Home

ଓଡ଼ିଶା ଉପରେ ଘୂର୍ଣ୍ଣିବଳୟ: ୧୦ ଜିଲାରେ ପ୍ରବଳ ବର୍ଷା ସମ୍ଭାବନା, ଅରେଞ୍ଜ ୱାର୍ନିଂ ଜାରି

ଭୁବନେଶ୍ୱର,୨୬।୪(ବ୍ୟୁରୋ): ଛତିଶଗଡ, ପଶ୍ଚିମବଙ୍ଗ ଏବଂ ଉତ୍ତର ଓଡିଶା ଉପରେ ଏକ ଘୂର୍ଣ୍ଣିବଳୟ ସୃଷ୍ଟି ହୋଇଛି। ବିଦର୍ଭ ଏବଂ ପୂର୍ବ ମଧ୍ୟ ପ୍ରଦେଶ ଉପରେ ଏକ ଟ୍ରପ୍‌ ଲାଇନ୍‌…

6 years ago

ରାଉରକେଲାର ୩ ନୂଆ ପଜିଟିଭ୍‌ଙ୍କ ତଥ୍ୟ ଦେଲା ସ୍ବାସ୍ଥ୍ୟ ବିଭାଗ: ଆକ୍ରାନ୍ତଙ୍କ ମଧ୍ୟରେ ଜଣେ ପୁରୁଷ, ୨ ମହିଳା

ଭୁବନେଶ୍ୱର,୨୬।୪(ବ୍ୟୁରୋ): ରାଜ୍ୟରେ କରୋନା ଆକ୍ରାନ୍ତଙ୍କ ସଂଖ୍ୟା ଶହେ ପାର କରିଛି। ରବିବାର ଆଉ ୩ ଆକ୍ରାନ୍ତ ଚିହ୍ନଟ ହେବା ପରେ ମୋଟ ସଂକ୍ରମିତଙ୍କ ସଂଖ୍ୟା ୧୦୩ରେ ପହଞ୍ଚିଛି।…

6 years ago

ମାଓବାଦୀଙ୍କଠାରୁ ସାମାଜିକ ଦୂରତା ରକ୍ଷା ପାଇଁ ନିବେଦନ

ବାଲିଗୁଡା,୨୬ା୪(ଡି.ଏନ୍‌.ଏ.)- ବିଶ୍ୱରେ ମହାମାରୀ କରୋନାର ଭୟାବହତା ଜାରି ରହିଛି। ଏପରି ସ୍ଥଳେ ସାମାଜିକ ଦୂରତ୍ୱକୁ ବିଶେଷ ପ୍ରାଧାନ୍ୟ ଦିଆଯାଉଛି। ଏନେଇ ଦେଶରେ ଲକ୍‌ଡାଉନ୍‌ କଟକଣା ଜାରି କରାଯାଇଛି।…

6 years ago

ଛାତ୍ରୀଛାତ୍ରଙ୍କୁ ଘରକୁ ଯାଇ ପୁସ୍ତକ ବାଣ୍ଟିଲେ ଶିକ୍ଷକ: ମେ’ ୩ ସୁଦ୍ଧା ବଣ୍ଟାଯିବ ୧୮୭୭୨୫୮ ବହି

ବ୍ରହ୍ମପୁର ଅଫିସ,୨୬ା୪ - କରୋନା ମୁକାବିଲା ପାଇଁ ସରକାର ଲକ୍‌ଡାଉନ ଘୋଷଣା କରିଛନ୍ତି। ଏହାର ପ୍ରଭାବରେ ରାଜ୍ୟର ସମସ୍ତ ସରକାରୀ ଓ ବେସରକାରୀ ଅନୁଷ୍ଠାନ ବନ୍ଦ ରହିଛି।…

6 years ago

କରୋନା ସାଙ୍ଗକୁ କାଳବୈଶାଖୀ: ଚାଷୀ ସର୍ବସ୍ବାନ୍ତ

ବାରିପଦା ଅଫିସ, ୨୬ା୪-ମହାମାରୀ କରୋନା ଲାଗି ଲୋକଙ୍କ ଜୀବନ ଦୁର୍ବିଷହ ହୋଇପଡିଥିବା ବେଳେ ବେଡି ଉପରେ କୋରଡା ମାଡ ସଦୃଶ ଚାଷୀଙ୍କ ପାଇଁ ସର୍ବନାଶ କାରଣ ହୋଇଛି…

