Home

ବିରୋଧୀଙ୍କ ଅଭିଯୋଗ: ନିଆଁରେ ଘିଅ ଢାଳୁଛି କେନ୍ଦ୍ର, ଅଘୋଷିତ ଜରୁରୀ ପରିସ୍ଥିିତି

ନୂଆଦିଲ୍ଲୀ, ୨୦।୧୨(ପି.ଟି./ଆଇଏଏନ୍‌ଏସ୍‌):ନୂଆ ନାଗରିକତ୍ୱ ଆଇନ ବିରୋଧୀ ବିକ୍ଷୋଭ ଦେଶବ୍ୟାପୀ ଆନ୍ଦୋଳନର ରୂପ ନେଇସାରିଛି। ଉତ୍ତର-ପୂର୍ବାଞ୍ଚଳରେ ଉଠିଥିବା ନିଆଁ ପଶ୍ଚିମବଙ୍ଗ ପରେ ରାଜଧାନୀ ଦିଲ୍ଲୀ ସମେତ ଉତ୍ତର ଓ ଦକ୍ଷିଣ…

6 years ago

‘ନିରପେକ୍ଷତାକୁ ବାଚସ୍ପତି ଗୁରୁତ୍ୱ ଦେବା ଆବଶ୍ୟକ’

ଭୁବନେଶ୍ୱର, ୨୦।୧୨(ବ୍ୟୁରୋ):ପାର୍ଲାମେଣ୍ଟ ଓ ବିଧାନସଭାର ବାଚସ୍ପତିମାନେ ଦଳବଦଳ ନିରୋଧ ଆଇନକୁ କାର୍ଯ୍ୟକାରୀ କରିବା ଏବଂ ସଦସ୍ୟମାନଙ୍କୁ ଅଯୋଗ୍ୟ ଘୋଷଣା କରିବାବେଳେ ବାଚସ୍ପତିମାନେ ନିରପେକ୍ଷ ରହିବା ନିହାତି ଆବଶ୍ୟକ। ଏ…

6 years ago

ମଧ୍ୟପ୍ରଦେଶ ଫେରିଯିବ ‘ସୁନ୍ଦରୀ’

ଭୁବନେଶ୍ୱର,  ୨୦।୧୨(ବ୍ୟୁରୋ):ସାତକୋଶିଆରୁ ମଧ୍ୟପ୍ରଦେଶ ଫେରିଯିବ ବାଘୁଣୀ ‘ସୁନ୍ଦରୀ’। ଯଥାଶୀଘ୍ର ଫେରାଇ ଦେବାକୁ ଜାତୀୟ ବ୍ୟାଘ୍ର ସଂରକ୍ଷଣ କର୍ତ୍ତୃପକ୍ଷ(ଏନ୍‌ଟିସିଏ) ରାଜ୍ୟ ସରକାରଙ୍କୁ ଚିଠି ଲେଖିଛନ୍ତି। ସାତକୋଶିଆ ବ୍ୟାଘ୍ର ପ୍ରକଳ୍ପରେ…

6 years ago

ଓଟିଡିସି କରିବ ଡେଷ୍ଟିନେଶନ ଓ୍ବେଡିଂ

ଭୁବନେଶ୍ୱର, ୨୦।୧୨(ବ୍ୟୁରୋ):ଗୋଆ, ମସୌରୀ, ଉଦୟପୁର ଭଳି ଓଡ଼ିଶାରେ ବି ହେବ ଡେଷ୍ଟିନେଶନ ଓ୍ବେଡିଂ। ମେହେନ୍ଦି, ସଙ୍ଗୀତ ସେରିମନିରୁ ଆରମ୍ଭ କରି ବିବାହ ପର୍ଯ୍ୟନ୍ତ ସବୁକିଛି ମହାଆଡ଼ମ୍ବରରେ ହେବ। ଏପରି…

6 years ago

ନାଗରିକତ୍ୱ ସଂଶୋଧନ ଆଇନ ପ୍ରତ୍ୟାହାର ଦାବି:ଓଡ଼ିଶାରେ ତେଜିଲା ବିରୋଧର ସ୍ବର

ଭୁବନେଶ୍ୱର, ୨୦।୧୨(ବ୍ୟୁରୋ):ନାଗରିକତ୍ୱ ସଂଶୋଧନ ଆଇନ (ସିଏଏ) ଓ ନ୍ୟାଶନାଲ ରେଜିଷ୍ଟର ଅଫ୍‌ ସିଟିଜେନ୍ସ (ଏନ୍‌ଆରସି) ବିରୋଧୀ ଆନ୍ଦୋଳନ ଦେଶର ବିଭିନ୍ନ ରାଜ୍ୟକୁ ବ୍ୟାପିବାରେ ଲାଗିଛି। ଆସାମ, ପଶ୍ଚିମବଙ୍ଗ, ଉତ୍ତରପ୍ରଦେଶ,…

