୍‌

କୋଳିମାଟି,୩ା୫(ଡି.ଏନ୍‌.ଏ.): କେନ୍ଦୁଝର ଜିଲାର ୨୦ନଂ. ଜାତୀୟ ରାଜପଥ ଘସିପୁରା ଥାନା ଅଧୀନରେ ଥିବା କନ୍ତୋମୂଶଳ ପୋଲ ନିକଟରେ ରବିବାର ପୂର୍ବାହ୍ନରେ ଏକ ଲୁହାବୋଝେଇ ଟ୍ରକ ଓଲଟି ପଡ଼ିଛି।…

6 years ago

ବାଲେଶ୍ୱରରୁ ପୁଣି ଜଣେ ପଜିଟିଭ୍‌ ଚିହ୍ନଟ: ମୋଟ ଆକ୍ରାନ୍ତଙ୍କ ସଂଖ୍ୟା ପହଞ୍ଚିଲା ୧୬୧

ଭୁବନେଶ୍ୱର,୩।୫(ବ୍ୟୁରୋ): ବାଲେଶ୍ୱରରେ ପୁଣି ଜଣେ କରୋନା ପଜିଟିଭ୍‌ ଚିହ୍ନଟ ହୋଇଛନ୍ତି। ଏହାକୁ ମିଶାଇ ରାଜ୍ୟରେ ମୋଟ ଆକ୍ରାନ୍ତଙ୍କ ସଂଖ୍ୟା ୧୬୧ରେ ପହଞ୍ଚିଛି। ଏନେଇ ରବିବାର ଅପରାହ୍ନରେ ରାଜ୍ୟ…

6 years ago

ସୀମା ସିଲ୍‌ କଲା ବରୀ ବ୍ଲକ ପ୍ରଶାସନ

ରତ୍ନଗିରି,୩ା୫(ଡି.ଏନ୍‌/ଏ.): ଯାଜପୁର ଜିଲାରେ ଶନିବାର ୮ କରୋନା ଆକ୍ରାନ୍ତ ଚିହ୍ନଟ ହୋଇଥିଲେ। ସେଥିମଧ୍ୟରୁ ବରୀ ବ୍ଲକ କଳାମାଟିଆ ପଞ୍ଚାୟତର ତଲକାଇପଡ଼ା ଗ୍ରାମରୁ ଜଣେ, ଉଦୟନାଥପୁରରୁ ଜଣେ ଓ…

6 years ago

ଟ୍ରକ ଡ୍ରାଇଭରଙ୍କୁ ଲହୁଲୁହାଣ କରି ପୋଲିସ କର୍ମଚାରୀ ନିଲମ୍ବିତ

ରାଜନଗର,୩ା୫(ଡି.ଏନ୍‌.ଏ.) : ଭଦ୍ରକର ଏକ ରାଇସ୍‌ମିଲକୁ ଧାନ ବୋଝେଇ କରି ଯାଉଥିବା ଟ୍ରକ ଡ୍ରାଇଭର ସାଣ୍ଟୁ ଜେନାଙ୍କୁ ପୋଲିସ ଅମାନୁଷିକ ଭାବରେ ମାଡ଼ ମାରି ଲହୁଲୁହାଣ କରି…

6 years ago

କେରଳରୁ ଖୋର୍ଦ୍ଧା ଷ୍ଟେଶନରେ ପହଞ୍ଚିଲେ ୫୯୩ ପ୍ରବାସୀ ଓଡ଼ିଆ: କରାଗଲା ସ୍କ୍ରିନିଂ, ଷ୍ଟାମ୍ପିଂ, ପଞ୍ଜୀକରଣ

ଜଟଣୀ,୩।୫(ଡି.ଏନ୍‌.ଏ.): କେରଳରୁ ପ୍ରବାସୀ ଓଡ଼ିଆଙ୍କୁ ନେଇ ସ୍ବତନ୍ତ୍ର ଟ୍ରେନ୍‌ ରବିବାର ପୂର୍ବାହ୍ନ ୮ଟା ୫୦ମିନିଟରେ ଖୋର୍ଦ୍ଧା ରୋଡ୍‌ ଷ୍ଟେଶନରେ ପହଞ୍ଚିଥିଲା। ଏହି ଷ୍ଟେଶନରେ ବିଭିନ୍ନ ଜିଲାର ୫୯୩ଜଣ…

6 years ago

ସୋମବାରଠାରୁ ଏସ୍‌ଭି ନିରତାରେ ୩୩ ଭାଗ କର୍ମଚାରୀ କାର୍ଯ୍ୟରେ ଯୋଗଦେବେ: ପାନଛେପ ନ ପକାଇବା, ସାମାଜିକ ଦୂରତ୍ୱ ପ୍ରତି ଗୁରୁତ୍ୱ

କଣ୍ଟାପଡ଼ା,୩ା୫(ଡି.ଏନ୍‌.ଏ.) : କେନ୍ଦ୍ର ସରକାର ମହାମାରୀ କରୋନା ନିୟନ୍ତ୍ରଣ କରିବାକୁ ଆସନ୍ତା ୨ ସପ୍ତାହ ପର୍ଯ୍ୟନ୍ତ ସାରାଦେଶରେ ପୁନର୍ବାର ଲକ୍‌ଡାଉନ ଘୋଷଣା କରିଛନ୍ତି। ତେବେ ଦେଶର ବିଭିନ୍ନ…

6 years ago

ଧନୁର୍ଜୟପୁର, ବାଙ୍ଗର ପଞ୍ଚାୟତରେ ପ୍ରବାସୀଙ୍କ ଲାଗି ୨ ଆଇସୋଲେଶନ କେନ୍ଦ୍ର ପ୍ରସ୍ତୁତ

ହାଟଡିହୀ,୩ା୫(ଡି.ଏନ୍‌.ଏ.): କେନ୍ଦୁଝର ଜିଲା ହାଟଡିହୀ ବ୍ଲକ ଜଙ୍ଗଲ ପାହାଡ଼ ଘେରାରେ ଧନୁର୍ଜୟପୁର ପଞ୍ଚାୟତ ଅଧୀନରେ ୧୨ଟି ଏବଂ ବାଙ୍ଗର ଅଧୀନରେ ୧୨ଟି ୱାର୍ଡ ରହିଛି। ଏହି ପଞ୍ଚାୟତରେ…

6 years ago

କେନ୍ଦୁଝରରୁ ଯାତାୟାତ କଟକଣା ଉଠିଲା

କେନ୍ଦୁଝର,୩ା୫(ସ୍ବ.ପ୍ର.): କେନ୍ଦୁଝର ଜିଲା ପୋଲିସ କରୋନା ପାଇଁ ଗାଡ଼ି ପାସ୍‌ ବ୍ୟବସ୍ଥାକୁ ଉଚ୍ଛେଦ କରିଛନ୍ତି। ଏଣୁ ଅନ୍‌ଲାଇନ୍‌ ପାସ ଆବେଦନ ସ୍ଥଗିତ କରାଯାଇଛି। ଓଡ଼ିଶାର ଯେ କୌଣସି…

6 years ago