6 years ago

ନୂତନ କ୍ୱାରାଣ୍ଟାଇନ୍‌ କେନ୍ଦ୍ର ସ୍ଥିତି ପରଖିଲେ ଜିଲାପାଳ

ଚୌଦ୍ୱାର,୨୫ା୪(ଡି.ଏନ୍‌.ଏ.) : କଟକ ଜିଲା ଚୌଦ୍ୱାର ସହାରାଞ୍ଚଳରେ ଗାନ୍ଧିଛକସ୍ଥିତ ଟାଉନ୍‌ହଲରେ ୬୦ ଶଯ୍ୟା ବିଶିଷ୍ଟ କ୍ୱାରାଣ୍ଟାଇନ ସେଣ୍ଟର ଚାଲୁ ରହିଛି। ଆସନ୍ତା ମେ’ ୩ ତାରିଖ ଲକ୍‌ଡାଉନ…

6 years ago

ଖୋର୍ଦ୍ଧା ଗାମୁଛାରେ ପ୍ରସ୍ତୁତ ମାସ୍କର ଚାହିଦା ବଢୁଛି

ଖୋର୍ଦ୍ଧା ଅଫିସ,୨୫ା୪: କରୋନା ଭୂତାଣୁ ସଂକ୍ରମଣ ରୋକିବା ଲାଗି ଦେଶରେ ଲକ୍‌ଡାଉନ୍‌ ଜାରି କରାଯାଇଛି। ବାହାରକୁ ବାହାରିଲେ ମାସ୍କ ପରିଧାନ ଲାଗି ସରକାର କଟକଣା ମଧ୍ୟ କରିଛନ୍ତି।…

6 years ago

ମାରଣାସ୍ତ୍ର ଦେଖାଇ ଆତଙ୍କ, କାବୁ କଲେ ଏସ୍‌ଏଚ୍‌ଜି ମହିଳା

ବରଗଡ଼ ଅଫିସ୍‌,୨୫।୪: ବରଗଡ଼ ଜିଲା ପଦ୍ମପୁର ଉପଖଣ୍ଡ ବୁଡ଼େନ ଥାନାର ଲୁହାଖାନ ଗ୍ରାମରେ ଶନିବାର ପିସ୍ତଲ, ଛୁରୀ ଭଳି ମାରଣାସ୍ତ୍ର ଦେଖାଇ ଆତଙ୍କ ସୃଷ୍ଟି କରୁଥିବା ଅଭିଯୁକ୍ତମାନଙ୍କୁ…

6 years ago

୩୦ ଯାଏ ଭିଜିବ ଓଡ଼ିଶା

ଭୁବନେଶ୍ୱର,୨୫ା୪(ବ୍ୟୁରୋ) : ମହାରାଷ୍ଟ୍ର ଏବଂ ଛତିଶଗଡ଼ ଆଖପାଖ ଅଞ୍ଚଳରେ ଘୂର୍ଣ୍ଣିବଳୟ ସୃଷ୍ଟି ହୋଇଥିବାରୁ ଓଡ଼ିଶାରେ ବର୍ଷା ହେବାର ସମ୍ଭାବନା ରହିଛି। ଏପ୍ରିଲ ୩୦ ଯାଏ ଓଡ଼ିଶାର ବିଭିନ୍ନ…

6 years ago

ବୌଦ୍ଧରୁ ଦ୍ୱିତୀୟ ପର୍ଯ୍ୟାୟ ରଥକାଠ ପୁରୀ ଗଲା

ବୌଦ୍ଧ, ୨୫ା୪(ସ୍ବ.ପ୍ର):ପୁରୀ ଶ୍ରୀଜଗନ୍ନାଥଙ୍କ ରଥ ନିର୍ମାଣ ପାଇଁ ବୌଦ୍ଧରୁ ଦ୍ୱିତୀୟ ପର୍ଯ୍ୟାୟ ରଥକାଠ ପଠାଯାଇଛି। ଶନିବାର ଅପରାହ୍ନରେ ଜିଲା ପ୍ରଶାସନର ଅଧିକାରୀମାନେ ଉପସ୍ଥିତ ରହି ଜୟ ଜଗନ୍ନାଥ…

6 years ago