6 years ago

ସିଏଏ ନିଆଁରେ ଓଡ଼ିଆ ଯୁବକ ପ୍ରସଙ୍ଗ:ଚର୍ଚ୍ଚାରେ ‘ପାଗଳ କାର୍ତ୍ତିକ’ ପୋଷ୍ଟ

ବରଗଡ଼ ଅଫିସ/ପଦ୍ମପୁର, ୨୦।୧୨:ନୂଆଦିଲ୍ଲୀରେ ନାଗରିକତ୍ୱ ସଂଶୋଧନ ଆଇନ (ସିଏଏ) ବିରୋଧୀ ଆନ୍ଦୋଳନ ଚାଲିଥିବା ବେଳେ ବୁଧବାର ଇଣ୍ଡିଆ ଗେଟ୍‌ ନିକଟରେ କାର୍ତ୍ତିକ ମେହେର ନାମକ ଜଣେ ଓଡ଼ିଆ ଯୁବକ…

6 years ago

ଆଉ ଦୁଇଦିନ ହେବ ଥଣ୍ଡା:ଦାରିଙ୍ଗବାଡ଼ିରେ ପାରଦ ୧୦ ଡିଗ୍ରୀ ତଳକୁ ଖସିଲା

ଭୁବନେଶ୍ୱର,  ୨୦।୧୨(ବ୍ୟୁରୋ): ଡିସେମ୍ବର ଶେଷ ହେବାକୁ ବସିଲାଣି। ଶୀତର ନାଁଗନ୍ଧ ନ ଥିଲା। ଗୁରୁବାର ହଠାତ୍‌ ପାରଦ ୨ରୁ ୩ ଡିଗ୍ରୀ ତଳକୁ ଖସିଯିବାରୁ ରାଜ୍ୟରେ ଶୀତ…

6 years ago

ଏପ୍ରିଲରୁ ସବୁ ଯୋଜନା ପାଇଁ ଡିବିଟି

ଭୁବନେଶ୍ୱର, ୨୦।୧୨(ବ୍ୟୁରୋ):ଏଣିକି ସବୁ ଯୋଜନାରେ ହିତାଧିକାରୀମାନଙ୍କୁ ରାଜ୍ୟ ସରକାର ସିଧା ସଳଖ ସେମାନଙ୍କ ବ୍ୟାଙ୍କ ଆକାଉଣ୍ଟକୁ ଟଙ୍କା ଦେବେ। ଡାଇରେକ୍ଟ ବେନିଫିଟ ଟ୍ରାନ୍ସଫର (ଡିବିଟି) ମାଧ୍ୟମରେ ଏହି ପେମେଣ୍ଟ…

6 years ago

ସମ୍ବିଧାନ ମୁଖବନ୍ଧରେ ‘ଅହିଂସା’କୁ ସ୍ଥାନ ଦିଆଯାଉ: ଦାବି ଦୋହରାଇଲେ ମୁଖ୍ୟମନ୍ତ୍ରୀ

ଭୁବନେଶ୍ୱର, ୨୦।୧୨(ବ୍ୟୁରୋ):ଭାରତୀୟ ସମ୍ବିଧାନର ମୁଖବନ୍ଧରେ ଅହିଂସା ଶବ୍ଦକୁ ରଖିବା ଦାବିକୁ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ଆଉ ଥରେ ଦୋହରାଇଛନ୍ତି। ସେ କହିଛନ୍ତି ଯେ ଅହିଂସା ବିଶ୍ୱକୁ ଭାରତର ସବୁଠାରୁ…

6 years ago

ଘାତକ ହେଲାଣି ସିଏଏ ନିଆଁ: ପୋଲିସ ଗୁଳିରେ ଟଳିଲେ ୩ ବିକ୍ଷୋଭକାରୀ

ମାଙ୍ଗାଲୁରୁ/ଲକ୍ଷ୍ନୌ, ୨୦।୧୨:ନାଗରିକତ୍ୱ ସଂଶୋଧନ ଆଇନ (ସିଏଏ)କୁ ବିରୋଧକରି ଦେଶବ୍ୟାପୀ ମୁଣ୍ଡଟେକିଥିବା ଆନ୍ଦୋଳନର ନିଆଁ ଘାତକ ହେଲାଣି। କର୍ନାଟକର ମାଙ୍ଗାଲୁରୁ ଓ ଉତ୍ତରପ୍ରଦେଶ ରାଜଧାନୀ ଲକ୍ଷ୍ନୌରେ ଗୁରୁବାର ବିକ୍ଷୋଭ ପ୍ରଦର୍ଶନ…

6 years ago